Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 1:10 - ପବିତ୍ର ବାଇବଲ

10 ପରମେଶ୍ୱର ଶୁଖିଲା ଭୂମିର ନାମ “ପୃଥିବୀ” ଦେଲେ ଏବଂ ଜଳସମୂହ ଭାଗର ନାମ ଦେଲେ, “ସମୁଦ୍ର” ଏହା ପରମେଶ୍ୱରଙ୍କ ଦୃଷ୍ଟିରେ ଅତି ଉତ୍ତମ ଦିଶିଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ପୁଣି ପରମେଶ୍ଵର ସ୍ଥଳର ନାମ ପୃଥିବୀ ଓ ଜଳରାଶିର ନାମ ସମୁଦ୍ର ଦେଲେ; ଆଉ ପରମେଶ୍ଵର ତାହା ଉତ୍ତମ ଦେଖିଲେ।

Gade chapit la Kopi

ଓଡିଆ ବାଇବେଲ

10 ପୁଣି, ପରମେଶ୍ୱର ସ୍ଥଳର ନାମ ପୃଥିବୀ ଓ ଜଳରାଶିର ନାମ ସମୁଦ୍ର ଦେଲେ; ଆଉ ପରମେଶ୍ୱର ତାହା ଉତ୍ତମ ଦେଖିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ପୁଣି, ପରମେଶ୍ୱର ସ୍ଥଳର ନାମ “ପୃଥିବୀ,” ଓ ଜଳରାଶିର ନାମ “ସମୁଦ୍ର” ଦେଲେ; ଆଉ ପରମେଶ୍ୱର ତାହା ଉତ୍ତମ ଦେଖିଲେ।

Gade chapit la Kopi




ଆଦି ପୁସ୍ତକ 1:10
7 Referans Kwoze  

“ସେତ ଶୈଳ, ତାଙ୍କର କର୍ମ ସିଦ୍ଧ। କାରଣ ତାଙ୍କର ସକଳ ପଥ ଯଥାର୍ଥ। ସେ ବିଶ୍ୱସ୍ତ ଓ ନ୍ୟାୟବାନ୍ ପରମେଶ୍ୱର। ସେ ଉତ୍ତମ ଓ ସତ୍ୟ।


ସଦାପ୍ରଭୁଙ୍କର ମହିମା ଅନନ୍ତକାଳ ଥାଉ! ସଦାପ୍ରଭୁ ଆପଣା ଦୃଷ୍ଟିରେ ଆନନ୍ଦିତ ହୁଅନ୍ତୁ।


ପରମେଶ୍ୱର ଆଲୋକକୁ ଦେଖିଲେ ଏବଂ ସେ ଜାଣିଲେ, ତାହା ଉତ୍ତମ, ଏହା ପରେ ପରମେଶ୍ୱର ଆଲୋକକୁ ଅନ୍ଧକାରରୁ ଅଲଗା କଲେ।


ପରମେଶ୍ୱର ସମୁଦ୍ରରୁ ଜଳ ଆଣି ଗୋଟିଏ ସ୍ଥାନରେ ଏକତ୍ରିତ କଲେ। ସେ ସମୁଦ୍ରକୁ ତା ସ୍ଥାନରେ ରଖି ଦେଲେ।


ସକଳ ସମୁଦ୍ର ତାଙ୍କର, ସେ ସେଗୁଡ଼ିକ ସୃଷ୍ଟି କରିଛନ୍ତି। ଏବଂ ସ୍ଥଳଭାଗଗୁଡ଼ିକ ମଧ୍ୟ ପରମେଶ୍ୱର ତାଙ୍କର ନିଜ ହସ୍ତରେ ସୃଷ୍ଟି କରିଛନ୍ତି।


ସଦାପ୍ରଭୁ ସ୍ୱର୍ଗ, ପୃଥିବୀ, ସମୁଦ୍ର ଏବଂ ଏଥିରେ ଥିବା ପ୍ରତ୍ୟେକ ବସ୍ତୁ ମଧ୍ୟ ତିଆରି କଲେ। ସେ ସର୍ବଦା ବିଶ୍ୱସ୍ତ ଅଟନ୍ତି।


ଯୂନସ ସେହି ନାବିକମାନଙ୍କୁ କହିଲେ, “ମୁଁ ଜଣେ ହିବ୍ରୁ ଏବଂ ସଦାପ୍ରଭୁଙ୍କୁ ଉପାସନା କରେ ଯିଏ କି ସ୍ୱର୍ଗର ପରମେଶ୍ୱର। ସେହି ହେଉଛନ୍ତି ପରମେଶ୍ୱର ଯିଏ କି ସମୁଦ୍ର ଓ ଦେଶର ସୃଷ୍ଟିକର୍ତ୍ତା।”


Swiv nou:

Piblisite


Piblisite