ଆଦି ପୁସ୍ତକ 12:13 - ପବିତ୍ର ବାଇବଲ13 ତେଣୁ ତୁମ୍ଭେ ଲୋକମାନଙ୍କୁ କହିବ, ତୁମ୍ଭେ ମୋର ଭଉଣୀ ବୋଲି। ଯଦ୍ଦ୍ୱାରା ସେମାନେ ମୋତେ ଦୟା ଦେଖାଇବେ। ଏହି ପ୍ରକାରେ ତୁମ୍ଭେ ମୋର ପ୍ରାଣକୁ ରକ୍ଷା କରି ପାରିବ।” Gade chapit laପବିତ୍ର ବାଇବଲ (Re-edited) - (BSI)13 ଏହେତୁ ମୁଁ ବିନୟ କରୁଅଛି, ତୁମ୍ଭେ ମୋହର ଭଉଣୀ, ଏହା କହିବ; ତହିଁରେ ତୁମ୍ଭ ସକାଶେ ମୋହର ମଙ୍ଗଳ ହେବ ଓ ତୁମ୍ଭ ହେତୁରୁ ମୋʼ ପ୍ରାଣ ରକ୍ଷା ପାଇବ। Gade chapit laଓଡିଆ ବାଇବେଲ13 ଏହେତୁ ମୁଁ ବିନୟ କରୁଅଛି, ତୁମ୍ଭେ ମୋହର ଭଉଣୀ, ଏହା କହିବ; ତହିଁରେ ତୁମ୍ଭ ସକାଶେ ମୋହର ମଙ୍ଗଳ ହେବ ଓ ତୁମ୍ଭ ସକାଶୁ ମୋ’ ପ୍ରାଣ ରକ୍ଷା ପାଇବ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଏହେତୁ ମୁଁ ବିନୟ କରୁଅଛି, ତୁମ୍ଭେ ମୋହର ଭଉଣୀ, ଏହା କହିବ; ତହିଁରେ ତୁମ୍ଭ ସକାଶେ ମୋହର ମଙ୍ଗଳ ହେବ ଓ ତୁମ୍ଭ ସକାଶୁ ମୋʼ ପ୍ରାଣ ରକ୍ଷା ପାଇବ।” Gade chapit la |