ଗାଲାତୀୟ 6:3 - ପବିତ୍ର ବାଇବଲ3 ଯଦି ଜଣେ ଅତି ନଗନ୍ୟ ହୋଇଥିଲେ ହେଁ ନିଜକୁ ମହାନ୍ ବୋଲି ଭାବେ, ତେବେ ସେ ନିଜକୁ ପ୍ରତାରଣା କରେ। Gade chapit laପବିତ୍ର ବାଇବଲ (Re-edited) - (BSI)3 ଯଦି କୌଣସି ଲୋକ ଅସାର ହେଲେ ହେଁ ଆପଣାକୁ ବଡ଼ ବୋଲି ମନେ କରେ, ତେବେ ସେ ନିଜକୁ ପ୍ରବଞ୍ଚନା କରେ। Gade chapit laଓଡିଆ ବାଇବେଲ3 ଯଦି କୌଣସି ଲୋକ ଅସାର ହେଲେ ହେଁ ଆପଣାକୁ ବଡ଼ ବୋଲି ମନେ କରେ, ତେବେ ସେ ନିଜକୁ ପ୍ରବଞ୍ଚନା କରେ । Gade chapit laପବିତ୍ର ବାଇବଲ (CL) NT (BSI)3 ନଗଣ୍ୟ ହୋଇ ଯେ ନିଜକୁ ବିଶିଷ୍ଟ ବୋଲି ଭାବେ, ସେ ନିଜକୁ କେବଳ ପ୍ରତାରଣା କରେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଯଦି କୌଣସି ଲୋକ ଅସାର ହେଲେ ହେଁ ଆପଣାକୁ ବଡ଼ ବୋଲି ମନେ କରେ, ତେବେ ସେ ନିଜକୁ ପ୍ରବଞ୍ଚନା କରେ। Gade chapit la |
ଯାକୁବ, ପିତର ଓ ଯୋହନ ନେତା ରୂପେ ପରିଗଣିତ ହେଉଥିଲେ। ସେମାନେ ଦେଖିଲେ ଯେ, ପରମେଶ୍ୱର ମୋତେ ଏହି ବିଶେଷ ଅନୁଗ୍ରହ ପ୍ରଦାନ କରିଛନ୍ତି। ସେଥିପାଇଁ ସେମାନେ ବର୍ଣ୍ଣବ୍ବା ଓ ମୋତେ ତାହାଙ୍କର ସହଭାଗୀତାର ଦକ୍ଷିଣହସ୍ତ ପ୍ରଦାନ କଲେ। ଯାକୁବ, ପିତର ଓ ଯୋହନ କହିଲେ, “ପାଉଲ ଓ ବର୍ଣ୍ଣବ୍ବା, ତୁମ୍ଭେମାନେ ଅଣଯିହୂଦୀମାନଙ୍କ ପାଖକୁ ଯିବା କଥାରେ ଆମ୍ଭେମାନେ ରାଜି ଅଛୁ। ମାତ୍ର ଆମ୍ଭେମାନେ ଯିହୂଦୀମାନଙ୍କ ପାଖକୁ ଯିବୁ।”