Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 10:9 - ପବିତ୍ର ବାଇବଲ

9 ସେ ସଦାପ୍ରଭୁଙ୍କ ସାକ୍ଷାତରେ ପରାକ୍ରାନ୍ତ ବ୍ୟାଧ ହେଲା। ସଦାପ୍ରଭୁଙ୍କ ସାକ୍ଷାତରେ ପରାକ୍ରାନ୍ତ ବ୍ୟାଧ ନିମ୍ରୋଦ୍ ତୁଲ୍ୟ ଥିଲେ ବୋଲି ଲୋକମାନେ କହୁଥିଲେ, “ସେ ବ୍ୟକ୍ତି ନିମ୍ରୋଦ୍ ସଦୃଶ ସଦାପ୍ରଭୁଙ୍କ ସମ୍ମୁଖରେ ଗୋଟିଏ ପରାକ୍ରାନ୍ତ ବ୍ୟାଧ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ସେ ସଦାପ୍ରଭୁଙ୍କ ସାକ୍ଷାତରେ ପରାକ୍ରା; ବ୍ୟାଧ ହେଲା; ଏଣୁ ଲୋକମାନେ ଏପର୍ଯ୍ୟନ୍ତ ଏହି ଦୃଷ୍ଟାନ୍ତ କହନ୍ତି, ସଦାପ୍ରଭୁଙ୍କ ସାକ୍ଷାତରେ ପରାକ୍ରା; ବ୍ୟାଧ ନିମ୍ରୋଦ୍ ତୁଲ୍ୟ।

Gade chapit la Kopi

ଓଡିଆ ବାଇବେଲ

9 ସେ ସଦାପ୍ରଭୁଙ୍କ ସାକ୍ଷାତରେ ପରାକ୍ରାନ୍ତ ବ୍ୟାଧ ହେଲା; ଏଣୁ ଲୋକମାନେ ଏପର୍ଯ୍ୟନ୍ତ ଏହି ଦୃଷ୍ଟାନ୍ତ କହନ୍ତି, “ସଦାପ୍ରଭୁଙ୍କ ସାକ୍ଷାତରେ ପରାକ୍ରାନ୍ତ ବ୍ୟାଧ ନିମ୍ରୋଦ୍‍ ତୁଲ୍ୟ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ସେ ସଦାପ୍ରଭୁଙ୍କ ସାକ୍ଷାତରେ ପରାକ୍ରାନ୍ତ ବ୍ୟାଧ ହେଲା; ଏଣୁ ଲୋକମାନେ ଏପର୍ଯ୍ୟନ୍ତ ଏହି ଦୃଷ୍ଟାନ୍ତ କହନ୍ତି, “ସଦାପ୍ରଭୁଙ୍କ ସାକ୍ଷାତରେ ପରାକ୍ରାନ୍ତ ବ୍ୟାଧ ନିମ୍ରୋଦ୍‍ ତୁଲ୍ୟ।”

Gade chapit la Kopi




ଆଦି ପୁସ୍ତକ 10:9
13 Referans Kwoze  

“ଦେଖ, ତାଙ୍କୁ କ’ଣ ହେଲା। ସେ ରକ୍ଷା ପାଇବା ପାଇଁ ପରମେଶ୍ୱରଙ୍କୁ ବିଶ୍ୱାସ କଲା ନାହିଁ। ସେ ଭାବିଲା, ତା'ର ଧନ ଏବଂ ମିଥ୍ୟା ତାକୁ ଉଦ୍ଧାର କରିବ।”


ରାଜା ଆହ‌ସଙ୍କ ଦୁଃଖ ସମୟରେ, ସେ ଆହୁରି ପାପ କଲେ ଓ ସଦାପ୍ରଭୁଙ୍କ ପ୍ରତି ଅଧିକ ଅବିଶ୍ୱସ୍ତ ହେଲେ।


ଇ‌ସ୍‌ହାକ ଯାକୁବକୁ ଆଶୀର୍ବାଦ ଦେଇ ସାରିଲେ। ଏହା ପରେ ସେ ସେହି ସ୍ଥାନ ପରିତ୍ୟାଗ କଲେ। ଏହି ସମୟରେ ଏଷୌ ଶିକାରରୁ ଫେରିଲେ।


ଏହା ପରେ ବାଳକମାନେ ବଢ଼ିଲେ ଏବଂ ଏଷୌ ମୃଗୟାରେ ଜଣେ ନିପୁଣ ଓ ବନବିହାରୀ ହେଲା। ଯାକୁବ ଜଣେ ମୃଦୁ ମନୁଷ୍ୟ ତମ୍ବୁରେ ବାସ କଲା।


ସଦୋମର ଲୋକମାନେ ମନ୍ଦ ଓ ସଦାପ୍ରଭୁଙ୍କ ଦୃଷ୍ଟିରେ ଅତି ପାପିଷ୍ଠ ଥିଲେ।


ପରମେଶ୍ୱର ପୃଥିବୀକୁ ନିରୀକ୍ଷଣ କଲେ ଓ ଦେଖିଲେ ଯେ, ପୃଥିବୀ ଭ୍ରଷ୍ଟାଗ୍ଭରିତା ହୋଇଅଛି। ସମସ୍ତ ସ୍ଥାନରେ ଅତ୍ୟାଗ୍ଭର ଥିଲା, ସବୁ ଲୋକମାନେ ମନ୍ଦ ଓ ନିଷ୍ଠୁର ହୋଇଛନ୍ତି। ପୃଥିବୀ ପୁରା ଦୌରାତ୍ମ୍ୟରେ ପରିପୂର୍ଣ୍ଣ ହୋଇଛି।


ମୁଁ ବୁଝୁଛି, ଦେଶରୁ ସମସ୍ତ ବିଶ୍ୱସ୍ତ ଓ ଉତ୍ତମ ଲୋକ ଗ୍ଭଲି ଯାଇଛନ୍ତି। ପ୍ରତ୍ୟେକ ଅନ୍ୟକୁ ମାରିବାକୁ ଅପେକ୍ଷା କରି ରହିଛନ୍ତି। ପ୍ରତ୍ୟେକ ନିଜର ଭାଇକୁ ମଧ୍ୟ ଜାଲରେ ପକାଇବାକୁ ଚେଷ୍ଟା କରୁଛନ୍ତି।


‘ସଦାପ୍ରଭୁ ମୋର ପ୍ରଭୁ ଏହି କଥା କହିଛନ୍ତି, ସ୍ତ୍ରୀଲୋକମାନେ ତୁମ୍ଭକୁ ଧିକ୍, ଯେଉଁମାନେ ସମସ୍ତ ଲୋକମାନଙ୍କ ପାଇଁ କଙ୍କଣ ତିଆରି କରୁଛନ୍ତି ଓ ଯାଦୁ ଓଢ଼ଣୀ ମୁଣ୍ଡରେ ପିନ୍ଧିବା ପାଇଁ ତିଆରି କରୁଛନ୍ତି, ଲୋକମାନଙ୍କୁ ଫାଶରେ ପକାଇବା ପାଇଁ ଚେଷ୍ଟା କରୁଛନ୍ତି।


ପୁଣି ସଦାପ୍ରଭୁ କହନ୍ତି, “ଆମ୍ଭେ ଅନେକ କେଉଁଟା ଅଣାଇବା,” “ସେମାନେ ମତ୍ସ୍ୟପରି ସେମାନଙ୍କୁ ଧରିବେ। ତା'ପରେ ଆମ୍ଭେ ଅନେକ ବ୍ୟାଧ ଅଣାଇବା। ସେମାନେ ପ୍ରତ୍ୟେକ ପର୍ବତରୁ, ପ୍ରତ୍ୟେକ ଉପପର୍ବତରୁ ଓ ଶୈଳର ଛିଦ୍ରରୁ ସେମାନଙ୍କୁ ଶିକାର କରି ଆଣିବେ।


ନିମ୍ରୋଦ୍ କୂଶର ପୁତ୍ର। ସେ ପୃଥିବୀ ମଧ୍ୟରେ ପରାକ୍ରମି ହେବାକୁ ଲାଗିଲା।


ଶିନିୟର ଦେଶରେ ବାବିଲ୍, ଏରକ୍, ଏକ୍କଦ୍ ଓ କଲନୀ ଏହିସବୁ ନଗର ତାହାର ପ୍ରଥମ ରାଜ୍ୟ ହେଲା।


ସେ ସମୁଦ୍ର ପଥରେ ନଳ ନିର୍ମିତ ନୌକାରେ ଦୂତମାନଙ୍କୁ ପ୍ରେରଣ କରିବେ, କ୍ଷିପ୍ର ଗତିରେ ଗ୍ଭଲୁଥିବା ଦୂତମାନଙ୍କୁ, ଶକ୍ତିଶାଳୀ ଓ ଦୀର୍ଘକାୟ ପାଖକୁ ଯାଅ, ସବୁଆଡ଼େ ଲୋକମାନେ ଶକ୍ତିଶାଳୀ ଓ ଦୀର୍ଘକାୟ ଲୋକଙ୍କୁ ଭୟ କରନ୍ତି। ସେମାନେ ଶକ୍ତିଶାଳୀ ଗୋଷ୍ଠୀ ଗଠନ କରନ୍ତି। ସେମାନଙ୍କର ଦେଶ ନଦୀମାନଙ୍କ ଦ୍ୱାରା ବିଭକ୍ତି ହୋଇ ଆସିଅଛନ୍ତି।


Swiv nou:

Piblisite


Piblisite