Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 1:7 - ପବିତ୍ର ବାଇବଲ

7 ଏହିପରି ପରମେଶ୍ୱର ତୋରଣ ନିର୍ମାଣ କଲେ ଏବଂ ତୋରଣ ଉପର ଜଳଠାରୁ ତୋରଣ ତଳ ଜଳକୁ ଅଲଗା କଲେ। ତହିଁରେ ସେହିପରି ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଏହିରୂପେ ପରମେଶ୍ଵର ଶୂନ୍ୟ ନିର୍ମାଣ କରି ଶୂନ୍ୟର ଊର୍ଦ୍ଧ୍ଵସ୍ଥ ଜଳରୁ ଶୂନ୍ୟର ଅଧଃସ୍ଥ ଜଳକୁ ଭିନ୍ନ କଲେ; ତହିଁରେ ସେହିରୂପ ହେଲା।

Gade chapit la Kopi

ଓଡିଆ ବାଇବେଲ

7 ଏହିରୂପେ ପରମେଶ୍ୱର ଶୂନ୍ୟ ନିର୍ମାଣ କରି ଶୂନ୍ୟର ଊର୍ଦ୍ଧ୍ୱସ୍ଥ ଜଳରୁ ଶୂନ୍ୟର ଅଧଃସ୍ଥ ଜଳକୁ ଭିନ୍ନ କଲେ; ତହିଁରେ ସେହିରୂପ ହେଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଏହିରୂପେ ପରମେଶ୍ୱର ଶୂନ୍ୟ ନିର୍ମାଣ କରି ଶୂନ୍ୟର ଊର୍ଦ୍ଧ୍ୱସ୍ଥ ଜଳରୁ ଶୂନ୍ୟର ଅଧଃସ୍ଥ ଜଳକୁ ଭିନ୍ନ କଲେ; ତହିଁରେ ସେହିରୂପ ହେଲା।

Gade chapit la Kopi




ଆଦି ପୁସ୍ତକ 1:7
15 Referans Kwoze  

ହେ ଉଚ୍ଚତମ ସ୍ୱର୍ଗ, ତାଙ୍କର ପ୍ରଶଂସା କର! ହେ ଗଗନ ଉପରିସ୍ଥ ଜଳ ସମୂହ, ତାଙ୍କର ପ୍ରଶଂସା କର।


ଲୋକମାନେ ଆଶ୍ଚର୍ଯ୍ୟ ହୋଇଗଲେ। ସେମାନେ କହିଲେ, “ଏ କି ପ୍ରକାର ବ୍ୟକ୍ତି? ଏପରିକି ପବନ ଓ ହ୍ରଦ ମଧ୍ୟ ତାହାଙ୍କ କଥା ମାନୁଛନ୍ତି!”


ଏହା ପରେ ପରମେଶ୍ୱର କହିଲେ, “ଆକାଶମଣ୍ଡଳ ଅଧଃସ୍ଥ ସମଗ୍ର ଜଳ ଏକ ସ୍ଥାନରେ ସଂଗୃହୀତ ହେଉ, ଯଦ୍ଦ୍ୱାରା ଭୂମି ଶୁଖିଲା ଦେଖାଯିବ” ଏବଂ ଏହିପରି ହେଲା।


ତଥାପି ପରମେଶ୍ୱର ସେହି ବହୁତ ଭାରୀ ଓଜନ ଦ୍ୱାରା ମେଘକୁ ଭାଙ୍ଗି ଖୋଲନ୍ତି ନାହିଁ। ଘନବାଦଲକୁ ଜଳକଣା ଯୁକ୍ତ କରନ୍ତି। କିନ୍ତୁ ପରମେଶ୍ୱର ଏତେ ଭାରୀ ହେଲେବି ମେଘ ଖଣ୍ଡ ଖଣ୍ଡ ହୋଇ ଖୋଲିଯାଏ ନାହିଁ।


ସେହି ଜ୍ୟୋତିର୍ଗଣ ପୃଥିବୀରେ ଆଲୋକ ଦେବା ପାଇଁ ତୋରଣ ମଧ୍ୟରେ ଥା’ନ୍ତୁ।” ଏବଂ ଏହିପରି ହେଲା।


କେତେଗୁଡ଼ିଏ କଥା ଅଛି ଯାହାକି ତୁମ୍ଭେ ନିଶ୍ଚିତ ହେବ। ଯଦି ମେଘମାଳା ବର୍ଷାବିନ୍ଦୁରେ ପୂର୍ଣ୍ଣ ହୋଇଥା’ନ୍ତି, ତେବେ ସେଗୁଡ଼ିକ ପୃଥିବୀରେ ପାଣି ଢାଳି ଦେବେ। ଏବଂ ବୃକ୍ଷ ଯଦି ଦକ୍ଷିଣ କିଅବା ଉତ୍ତର ଦିଗରେ ପଡ଼େ ତେବେ ଯେଉଁ ସ୍ଥାନରେ ପଡ଼େ ସେହି ସ୍ଥାନରେ ରହିବ।


ଏହା ପରେ ପରମେଶ୍ୱର କହିଲେ, “ନିଜ ଜାତି ଅନୁସାରେ ପୃଥିବୀ ଜୀବିତ ପ୍ରାଣୀ ଉତ୍ପାଦନ କରୁ। ଜାତି ଶ୍ରେଣୀ ଅନୁସାରେ ବନ୍ୟଜନ୍ତୁଗଣ ଉତ୍ପନ୍ନ ହୁଅନ୍ତୁ।” ଏହା ପରେ ସେହିପରି ହେଲା।


ପରମେଶ୍ୱର କହିଲେ, “ପୃଥିବୀ ତୃଣ ଓ ସବୀଜ ଶାକ, ବୀଜ ସମ୍ବଳିତ ନିଜ ନିଜ ଜାତି ଅନୁଯାୟୀ ଫଳ ଉତ୍ପନ୍ନ କରୁ,” ଏହିପରି ହେଲା।


ପରମେଶ୍ୱର, ତୁମ୍ଭେ ହିଁ ଝରଣାରୁ ଜଳର ସ୍ରୋତ ବୁହାଇଲ। ଏହା ପର୍ବତଗଣର ସ୍ରୋତରେ ମିଶି ବହିଯାଏ।


ପରମେଶ୍ୱର ସେହି ତୋରଣର ନାମ ଦେଲେ “ଆକାଶ” ତା'ପରେ ସେଠାରେ ପ୍ରଭାତ ଏବଂ ସୂର୍ଯ୍ୟାସ୍ତ ହେଲା। ଏବଂ ଏହା ଦ୍ୱିତୀୟ ଦିନ ଥିଲା।


ଆକାଶ ପରମେଶ୍ୱରଙ୍କର ମହିମା ଓ ଗୌରବ ବର୍ଣ୍ଣନା କରେ। ଆକାଶ ତାଙ୍କର ହସ୍ତ ନିର୍ମିତ ସମସ୍ତ ଉତ୍ତମ ବସ୍ତୁର ବର୍ଣ୍ଣନା କରେ।


ପ୍ରତି ନୂତନ ଦିନ, ନୂଆ ନୂଆ କାହାଣୀ କହିଗ୍ଭଲେ। ପ୍ରତ୍ୟେକ ରାତ୍ରି ପରମେଶ୍ୱରଙ୍କ ଶକ୍ତି ବିଷୟରେ ନାନା ତଥ୍ୟ ପ୍ରଦାନ କରେ।


ପରମେଶ୍ୱରଙ୍କର ପ୍ରଶଂସା କର ଯିଏ ତାଙ୍କ ବୁଦ୍ଧିରେ ଆକାଶମଣ୍ଡଳ ନିର୍ମାଣ କଲେ। ତାହାଙ୍କ ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।


Swiv nou:

Piblisite


Piblisite