Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 1:17 - ପବିତ୍ର ବାଇବଲ

17 ପରମେଶ୍ୱର ପୃଥିବୀକୁ ଆଲୋକିତ କରିବା ପାଇଁ ଆକାଶର ତୋରଣରେ ତାରାଗଣକୁ ମଧ୍ୟ ସୃଷ୍ଟି କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ତହୁଁ ପୃଥିବୀରେ ଦୀପ୍ତି ଦେବା ପାଇଁ ଓ ଦିବା ଓ ରାତ୍ରି ଉପରେ କର୍ତ୍ତୃତ୍ଵ କରିବା ପାଇଁ,

Gade chapit la Kopi

ଓଡିଆ ବାଇବେଲ

17 ତହୁଁ ପୃଥିବୀରେ ଦୀପ୍ତି ଦେବା ପାଇଁ ଓ ଦିବା ଓ ରାତ୍ରି ଉପରେ କର୍ତ୍ତୃତ୍ୱ କରିବା ପାଇଁ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ତହୁଁ ପୃଥିବୀରେ ଦୀପ୍ତି ଦେବା ପାଇଁ ଓ ଦିବା ଓ ରାତ୍ରି ଉପରେ କର୍ତ୍ତୃତ୍ୱ କରିବା ପାଇଁ,

Gade chapit la Kopi




ଆଦି ପୁସ୍ତକ 1:17
7 Referans Kwoze  

ହେ ସଦାପ୍ରଭୁ, ମୋ’ ଉପରେ ଥିବା ସ୍ୱର୍ଗକୁ ଗ୍ଭହିଁଲେ ତାହା ତୁମ୍ଭ ଅଙ୍ଗୁଳି ଦ୍ୱାରା ନିର୍ମିତ ବୋଲି ଜଣାପଡ଼େ। ମୁଁ ସେହି ଆକାଶରେ ତୁମ୍ଭ ସୃଷ୍ଟି ଚନ୍ଦ୍ର ଓ ନକ୍ଷତ୍ରଗଣଙ୍କୁ ଦେଖେ ଓ ଆଶ୍ଚର୍ଯ୍ୟ ହୁଏ।


ହେ ସଦାପ୍ରଭୁ, ଆମ୍ଭମାନଙ୍କର ପ୍ରଭୁ, ତୁମ୍ଭର ନାମ ଏ ପୃଥିବୀରେ ସବୁଠାରୁ ଆଶ୍ଚର୍ଯ୍ୟଜନକ ଓ ପ୍ରଶଂସାଯୁକ୍ତ। ତୁମ୍ଭର ନାମ ସ୍ୱର୍ଗରେ ମଧ୍ୟ ପ୍ରଶଂସା ଯୋଗ୍ୟ ଅଟେ।


“ଆୟୁବ, ତୁମ୍ଭେ କେବେ ତୁମ୍ଭର ଜୀବନକାଳ ମଧ୍ୟରେ ସକାଳକୁ ଆଜ୍ଞା କରିଛ ଆରମ୍ଭ ହେବା ପାଇଁ କି ଦିନ ଆରମ୍ଭ ହେବା ପାଇଁ?


ପ୍ରଭୁ ଆମ୍ଭକୁ ଏହି ଆଦେଶ ଦେଇଛନ୍ତି: ‘ମୁଁ ତୁମ୍ଭକୁ ଅନ୍ୟ ଜାତୀୟମାନଙ୍କ ପାଇଁ ଗୋଟିଏ ଆଲୋକ ସଦୃଶ କରିଅଛ। ଏହା ଦ୍ୱାରା ପୃଥିବୀର ଶେଷ ଭାଗ ପର୍ଯ୍ୟନ୍ତ ତୁମ୍ଭେମାନେ ପରିତ୍ରାଣ ଆଣି ପାରିବ।’”


ମୁଁ ମୋହର ମେଘଧନୁ ମେଘରେ ସ୍ଥାପନ କରିଅଛି। ତାହା ପୃଥିବୀ ସହିତ ମୋର ଚୁକ୍ତିର ଚିହ୍ନ ହେବ।


ସଦାପ୍ରଭୁ କହନ୍ତି, “ଯଦି କେହି ଦିନରାତି ସହିତ ନିୟମ ଭଙ୍ଗ କରେ, ସେ ନିୟମିତ ଭାବରେ ଦେଖା ଦିଏ ନାହିଁ। ମାତ୍ର ଯଥା ସମୟରେ ଦିବାରାତ୍ରି ହୁଏ।


ସଦାପ୍ରଭୁ କହନ୍ତି, “ଯଦି ଦିବାରାତ୍ରି ସମ୍ବନ୍ଧୀୟ ଆମ୍ଭର ନିୟମ ସ୍ଥିର ନ ରହେ ଓ ଆମ୍ଭେ ଯେବେ ଆକାଶର ଓ ପୃଥିବୀର ବିଧି ସକଳ ନିରୂପଣ କରି ନ ଥାଉ, ତାହାହେଲେ ଆମ୍ଭେ ତୁମ୍ଭକୁ ଅଗ୍ରାହ୍ୟ କରିବା।


Swiv nou:

Piblisite


Piblisite