ଆଦି ପୁସ୍ତକ 13:16 - ପବିତ୍ର ବାଇବଲ16 ପୃଥିବୀରେ ଧୂଳିପରି ମୁଁ ତୁମ୍ଭର ବଂଶ ବୃଦ୍ଧି କରାଇବି। ଯଦି କେହି ପୃଥିବୀର ଧୂଳି ଗଣିପାରେ ତେବେ ସେ ତୁମ୍ଭର ବଂଶର ଲୋକମାନଙ୍କୁ ଗଣି ପାରିବ। Gade chapit laପବିତ୍ର ବାଇବଲ (Re-edited) - (BSI)16 ପୁଣି ପୃଥିବୀର ଧୂଳି ପରି ଆମ୍ଭେ ତୁମ୍ଭର ବଂଶ ବୃଦ୍ଧି କରିବା; କେହି ଯେବେ ପୃଥିବୀସ୍ଥ ଧୂଳି ଗଣି ପାରଇ, ତେବେ ତୁମ୍ଭର ବଂଶ ଗଣ୍ୟ ହେବ। Gade chapit laଓଡିଆ ବାଇବେଲ16 ପୁଣି, ପୃଥିବୀର ଧୂଳି ପରି ଆମ୍ଭେ ତୁମ୍ଭର ବଂଶ ବୃଦ୍ଧି କରିବା; କେହି ଯଦି ପୃଥିବୀସ୍ଥ ଧୂଳି ଗଣି ପାରଇ, ତେବେ ତୁମ୍ଭର ବଂଶ ଗଣ୍ୟ ହେବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ପୁଣି, ପୃଥିବୀର ଧୂଳି ପରି ଆମ୍ଭେ ତୁମ୍ଭର ବଂଶ ବୃଦ୍ଧି କରିବା; କେହି ଯଦି ପୃଥିବୀସ୍ଥ ଧୂଳି ଗଣି ପାରଇ, ତେବେ ତୁମ୍ଭର ବଂଶ ଗଣ୍ୟ ହେବ। Gade chapit la |