ଆଦି ପୁସ୍ତକ 12:3 - ପବିତ୍ର ବାଇବଲ3 ଯେଉଁମାନେ ତୁମ୍ଭକୁ ଆଶୀର୍ବାଦ କରନ୍ତି ମୁଁ ସେମାନଙ୍କୁ ଆଶୀର୍ବାଦ କରିବି। ଏବଂ ଯିଏ ତୁମ୍ଭକୁ ଅଭିଶାପ ଦେବ ମୁଁ ସେମାନଙ୍କୁ ଅଭିଶାପ ଦେବି। ତୁମ୍ଭଠାରୁ ପୃଥିବୀର ସବୁବଂଶ ଆଶୀର୍ବାଦ ପାଇବେ।” Gade chapit laପବିତ୍ର ବାଇବଲ (Re-edited) - (BSI)3 ଯେଉଁମାନେ ତୁମ୍ଭକୁ ଆଶୀର୍ବାଦ କରନ୍ତି, ଆମ୍ଭେ ସେମାନଙ୍କୁ ଆଶୀର୍ବାଦ କରିବା; ପୁଣି ଯେକେହି ତୁମ୍ଭକୁ ଅଭିଶାପ ଦିଏ, ଆମ୍ଭେ ତାହାକୁ ଅଭିଶାପ ଦେବା; ଆଉ ତୁମ୍ଭଠାରୁ ପୃଥିବୀର ସବୁ ବଂଶ ଆଶୀର୍ବାଦ ପ୍ରାପ୍ତ ହେବେ। Gade chapit laଓଡିଆ ବାଇବେଲ3 ଯେଉଁମାନେ ତୁମ୍ଭକୁ ଆଶୀର୍ବାଦ କରନ୍ତି, ଆମ୍ଭେ ସେମାନଙ୍କୁ ଆଶୀର୍ବାଦ କରିବା; ପୁଣି, ଯେକେହି ତୁମ୍ଭକୁ ଅଭିଶାପ ଦିଏ, ଆମ୍ଭେ ତାହାକୁ ଅଭିଶାପ ଦେବା; ଆଉ ତୁମ୍ଭଠାରୁ ପୃଥିବୀର ସବୁ ବଂଶ ଆଶୀର୍ବାଦ ପ୍ରାପ୍ତ ହେବେ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଯେଉଁମାନେ ତୁମ୍ଭକୁ ଆଶୀର୍ବାଦ କରନ୍ତି, ଆମ୍ଭେ ସେମାନଙ୍କୁ ଆଶୀର୍ବାଦ କରିବା; ପୁଣି, ଯେକେହି ତୁମ୍ଭକୁ ଅଭିଶାପ ଦିଏ, ଆମ୍ଭେ ତାହାକୁ ଅଭିଶାପ ଦେବା; ଆଉ ତୁମ୍ଭଠାରୁ ପୃଥିବୀର ସବୁ ବଂଶ ଆଶୀର୍ବାଦ ପ୍ରାପ୍ତ ହେବେ।” Gade chapit la |
ପରମେଶ୍ୱର ଗ୍ରହଣ କରି ନେଇଛନ୍ତି ବୋଲି ପ୍ରମାଣିତ କରିବା ଲାଗି ଅବ୍ରହାମଙ୍କୁ ପରେ ସୁନ୍ନତ କରାଯାଇ ଥିଲା। ଏହି ସୁନ୍ନତ ପ୍ରମାଣ କରୁଛି ଯେ ସୁନ୍ନତ ହେବା ପୂର୍ବରୁ ପରମେଶ୍ୱରଙ୍କ ପ୍ରତି ସେ ଧାର୍ମିକ ଥିଲେ। ସେଥିପାଇଁ, ଯେଉଁମାନେ ପରମେଶ୍ୱରଙ୍କୁ ବିଶ୍ୱାସ କରନ୍ତି ଓ ସୁନ୍ନତ ହୋଇ ନାହାନ୍ତି, ସେ ସମସ୍ତ ଲୋକଙ୍କର ପିତା ଅବ୍ରହାମ ଅଟନ୍ତି। ସେମାନେ ବିଶ୍ୱାସ କରନ୍ତି ଓ ଏହି କାରଣରୁ ସେମାନେ ପରମେଶ୍ୱରଙ୍କ ପାଇଁ ଧାର୍ମିକ ବୋଲି ନିରୂପିତ ହୁଅନ୍ତି।