ଆଦି ପୁସ୍ତକ 13:11 - ପବିତ୍ର ବାଇବଲ11 ତେଣୁ ଲୋଟ ଯର୍ଦ୍ଦନ ଉପତ୍ୟକାକୁ ବାଛିଲେ। ଏହି ଦୁଇ ଲୋକ ଅଲଗା ହୋଇଗଲେ ଓ ଲୋଟ ପୂର୍ବଦିଗକୁ ଯାତ୍ରା କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)11 ଏଣୁକରି ଲୋଟ ଆପଣା ପାଇଁ ଯର୍ଦ୍ଦନର ସମସ୍ତ ପ୍ରାନ୍ତର ମନୋନୀତ କରି ପୂର୍ବ ଦିଗକୁ ପ୍ରସ୍ଥାନ କଲେ; ଏହିରୂପେ ସେମାନେ ଏକଆରେକଠାରୁ ପୃଥକ ହେଲେ। Gade chapit laଓଡିଆ ବାଇବେଲ11 ଏଥିପାଇଁ ଲୋଟ ଆପଣା ନିମନ୍ତେ ଯର୍ଦ୍ଦନର ସମସ୍ତ ପ୍ରାନ୍ତର ମନୋନୀତ କରି ପୂର୍ବ ଦିଗକୁ ପ୍ରସ୍ଥାନ କଲେ; ଏହିରୂପେ ସେମାନେ ଏକଆରେକଠାରୁ ପୃଥକ୍ ହେଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଏଥିପାଇଁ ଲୋଟ ଆପଣା ନିମନ୍ତେ ଯର୍ଦ୍ଦନର ସମସ୍ତ ପ୍ରାନ୍ତର ମନୋନୀତ କରି ପୂର୍ବ ଦିଗକୁ ପ୍ରସ୍ଥାନ କଲେ; ଏହିରୂପେ ସେମାନେ ଏକଆରେକଠାରୁ ପୃଥକ ହେଲେ। Gade chapit la |