Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 10:3 - ପବିତ୍ର ବାଇବଲ

3 ଅସ୍କିନସ୍, ରୀଫତ୍ ଓ ତୋଗର୍ମ ଏମାନେ ଥିଲେ ଗୋମରର ସନ୍ତାନ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଅସ୍କିନସ୍ ଓ ରୀଫତ୍ ଓ ତୋଗର୍ମ, ଏମାନେ ଗୋମରର ସନ୍ତାନ।

Gade chapit la Kopi

ଓଡିଆ ବାଇବେଲ

3 ଅସ୍କିନସ୍‍ ଓ ରୀଫତ୍‍ ଓ ତୋଗର୍ମା, ଏମାନେ ଗୋମରର ସନ୍ତାନ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଅସ୍କିନସ୍‍ ଓ ରୀଫତ୍‍ ଓ ତୋଗର୍ମା, ଏମାନେ ଗୋମରର ସନ୍ତାନ।

Gade chapit la Kopi




ଆଦି ପୁସ୍ତକ 10:3
4 Referans Kwoze  

ତୋଗର୍ମ ବଂଶୀୟ ଲୋକମାନେ ଅସ୍ତ୍ର, ଯୁଦ୍ଧାସ୍ତ୍ର ଓ ଖଚର ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ।


“ତୁମ୍ଭେମାନେ ଦେଶରେ ଧ୍ୱଜା ସ୍ଥାପନ କର, ଗୋଷ୍ଠୀୟମାନଙ୍କ ମଧ୍ୟରେ ତୂରୀ ବଜାଅ। ସମସ୍ତ ଗୋଷ୍ଠୀକୁ ବାବିଲ ବିରୁଦ୍ଧରେ ପ୍ରସ୍ତୁତ କର। ଅରାରଟ୍, ମିନ୍ନି ଓ ଅସ୍କିନସ୍ ରାଜ୍ୟକୁ ତାହାର ବିରୁଦ୍ଧରେ ଏକତ୍ର ଡାକ। ତାହାର ବିରୁଦ୍ଧରେ ସେନାପତିମାନଙ୍କୁ ନିଯୁକ୍ତ କର ଓ ପଙ୍ଗପାଳ ସଦୃଶ ବହୁ ସଂଖ୍ୟାରେ ଅଶ୍ୱଗଣ ପଠାଅ।


ଗୋମରର ପୁତ୍ରମାନେ ଥିଲେ: ଅସ୍କିନସ୍, ଦୀଫତ୍ ଓ ତୋଗର୍ମ।


ଗୋମରା ଓ ତା'ର ସମସ୍ତ ସୈନ୍ୟବାହିନୀ ଉତ୍ତର ଦିଗର ପ୍ରାନ୍ତ ସୀମାସ୍ଥିତ ତୋଗର୍ମାର ବଂଶ ଓ ତାହାର ସମସ୍ତ ଦଳ, ଏହି ଅନେକ ଜାତି ସେମାନଙ୍କର ସହିତ ଥିବେ।


Swiv nou:

Piblisite


Piblisite