ଗାଲାତୀୟ 6:9 - ପବିତ୍ର ବାଇବଲ9 ଆମ୍ଭେ ଉତ୍ତମ କାର୍ଯ୍ୟ କରିବାରେ ଥକିଯିବା ନାହିଁ। କାରଣ ଉପଯୁକ୍ତ ସମୟ ଆସିଲା ପରେ ଆମ୍ଭକୁ ତା'ର ଫଳ ମିଳିବ। Gade chapit laପବିତ୍ର ବାଇବଲ (Re-edited) - (BSI)9 ଆମ୍ଭେମାନେ ଉତ୍ତମ କର୍ମ କରିବାରେ ଶ୍ରା; ନ ହେଉ; କାରଣ କ୍ଳା; ନୋହିଲେ ଉପଯୁକ୍ତ ସମୟରେ ଶସ୍ୟ କାଟିବା। Gade chapit laଓଡିଆ ବାଇବେଲ9 ଆମ୍ଭେମାନେ ଉତ୍ତମ କର୍ମ କରିବାରେ କ୍ଲାନ୍ତ ନ ହେଉ; କାରଣ କ୍ଳାନ୍ତ ନୋହିଲେ ଉପଯୁକ୍ତ ସମୟରେ ଶସ୍ୟ କାଟିବା । Gade chapit laପବିତ୍ର ବାଇବଲ (CL) NT (BSI)9 ତେଣୁ ସତ୍କର୍ମ କରିବାରେ ଆମେ କ୍ଲାନ୍ତ ହେବା ଅନୁଚିତ। କାରଣ ସେଥିରୁ ବିରତ ନ ହେଲେ, ଯଥା ସମୟରେ ଆମେ ଫସଲ ଅମଳ କରି ପାରିବା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଆମ୍ଭେମାନେ ଉତ୍ତମ କର୍ମ କରିବାରେ କ୍ଳାନ୍ତ ନ ହେଉ; କାରଣ କ୍ଳାନ୍ତ ନୋହିଲେ ଉପଯୁକ୍ତ ସମୟରେ ଶସ୍ୟ କାଟିବା। Gade chapit la |
ତୁମ୍ଭେ କହିଛ ଯେ, ତୁମ୍ଭେ ବିବ୍ରତ ହେବ ନାହିଁ ଏବଂ ତୁମ୍ଭେ ଯଜ୍ଞବେଦିରେ ଥିବା ଖାଦ୍ୟ ପ୍ରତି ତାଚ୍ଛଲ୍ୟ ପ୍ରକାଶ କରିଛ ଏବଂ ତୁମ୍ଭେ ନ ଖାଇ ପରିତ୍ୟାଗ କରୁଛ, ଆଉ ମଧ୍ୟ ମନ୍ଦ ବୋଲି କହୁଛ। ମାତ୍ର ଏହା ସତ୍ୟ ନୁହେଁ। ତା'ପରେ ତୁମ୍ଭେମାନେ ଆହତ, ଛୋଟା ଓ ରୁଗ୍ଣ ପଶୁମାନଙ୍କୁ ଆମ୍ଭ ନିକଟରେ ବଳିଦାନ ପାଇଁ ଆଣୁଛ। ମାତ୍ର ସେହି ରୁଗ୍ଣ ପଶୁଗୁଡ଼ିକୁ ଆମ୍ଭେ ଗ୍ରହଣ କରିବା ନାହିଁ।” ସର୍ବଶକ୍ତିମାନ ସଦାପ୍ରଭୁ ଏହା କହିଲେ।