ଗାଲାତୀୟ 6:18 - ପବିତ୍ର ବାଇବଲ18 ମୋ’ ଭାଇ ଓ ଭଉଣୀମାନେ! ମୁଁ ପ୍ରାର୍ଥନା କରେ ଯେ, ଆମ୍ଭର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭମାନଙ୍କ ଆତ୍ମା ସହିତ ସଦାସର୍ବଦା ରହିଥାଉ। ଆମେନ୍। Gade chapit laପବିତ୍ର ବାଇବଲ (Re-edited) - (BSI)18 ହେ ଭାଇମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଅନୁଗ୍ରହ ତୁମ୍ଭମାନଙ୍କ ଆତ୍ମାର ସହବର୍ତ୍ତୀ ହେଉ। ଆମେନ୍। Gade chapit laଓଡିଆ ବାଇବେଲ18 ହେ ଭାଇମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଅନୁଗ୍ରହ ତୁମ୍ଭମାନଙ୍କ ଆତ୍ମାର ସହବର୍ତ୍ତୀ ହେଉ । ଆମେନ୍ । Gade chapit laପବିତ୍ର ବାଇବଲ (CL) NT (BSI)18 ହେ ଭାଇମାନେ! ଆମ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଅନୁଗ୍ରହ ତୁମ ସମସ୍ତଙ୍କ ନିକଟରେ ରହୁ। ଆମେନ୍! Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ହେ ଭାଇମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଅନୁଗ୍ରହ ତୁମ୍ଭମାନଙ୍କ ସହବର୍ତ୍ତୀ ହେଉ। ଆମେନ୍। Gade chapit la |
ଭାଇ ଓ ଭଉଣୀମାନେ, ମୁଁ ତୁମ୍ଭମାନଙ୍କୁ ଜଣାଇବାକୁ ଗ୍ଭହେଁ ଯେ, ପୂର୍ବରୁ ମୁଁ ବହୁତ ଥର ତୁମ୍ଭମାନଙ୍କ ପାଖକୁ ଆସିବାକୁ ଚେଷ୍ଟା କରିଛି, କିନ୍ତୁ ଏପର୍ଯ୍ୟନ୍ତ ମୁଁ ତୁମ୍ଭମାନଙ୍କ ପାଖକୁ ଆସିବାକୁ ବାଧା ପାଇଛି। ତୁମ୍ଭମାନଙ୍କୁ ଆତ୍ମିକ ଭାବରେ ବଢ଼ିବାରେ ସାହାଯ୍ୟ କରିବା ପାଇଁ ମୁଁ ଆସିବାକୁ ଇଚ୍ଛା କରିଥିଲି। ଅନ୍ୟ ଅଣଯିହୂଦୀମାନଙ୍କୁ ମୁଁ ଯେପରି ସାହାଯ୍ୟ କରିଥିଲି, ସେହିପରି ତୁମ୍ଭମାନଙ୍କୁ ମୁଁ ସାହାଯ୍ୟ କରିବାକୁ ଗ୍ଭହେଁ।