ଆଦି ପୁସ୍ତକ 11:7 - ପବିତ୍ର ବାଇବଲ7 ତେଣୁ ଆସ, ତଳକୁ ଯିବା ଏବଂ ସେମାନଙ୍କ ମଧ୍ୟରେ ବିଭିନ୍ନ ଭାଷା ତିଆରି କରିବା। ତେଣୁ ସେମାନେ ପରସ୍ପର ଭାଷା ବୁଝିପାରିବେ ନାହିଁ।” Gade chapit laପବିତ୍ର ବାଇବଲ (Re-edited) - (BSI)7 ଏଣୁକରି ସେମାନେ ଯେପରି ପରସ୍ପର ଭାଷା ବୁଝି ନ ପାରନ୍ତି, ଏଥିପାଇଁ ଆସ, ଆମ୍ଭେମାନେ ଓହ୍ଲାଇ ଯାଇ ସେ ସ୍ଥାନରେ ସେମାନଙ୍କ ଭାଷାର ଭେଦ ଜନ୍ମାଉ। Gade chapit laଓଡିଆ ବାଇବେଲ7 ଏଥିପାଇଁ ସେମାନେ ଯେପରି ପରସ୍ପର ଭାଷା ବୁଝି ନ ପାରନ୍ତି, ଏଥିପାଇଁ ଆସ, ଆମ୍ଭେମାନେ ଓହ୍ଲାଇ ଯାଇ ସେହି ସ୍ଥାନରେ ସେମାନଙ୍କ ଭାଷାର ଭେଦ ଜନ୍ମାଉ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଏଥିପାଇଁ ସେମାନେ ଯେପରି ପରସ୍ପର ଭାଷା ବୁଝି ନ ପାରନ୍ତି, ଏଥିପାଇଁ ଆସ, ଆମ୍ଭେମାନେ ଓହ୍ଲାଇ ଯାଇ ସେହି ସ୍ଥାନରେ ସେମାନଙ୍କ ଭାଷାର ଭେଦ ଜନ୍ମାଉ।” Gade chapit la |