ଆଦି ପୁସ୍ତକ 1:29 - ପବିତ୍ର ବାଇବଲ29 ପରମେଶ୍ୱର କହିଲେ, “ମୁଁ ତୁମ୍ଭମାନଙ୍କୁ ସମସ୍ତ ପ୍ରକାର ବୀଜୋଉତ୍ପାଦକ ଗଛ ଦେଉଛି ଏବଂ ପ୍ରତ୍ୟେକ ଗଛ ଯାହାର ଫଳ ମଧ୍ୟରେ ବୀଜ ଅଛି ତାହା ତୁମ୍ଭର ଖାଦ୍ୟ ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)29 ପରମେଶ୍ଵର ଆହୁରି କହିଲେ, ଦେଖ, ଆମ୍ଭେ ଭୂମିସ୍ଥ ସବୁ ସବୀଜ ଶାକ ଓ ସବୁ ସବୀଜ ଫଳଦାୟକ ବୃକ୍ଷ ତୁମ୍ଭମାନଙ୍କୁ ଦେଲୁ, ତାହା ତୁମ୍ଭମାନଙ୍କର ଖାଦ୍ୟ ହେବ। Gade chapit laଓଡିଆ ବାଇବେଲ29 ପରମେଶ୍ୱର ଆହୁରି କହିଲେ, “ଦେଖ, ଆମ୍ଭେ ଭୂମିସ୍ଥ ସବୁ ସବୀଜ ଶାକ ଓ ସବୁ ସବୀଜ ଫଳଦାୟକ ବୃକ୍ଷ ତୁମ୍ଭମାନଙ୍କୁ ଦେଲୁ, ତାହା ତୁମ୍ଭମାନଙ୍କର ଖାଦ୍ୟ ହେବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ପରମେଶ୍ୱର ଆହୁରି କହିଲେ, “ଦେଖ, ଆମ୍ଭେ ଭୂମିସ୍ଥ ସବୁ ସବୀଜ ଶାକ ଓ ସବୁ ସବୀଜ ଫଳଦାୟକ ବୃକ୍ଷ ତୁମ୍ଭମାନଙ୍କୁ ଦେଲୁ, ତାହା ତୁମ୍ଭମାନଙ୍କର ଖାଦ୍ୟ ହେବ। Gade chapit la |
ଏହି ଆଦେଶ ସେହିମାନଙ୍କୁ ଦିଅ, ଯେଉଁମାନେ ଏ ପୃଥିବୀରେ ଧନୀ ଅଟନ୍ତି। ସେମାନଙ୍କୁ ଗର୍ବ ନ କରିବା ପାଇଁ କୁହ। ସେମାନଙ୍କୁ କୁହ ଯେ ସେମାନେ ନିଜ ଧନର ନୁହେଁ, ମାତ୍ର ପରମେଶ୍ୱରଙ୍କର ଆଶ୍ରୟ ନେବା ଉଚିତ୍। ଧନ ଉପରେ ଆସ୍ଥା ରଖ ନାହିଁ। କିନ୍ତୁ ପରମେଶ୍ୱର ପ୍ରତ୍ୟେକ ବସ୍ତୁ ଯଥେଷ୍ଟ ପରିମାଣରେ ଆମ୍ଭକୁ ପ୍ରଦାନ କରନ୍ତି। ସେ ଭୋଗ କରିବା ପାଇଁ ଆମ୍ଭକୁ ପ୍ରତ୍ୟେକ ଜିନିଷ ଦିଅନ୍ତି।