Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 12:5 - ପବିତ୍ର ବାଇବଲ

5 ଅବ୍ରାମ ତାଙ୍କର ସ୍ତ୍ରୀ ସାରୀକୁ, ଭାତୃପୁତ୍ର ଲୋଟଙ୍କୁ ଓ ହାରଣଠାରେ ଆପଣାମାନଙ୍କ ସଞ୍ଚିତ ଧନ ଏବଂ ଲ‌ବ୍‌ଧ ପ୍ରାଣୀମାନଙ୍କୁ ଘେନି କିଣାନ ଦେଶକୁ ଯାତ୍ରା କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଏହିରୂପେ ଅବ୍ରାମ ଆପଣା ଭାର୍ଯ୍ୟା ସାରୀଙ୍କୁ ଓ ଭ୍ରାତୃପୁତ୍ର ଲୋଟକୁ ଓ ହାରଣଠାରେ ଆପଣାମାନଙ୍କ ସଞ୍ଚିତ ଧନ ଓ ଲବ୍ଧ ପ୍ରାଣୀମାନଙ୍କୁ ଘେନି କିଣାନ ଦେଶ ଉଦ୍ଦେଶ୍ୟରେ ଯାତ୍ରା କରି କିଣାନରେ ଉପସ୍ଥିତ ହେଲେ।

Gade chapit la Kopi

ଓଡିଆ ବାଇବେଲ

5 ଏହିରୂପେ ଅବ୍ରାମ ଆପଣା ଭାର୍ଯ୍ୟା ସାରୀଙ୍କୁ ଓ ଭ୍ରାତୃପୁତ୍ର ଲୋଟକୁ ଓ ହାରଣଠାରେ ଆପଣାମାନଙ୍କ ସଞ୍ଚିତ ଧନ ଓ ପ୍ରାପ୍ତ ପ୍ରାଣୀମାନଙ୍କୁ ଘେନି କିଣାନ ଦେଶ ଉଦ୍ଦେଶ୍ୟରେ ଯାତ୍ରା କରି କିଣାନରେ ଉପସ୍ଥିତ ହେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଏହିରୂପେ ଅବ୍ରାମ ଆପଣା ଭାର୍ଯ୍ୟା ସାରୀଙ୍କୁ ଓ ଭ୍ରାତୃପୁତ୍ର ଲୋଟକୁ ଓ ହାରଣଠାରେ ଆପଣାମାନଙ୍କ ସଞ୍ଚିତ ଧନ ଓ ପ୍ରାପ୍ତ ପ୍ରାଣୀମାନଙ୍କୁ ଘେନି କିଣାନ ଦେଶ ଉଦ୍ଦେଶ୍ୟରେ ଯାତ୍ରା କରି କିଣାନରେ ଉପସ୍ଥିତ ହେଲେ।

Gade chapit la Kopi




ଆଦି ପୁସ୍ତକ 12:5
13 Referans Kwoze  

ଯେତେବେଳେ ଅବ୍ରାମ ନିଜର ଜ୍ଞାତି ଧରା ହୋଇ ଯିବାର ସମାଗ୍ଭର ଶୁଣିଲେ। ଅବ୍ରାମ ତାଙ୍କର ସମସ୍ତ ପରିବାରକୁ ଏକତ୍ରିତ କଲେ। ସେଠାରେ 318 ଜଣ ତାଲିମପ୍ରାପ୍ତ ସୈନିକ ଥିଲେ। ଅବ୍ରାମ ସେ ଶତ୍ରୁମାନଙ୍କ ପଛେ ପଛେ ଗୋଡ଼େଇ ଗୋଡ଼େଇ ଦାନ୍ ନଗର ପର୍ଯ୍ୟନ୍ତ ଗଲେ।


ତେରହ ଆପଣା ପୁତ୍ର ଅବ୍ରାମଙ୍କୁ ଓ ହାରଣର ପୁତ୍ର ଲୋଟ ନାମକ ପୌତ୍ରକୁ ଏବଂ ଅବ୍ରାମଙ୍କ ସ୍ତ୍ରୀ ସାରୀ ପୁତ୍ରବଧୁଙ୍କୁ ସଙ୍ଗରେ ନେଲା। ଏବଂ ସେ ସମସ୍ତେ କଲଦୀୟମାନଙ୍କ ଊରଠାରୁ କିଣାନ ଦେଶ ଉଦ୍ଦେଶ୍ୟରେ ଯାତ୍ରା କରି ହାରଣ ନଗରରେ ବସତି ସ୍ଥାପନ କଲେ।


“ତେଣୁ ସେ କଲଦୀୟମାନଙ୍କ ସ୍ଥାନ ତ୍ୟାଗ କରି ହାରଣରେ ବାସ କଲେ। ତାହାଙ୍କ ପିତାଙ୍କ ମୃତ୍ୟୁ ପରେ ପରମେଶ୍ୱର ତାହାଙ୍କୁ ଏଠାକୁ ଆଣିଲେ, ଯେଉଁଠି ତୁମ୍ଭେମାନେ ବର୍ତ୍ତମାନ ରହୁଛ।


ଏହା ପରେ ସଦୋମର ରାଜା ଅବ୍ରାମଙ୍କୁ କହିଲେ, “ତୁମ୍ଭେ ସମସ୍ତ ସମ୍ପତ୍ତି ନିଅ ମାତ୍ର ମନୁଷ୍ୟସକଳ ଆମ୍ଭକୁ ଦିଅ।”


ତହିଁରେ ସୀଦୋନଠାରୁ ଗରାର ଦିଗକୁ ହସା ପର୍ଯ୍ୟନ୍ତ ପୁଣି ସଦୋମ, ହମୋରା ଓ ଅଦ୍ମା, ସବୟୀମ ଦିଗରେ ଲେଶା ପର୍ଯ୍ୟନ୍ତ କିଣାନୀୟମାନଙ୍କ ବସତିର ସୀମା ଥିଲା।


ସେହି ସମୟରେ ଲୋଟ ମଧ୍ୟ ଅବ୍ରାମଙ୍କ ସହିତ ଯାତ୍ରା କରୁଥିଲେ। ଲୋଟଙ୍କର ମଧ୍ୟ ମେଷ, ପଶୁପଲ ଓ ତମ୍ବୁ ଥିଲା।


ଅବ୍ରାମ ଓ ଲୋଟଙ୍କର ବହୁତ ପଶୁ ଓ ତମ୍ବୁମାନ ଥିବାରୁ ସେମାନେ ସେଠାରେ ଆଉ ଏକତ୍ର ବାସ କରିବା ଉପଯୋଗୀ ହେଲା ନାହିଁ।


ଯାକୁବ ‌ବେ‌ର୍‌ଶେବା ଛାଡ଼ି ହାରଣକୁ ଗଲେ।


ଯାକୁବ ଓ ଏଷୌର ପରିବାର ବହୁତ ବଢ଼ିଯିବାରୁ ସେମାନେ କିଣାନରେ ବାସ କରି ପାରିଲେ ନାହିଁ। ତେଣୁ ଏଷୌ ଯାକୁବଠାରୁ ଦୂରକୁ ଗ୍ଭଲିଗଲେ। ଏଷୌ ତାଙ୍କର ସ୍ତ୍ରୀମାନଙ୍କୁ, ପୁତ୍ରମାନଙ୍କୁ, ଝିଅମାନଙ୍କୁ, ସମସ୍ତ ଦାସଦାସୀମାନଙ୍କୁ, ଗାଈ ଏବଂ ସମସ୍ତ ପଶୁମାନଙ୍କୁ ଏବଂ ତାଙ୍କର ଯେତେ ଧନ ସମ୍ପତ୍ତି ଥିଲା ତାକୁ ଧରି ସେୟୀର ପର୍ବତରେ ବାସ କଲେ।


ମାତ୍ର ଯାଜକର ରୂପାରେ କିଣା ଯାଇଥିବା କ୍ରୀତଦାସ ସେହି ପବିତ୍ର ଖାଦ୍ୟ ଭୋଜନ କରି ପାରିବ। ଆଉ ତା'ର ଗୃହଜାତ କ୍ରୀତଦାସମାନେ ତାହାର ଅନ୍ନ ଭୋଜନ କରି ପାରିବେ।


ଏହା ଅଟେ ତେରହର ବଂଶାବଳୀ। ତେରହ ଥିଲା ଅବ୍ରାମ, ନାହୋର ଓ ହାରୋଣର ପିତା। ହାରୋଣ ଲୋଟକୁ ଜନ୍ମ କଲା।


Swiv nou:

Piblisite


Piblisite