ଆଦି ପୁସ୍ତକ 10:2 - ପବିତ୍ର ବାଇବଲ2 ଯେଫତ୍ଙ୍କର ପୁତ୍ରମାନେ ହେଲେ, ଗୋମର, ମାଗୋଗ୍, ମାଦୟ, ତୁବଲ, ଯବନ, ମେଶକ ଓ ତିରସ। Gade chapit laପବିତ୍ର ବାଇବଲ (Re-edited) - (BSI)2 ଗୋମର ଓ ମାଗୋଗ୍ ଓ ମାଦୟ ଓ ଯବନ ଓ ତୂବଲ ଓ ମେଶକ୍ ଓ ତିରସ, ଏମାନେ ଯେଫତ୍ର ସନ୍ତାନ। Gade chapit laଓଡିଆ ବାଇବେଲ2 ଗୋମର, ମାଗୋଗ୍, ମାଦୟ, ଯବନ, ତୁବଲ୍, ମେଶକ୍ ଓ ତୀରସ୍, ଏମାନେ ଯେଫତ୍ର ସନ୍ତାନ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଗୋମର, ମାଗୋଗ୍, ମାଦୟ, ଯବନ, ତୁବଲ୍, ମେଶକ୍ ଓ ତୀରସ୍, ଏମାନେ ଯେଫତ୍ର ସନ୍ତାନ। Gade chapit la |
ଆମ୍ଭେ ସେମାନଙ୍କ ମଧ୍ୟରେ ଏକ ସଙ୍କେତ ସ୍ଥାପନ କରିବା ଓ ସେମାନଙ୍କ ମଧ୍ୟରୁ ରକ୍ଷାପ୍ରାପ୍ତ ଲୋକମାନଙ୍କୁ ବିଭିନ୍ନ ଦେଶ ଯଥା: ତର୍ଶୀଶ, ଫୁଲ ଓ ଲୁଦ, ଯେଉଁମାନେ ଧନୁର୍ଦ୍ଧର, ତୁବଲ ଓ ଯବନ ତଥା ଦୂରସ୍ଥ ଦ୍ୱୀପଗଣ ଆମ୍ଭର ସୁଖ୍ୟାତି ବିଷୟରେ କେବେ ଶୁଣି ନାହାନ୍ତି କିମ୍ବା ଆମ୍ଭର ପ୍ରତାପ ଦେଖି ନାହାନ୍ତି, ସେହିମାନଙ୍କ ନିକଟକୁ ପ୍ରେରଣ କରିବା ଓ ସେମାନେ ବିଭିନ୍ନ ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ମହିମା ପ୍ରକାଶ କରିବେ।