ଆଦି ପୁସ୍ତକ 12:19 - ପବିତ୍ର ବାଇବଲ19 ତୁମ୍ଭେ କହିଲ ଯେ, ‘ସେ ତୁମ୍ଭର ଭଉଣୀ ଥିଲା।’ ତୁମ୍ଭେ ଏପରି କାହିଁକି କଲ? ମୁଁ ତାଙ୍କୁ ମୋର ସ୍ତ୍ରୀ କରି ବିବାହ କରିବାକୁ ଆଣିଲି। କିନ୍ତୁ ମୁଁ ବର୍ତ୍ତମାନ ତାକୁ ଫେରାଇ ଦେଉଛି। ତାଙ୍କୁ ଗ୍ରହଣ କର ଓ ଏଠାରୁ ଫେରିଯାଅ।” Gade chapit laପବିତ୍ର ବାଇବଲ (Re-edited) - (BSI)19 ସେହି ସ୍ତ୍ରୀ ତୁମ୍ଭର ଭାର୍ଯ୍ୟା, ଏକଥା ଆମ୍ଭକୁ କାହିଁକି କହିଲ ନାହିଁ? ତାଙ୍କୁ କାହିଁକି ଆପଣାର ଭଗିନୀ ବୋଲି କହିଲ? ତହିଁରେ ଆମ୍ଭେ ତାଙ୍କୁ ବିବାହ କରିବାକୁ ନେଲୁ; ଏବେ ତୁମ୍ଭ ଭାର୍ଯ୍ୟାଙ୍କୁ ଦେଖ, ତାଙ୍କୁ ଘେନି ଚାଲିଯାଅ। Gade chapit laଓଡିଆ ବାଇବେଲ19 ସେହି ସ୍ତ୍ରୀ ତୁମ୍ଭର ଭାର୍ଯ୍ୟା, ଏକଥା ଆମ୍ଭକୁ କାହିଁକି କହିଲ ନାହିଁ ? ତାଙ୍କୁ କାହିଁକି ଆପଣାର ଭଗିନୀ ବୋଲି କହିଲ ? ତହିଁରେ ଅାମ୍ଭେ ତାଙ୍କୁ ବିବାହ କରିବାକୁ ନେଲୁ; ଏବେ ତୁମ୍ଭ ଭାର୍ଯ୍ୟାଙ୍କୁ ଦେଖ, ତାଙ୍କୁ ଘେନି ଚାଲିଯାଅ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ସେହି ସ୍ତ୍ରୀ ତୁମ୍ଭର ଭାର୍ଯ୍ୟା, ଏ କଥା ଆମ୍ଭକୁ କାହିଁକି କହିଲ ନାହିଁ? ତାଙ୍କୁ କାହିଁକି ଆପଣାର ଭଗିନୀ ବୋଲି କହିଲ? ତହିଁରେ ଆମ୍ଭେ ତାଙ୍କୁ ବିବାହ କରିବାକୁ ନେଲୁ; ଏବେ ତୁମ୍ଭ ଭାର୍ଯ୍ୟାଙ୍କୁ ଦେଖ, ତାଙ୍କୁ ଘେନି ଚାଲିଯାଅ।” Gade chapit la |