ଆଦି ପୁସ୍ତକ 10:11 - ପବିତ୍ର ବାଇବଲ11 ସେହି ଦେଶରୁ ଅଗ୍ରିୟା ବାହାରି ନୀନିବୀ ରହୋବୋତ୍ ପୁରୀ ଓ କେଲହ Gade chapit laପବିତ୍ର ବାଇବଲ (Re-edited) - (BSI)11 ସେହି ଦେଶରୁ ଅଶୂର ନିର୍ଗତ ହୋଇ ନୀନିବୀ ଓ ରହୋବୋତ୍ ପୁରୀ ଓ କେଲହ, Gade chapit laଓଡିଆ ବାଇବେଲ11 ସେହି ଦେଶରୁ ଅଶୂର ନିର୍ଗତ ହୋଇ ନୀନିବୀ ଓ ରହୋବୋତ୍ ପୁରୀ ଓ କେଲହ, Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ସେହି ଦେଶରୁ ଅଶୂର ନିର୍ଗତ ହୋଇ ନୀନିବୀ ଓ ରହୋବୋତ୍-ପୁରୀ ଓ କେଲହ, Gade chapit la |
“ଅଶୂର ଓ ତାହାର ସମସ୍ତ ଜନସମାଜ ସେଠାରେ ଅଛନ୍ତି, ତାହାର କବର ସକଳ ତାହାର ଚତୁର୍ଦ୍ଦିଗରେ ଅଛି, ସେମାନେ ସମସ୍ତେ ହତ, ଖଡ଼୍ଗ ଦ୍ୱାରା ପତିତ ହୋଇଅଛନ୍ତି। ଆଉ ଗର୍ତ୍ତର ଶେଷ ସୀମାରେ ସେମାନଙ୍କୁ କବର ଦିଆଯାଇଅଛି ଓ ତାହାର ଜନସମାଜ ତାହାର କବରର ଚତୁର୍ଦ୍ଦିଗରେ ଅଛନ୍ତି। ଯେଉଁମାନେ ଜୀବିତାବସ୍ଥାରେ ଭୟ ଜନ୍ମାଉଥିଲେ ସେମାନେ ସମସ୍ତେ ଖଡ଼୍ଗରେ ନିହତ ହୋଇ ପତିତ ହୋଇଅଛନ୍ତି।