Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 11:22 - ପବିତ୍ର ବାଇବଲ

22 ସରୁଗ ତିରିଶ୍ ବର୍ଷ ବୟସରେ ନାହୋରର ପିତା ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ପୁଣି ସରୁଗ ତିରିଶ ବର୍ଷ ବୟସରେ ନାହୋରକୁ ଜାତ କଲା।

Gade chapit la Kopi

ଓଡିଆ ବାଇବେଲ

22 ପୁଣି, ସରୁଗ ତିରିଶ ବର୍ଷ ବୟସରେ ନାହୋରକୁ ଜାତ କଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ପୁଣି, ସରୁଗ ତିରିଶ ବର୍ଷ ବୟସରେ ନାହୋରକୁ ଜାତ କଲା।

Gade chapit la Kopi




ଆଦି ପୁସ୍ତକ 11:22
3 Referans Kwoze  

ଏହା ପରେ ଯିହୋଶୂୟ ସମସ୍ତ ଲୋକମାନଙ୍କୁ କହିଲେ, “ମୁଁ ତୁମ୍ଭକୁ ଯାହା କହୁଅଛି, ତାହା ସଦାପ୍ରଭୁ ଇସ୍ରାଏଲ ପରମେଶ୍ୱର କହିଛନ୍ତି, ତୁମ୍ଭମାନଙ୍କୁ। ବହୁ ଦିନ ପୂର୍ବରୁ ତୁମ୍ଭମାନଙ୍କର ପୂର୍ବପୁରୁଷ ଅବ୍ରହାମ ଓ ନାହୋରର ପିତା ତେରହ ପ୍ରଭୃତି ଇଉଫ୍ରେଟିସ୍ ନଦୀ ସେପାରିରେ ଅନ୍ୟ ଦେବତାମାନଙ୍କୁ ସେବା କରୁଥିଲେ।


ସରୁଗର ଜନ୍ମ ପରେ ରିୟୁ 207 ବର୍ଷ ବଞ୍ଚିଲା। ସେହି ସମୟ ମଧ୍ୟରେ ତା'ଠାରୁ ଆହୁରି ପୁତ୍ର ଓ କନ୍ୟାଗଣ ଜନ୍ମ ନେଇଥିଲେ।


ନାହୋରର ଜନ୍ମ ପରେ ସରୁଗ 200 ବର୍ଷ ଅଧିକ ବଞ୍ଚିଲା। ସେହି ସମୟ ମଧ୍ୟରେ ତା'ଠାରୁ ଅନ୍ୟ ପୁତ୍ରକନ୍ୟାମାନ ଜନ୍ମ ନେଲେ।


Swiv nou:

Piblisite


Piblisite