ଗାଲାତୀୟ 6:16 - ପବିତ୍ର ବାଇବଲ16 ଯେଉଁମାନେ ଏହି ନିୟମ ପାଳନ କରୁଛନ୍ତି, ସେମାନଙ୍କୁ ଓ ପରମେଶ୍ୱରଙ୍କ ସମସ୍ତ ଲୋକମାନଙ୍କୁ ଶାନ୍ତି ଓ ଦୟା ମିଳୁ। Gade chapit laପବିତ୍ର ବାଇବଲ (Re-edited) - (BSI)16 ଆଉ, ଯେତେ ଲୋକ ଏହି ନିୟମାନୁସାରେ ଆଚରଣ କରନ୍ତି, ସେମାନଙ୍କ ଉପରେ ଓ ଈଶ୍ଵରଙ୍କର ଇସ୍ରାଏଲ ଉପରେ ଶାନ୍ତି ଓ ଦୟା ବର୍ତ୍ତୁ। Gade chapit laଓଡିଆ ବାଇବେଲ16 ଆଉ, ଯେତେ ଲୋକ ଏହି ନିୟମାନୁସାରେ ଆଚରଣ କରନ୍ତି, ସେମାନଙ୍କ ଉପରେ ଓ ଈଶ୍ୱରଙ୍କର ଇସ୍ରାଏଲ ଉପରେ ଶାନ୍ତି ଓ ଦୟା ବର୍ତ୍ତୁ । Gade chapit laପବିତ୍ର ବାଇବଲ (CL) NT (BSI)16 ଯେଉଁମାନେ ନିଜ ଜୀବନରେ ଏହି ନୀତି ଅନୁସରଣ କରନ୍ତି, ସେମାନେ ସମସ୍ତେ ଓ ଈଶ୍ୱରଙ୍କ ଲୋକମାନେ ସମସ୍ତେ ଜୀବନରେ ଶାନ୍ତି ଓ ଅନୁଗ୍ରହ ଅନୁଭବ କରନ୍ତୁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଆଉ, ଯେତେ ଲୋକ ଏହି ନିୟମାନୁସାରେ ଆଚରଣ କରନ୍ତି, ସେମାନଙ୍କ ଉପରେ ଓ ଈଶ୍ବରଙ୍କର ଇସ୍ରାଏଲ ଉପରେ ଶାନ୍ତି ଓ ଦୟା ବର୍ତ୍ତୁ। Gade chapit la |
ଅମାସୟ ତିରିଶ୍ ବୀରଙ୍କର ନେତା ଥିଲେ। ଏହା ପରେ, ଆତ୍ମା ଅମାସୟଙ୍କ ଉପରେ ଅବତରଣ କଲେ, ଓ ସେ କହିଲେ, “ହେ ଦାଉଦ, ଆମ୍ଭେମାନେ ତୁମ୍ଭର ଅଟୁ! ହେ ଯିଶୀଙ୍କ ପୁତ୍ର, ଆମ୍ଭେମାନେ ତୁମ୍ଭ ସହିତରେ ଅଛୁ! ତୁମ୍ଭ ପ୍ରତି, ଶାନ୍ତି ବର୍ତ୍ତୁ! ଯେଉଁ ଲୋକମାନେ ତୁମ୍ଭକୁ ସାହାଯ୍ୟ କରନ୍ତି, ସେହି ସମସ୍ତଙ୍କ ପ୍ରତି ଶାନ୍ତି ବର୍ତ୍ତୁ। କାରଣ ତୁମ୍ଭର ପରମେଶ୍ୱର ତୁମ୍ଭକୁ ସାହାଯ୍ୟ କରନ୍ତି!” ତେଣୁ ଦାଉଦ ଏହି ଲୋକମାନଙ୍କୁ ତାଙ୍କ ଦିନରେ ସ୍ୱାଗତ କଲେ ଓ ସେମାନଙ୍କୁ ବିଭିନ୍ନ ସେନାଦଳର ଦାୟିତ୍ୱରେ ରଖିଲେ।