Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 1:18 - ପବିତ୍ର ବାଇବଲ

18 ପରମେଶ୍ୱର ଦୀପ୍ତିଗଣକୁ ଆକାଶ ମଣ୍ଡଳରେ ଦିନ ଓ ରାତ୍ରିକୁ କର୍ତ୍ତୃତ୍ୱ କରିବା ପାଇଁ ସ୍ଥାପନ କଲେ। ଏହି ଜ୍ୟୋତିର୍ଗଣ ଅନ୍ଧକାରରୁ ଆଲୋକକୁ ପୃଥକ କଲେ। ଏହା ପରମେଶ୍ୱରଙ୍କ ଦୃଷ୍ଟିରେ ଅତି ଉତ୍ତମ ଦିଶିଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ଆଉ ଦୀପ୍ତିକି ଅନ୍ଧକାରରୁ ପୃଥକ୍ କରିବା ପାଇଁ, ପରମେଶ୍ଵର ଆକାଶମଣ୍ତଳରେ ସେହି ଜ୍ୟୋତିର୍ଗଣ ସ୍ଥାପନ କଲେ; ଆଉ ପରମେଶ୍ଵର ଏହି ସମସ୍ତ ଉତ୍ତମ ଦେଖିଲେ।

Gade chapit la Kopi

ଓଡିଆ ବାଇବେଲ

18 ଆଉ ଦୀପ୍ତିକୁ ଅନ୍ଧକାରରୁ ପୃଥକ୍‍ କରିବା ପାଇଁ, ପରମେଶ୍ୱର ଆକାଶମଣ୍ଡଳରେ ସେହି ଜ୍ୟୋତିର୍ଗଣ ସ୍ଥାପନ କଲେ; ଆଉ ପରମେଶ୍ୱର ଏହି ସମସ୍ତ ଉତ୍ତମ ଦେଖିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଆଉ ଦୀପ୍ତିକୁ ଅନ୍ଧକାରରୁ ପୃଥକ କରିବା ପାଇଁ, ପରମେଶ୍ୱର ଆକାଶମଣ୍ଡଳରେ ସେହି ଜ୍ୟୋତିର୍ଗଣ ସ୍ଥାପନ କଲେ; ଆଉ ପରମେଶ୍ୱର ଏହି ସମସ୍ତ ଉତ୍ତମ ଦେଖିଲେ।

Gade chapit la Kopi




ଆଦି ପୁସ୍ତକ 1:18
3 Referans Kwoze  

ସଦାପ୍ରଭୁ କହନ୍ତି, “ଯିଏ ଦିବସରେ ଆଲୋକ ଦେବା ପାଇଁ ସୂର୍ଯ୍ୟ ଓ ରାତ୍ରିରେ ଜ୍ୟୋତିଃ ପ୍ରଦାନ କରିବା ପାଇଁ ଚନ୍ଦ୍ର ଓ ନକ୍ଷତ୍ରାଦି ସୃଷ୍ଟି କରନ୍ତି, ଆଉ ଯଦି, ସମୁଦ୍ରକୁ ସଞ୍ଚାଳିତ କରି ତହିଁର ତରଙ୍ଗ ସମୂହକୁ ଗର୍ଜନ କରାନ୍ତି, ସେହି ହେଉଛନ୍ତି ସୈନ୍ୟାଧିପତି ସଦାପ୍ରଭୁ।”


ସୂର୍ଯ୍ୟ ଆକାଶର ଗୋଟିଏ ଦିଗରୁ ଅନ୍ୟ ଦିଗ ପର୍ଯ୍ୟନ୍ତ ଦୌଡ଼ି ଦୌଡ଼ି ଯାଏ। ତା'ର ଉତ୍ତପ୍ତ କିରଣରୁ କୌଣସି ବସ୍ତୁ ଗୁପ୍ତ ହୋଇ ରହିପାରିବ ନାହିଁ। ସଦାପ୍ରଭୁଙ୍କ ନୀତିଶିକ୍ଷାଗୁଡ଼ିକ ଠିକ୍ ସେହିଭଳି।


ଏହା ପରେ ସନ୍ଧ୍ୟା ଏବଂ ସକାଳ ହେଲା। ଏହା ଚତୁର୍ଥ ଦିବସ ଥିଲା।


Swiv nou:

Piblisite


Piblisite