Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 1:30 - ପବିତ୍ର ବାଇବଲ

30 ସମସ୍ତ ଗ୍ଭରା ଗଛ ଜୀବିତ ପ୍ରାଣୀଙ୍କର ଖାଦ୍ୟ ପାଇଁ ଦେଲି, ଆକାଶରେ ଉଡ଼ୁଥିବା ପ୍ରତ୍ୟେକ ପକ୍ଷୀ, ପ୍ରତ୍ୟେକ ଭୂଚର ପ୍ରାଣୀ ଏବଂ ପ୍ରତ୍ୟେକ ଜୀବନ୍ତ ଏବଂ ନିଶ୍ୱାସ ନେଉଥିବା ପ୍ରାଣୀ ମୁଁ ତୁମ୍ଭଙ୍କୁ ଦେଲି।” ଏବଂ ଏହିପରି ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

30 ପୁଣି ପୃଥିବୀସ୍ଥ ସମସ୍ତ ପଶୁ ଓ ଖେଚର ପକ୍ଷୀ ଓ ଭୂଚର ଉରୋଗାମୀ ଜନ୍ତୁ, ଏହି ସମସ୍ତ ପ୍ରାଣୀଙ୍କ ଭକ୍ଷ୍ୟ ନିମନ୍ତେ ଆମ୍ଭେ ସବୁ ହରିତ ଶାକ ଦେଲୁ; ତହିଁରେ ସେପରି ହେଲା।

Gade chapit la Kopi

ଓଡିଆ ବାଇବେଲ

30 ପୁଣି, ପୃଥିବୀସ୍ଥ ସମସ୍ତ ପଶୁ ଓ ଖେଚର ପକ୍ଷୀ ଓ ଭୂଚର ଉରୋଗାମୀ ଜନ୍ତୁ, ଏହି ସମସ୍ତ ପ୍ରାଣୀଙ୍କ ଭକ୍ଷ୍ୟ ନିମନ୍ତେ ଆମ୍ଭେ ସବୁ ହରିତ୍ ଶାକ ଦେଲୁ,” ତହିଁରେ ସେହିପରି ହେଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ପୁଣି, ପୃଥିବୀସ୍ଥ ସମସ୍ତ ପଶୁ ଓ ଖେଚର ପକ୍ଷୀ ଓ ଭୂଚର ଉରୋଗାମୀ ଜନ୍ତୁ, ଏହି ସମସ୍ତ ପ୍ରାଣୀଙ୍କ ଭକ୍ଷ୍ୟ ନିମନ୍ତେ ଆମ୍ଭେ ସବୁ ହରିତ୍‍ ଶାକ ଦେଲୁ,” ତହିଁରେ ସେହିପରି ହେଲା।

Gade chapit la Kopi




ଆଦି ପୁସ୍ତକ 1:30
11 Referans Kwoze  

ତୁମ୍ଭେ ପଶୁଗଣଙ୍କ ନିମନ୍ତେ ତୃଣ ଓ ମନୁଷ୍ୟର ସେବା ନିମନ୍ତେ ବୃକ୍ଷ ଅଙ୍କୁରିତ କର। ଏହିପରି ଭାବରେ ସେମାନେ ପୃଥିବୀରୁ ଖାଦ୍ୟ ପାଆନ୍ତି।


ପରମେଶ୍ୱର ପଶୁମାନଙ୍କୁ ଆହାର ଦିଅନ୍ତି। ସେ ପକ୍ଷୀ ଶାବକମାନଙ୍କୁ ମଧ୍ୟ ଆହାର ଦିଅନ୍ତି, ଯାହା ପାଇଁ ସେମାନେ ଚିତ୍କାର କରନ୍ତି।


ବହେମୋତ ପାହାଡ଼ ଉପରେ ଜନ୍ମିଥିବା ଘାସ ଖାଏ। ଯେଉଁଠାରେ ଜଙ୍ଗଲୀ ପ୍ରାଣୀମାନେ ଖେଳାବୁଲା କରନ୍ତି।


“ଆୟୁବ, ତୁମ୍ଭେ ବହେମୋତକୁ ଦେଖ। ମୁଁ ପରମେଶ୍ୱର, ସେହି ବହେମୋତକୁ ସୃଷ୍ଟି କରିଛି ଓ ତୁମ୍ଭକୁ ମଧ୍ୟ ମୁଁ ସୃଷ୍ଟି କରିଛି। ବହେମୋତ ଗାଈପରି ଘାସ ଖାଏ।


ମୁଁ ତୁମ୍ଭକୁ ସବୁଜ ବୃକ୍ଷ ପରି ଦେଇଥିଲି। ବର୍ତ୍ତମାନ ପ୍ରତ୍ୟେକ ପଶୁ ତୁମ୍ଭର ଖାଦ୍ୟ ହେବ। ମୁଁ ଯାହାସବୁ ପୃଥିବୀରେ ଦେଇଛି ତାହା ସବୁ ତୁମ୍ଭର।


ଉତ୍କ୍ରୋଶପକ୍ଷୀ ଏକତ୍ରିତ ହୁଅନ୍ତି, ଯେଉଁଠାରେ ଶବସବୁ ଥାଏ। ଏବଂ ତା'ର ଛୁଆମାନେ ମଧ୍ୟ ରକ୍ତ ଶୋଷନ୍ତି।”


ବଣୁଆ ଗଧମାନେ ପାହାଡ଼ରେ ବାସ କରନ୍ତି, ତାହା ସେମାନଙ୍କ ଚରିବା ସ୍ଥାନ। ସେହି ସ୍ଥାନରେ ସେମାନେ ତାଙ୍କର ଖାଦ୍ୟ ଅନୁସନ୍ଧାନ କରନ୍ତି।


ସେହି ପଶୁ ଛୁଆମାନେ କ୍ଷେତରେ ବଡ଼ ସବଳ ହୋଇଯା’ନ୍ତି। ତା'ପରେ ସେମାନେ ମା’କୁ ଛାଡ଼ି ଗ୍ଭଲିଯାଆନ୍ତି, ଆଉ ଫେରନ୍ତି ନାହିଁ।


ଆଉ ତୁମ୍ଭେ ଆପଣାର ଓ ସେମାନଙ୍କର ଆହାର ନିମନ୍ତେ ସବୁପ୍ରକାର ଖାଦ୍ୟ ସାମଗ୍ରୀ ଆଣି ଆପଣା ନିକଟରେ ସଞ୍ଚୟ କରିବ।”


Swiv nou:

Piblisite


Piblisite