ଆଦି ପୁସ୍ତକ 1:15 - ପବିତ୍ର ବାଇବଲ15 ସେହି ଜ୍ୟୋତିର୍ଗଣ ପୃଥିବୀରେ ଆଲୋକ ଦେବା ପାଇଁ ତୋରଣ ମଧ୍ୟରେ ଥା’ନ୍ତୁ।” ଏବଂ ଏହିପରି ହେଲା। Gade chapit laପବିତ୍ର ବାଇବଲ (Re-edited) - (BSI)15 ଆଉ ପୃଥିବୀରେ ଆଲୁଅ ଦେବା ପାଇଁ ଆକାଶମଣ୍ତଳରେ ସେହି ଜ୍ୟୋତିର୍ଗଣ ଥାଉନ୍ତୁ; ତହିଁରେ ସେପରି ହେଲା। Gade chapit laଓଡିଆ ବାଇବେଲ15 ଆଉ ପୃଥିବୀରେ ଆଲୁଅ ଦେବା ପାଇଁ ଆକାଶମଣ୍ଡଳରେ ସେହି ଜ୍ୟୋତିର୍ଗଣ ଥାଉନ୍ତୁ,” ତହିଁରେ ସେପରି ହେଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଆଉ ପୃଥିବୀରେ ଆଲୁଅ ଦେବା ପାଇଁ ଆକାଶମଣ୍ଡଳରେ ସେହି ଜ୍ୟୋତିର୍ଗଣ ଥାଉନ୍ତୁ,” ତହିଁରେ ସେପରି ହେଲା। Gade chapit la |