ଆଦି ପୁସ୍ତକ 13:4 - ପବିତ୍ର ବାଇବଲ4 ସେହି ସ୍ଥାନରେ ପୂର୍ବରୁ ଅବ୍ରାମ ଏକ ଯଜ୍ଞବେଦି ନିର୍ମାଣ କରିଥିଲେ। ତେଣୁ ସେଠାରେ ଅବ୍ରାମ ସଦାପ୍ରଭୁଙ୍କର ଉପାସନା କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)4 ସେହି ସ୍ଥାନରେ ଉପସ୍ଥିତ ହୋଇ ଆପଣା ପୂର୍ବନିର୍ମିତ ଯଜ୍ଞବେଦୀ ନିକଟରେ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲେ। Gade chapit laଓଡିଆ ବାଇବେଲ4 ସେହି ସ୍ଥାନରେ ଉପସ୍ଥିତ ହୋଇ ଆପଣା ପୂର୍ବନିର୍ମିତ ଯଜ୍ଞବେଦି ନିକଟରେ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ସେହି ସ୍ଥାନରେ ଉପସ୍ଥିତ ହୋଇ ଆପଣା ପୂର୍ବନିର୍ମିତ ଯଜ୍ଞବେଦି ନିକଟରେ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲେ। Gade chapit la |
କରିନ୍ଥଠାରେ ଥିବା ପରମେଶ୍ୱରଙ୍କ ମଣ୍ଡଳୀ, ପୁଣି ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ପବିତ୍ର କରାଯାଇଛନ୍ତି ସେମାନଙ୍କ ନିକଟକୁ ଏହି ପତ୍ର ଲେଖା ଯାଉଅଛି। ତୁମ୍ଭେମାନେ ଈଶ୍ୱରଙ୍କ ପବିତ୍ର ଲୋକ ହେବା ନିମନ୍ତେ ଆହୂତ ହୋଇଅଛ। ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ସର୍ବତ୍ର ଯେଉଁମାନେ ବିଶ୍ୱାସ କରନ୍ତି ଏପରି ସବୁ ଖ୍ରୀଷ୍ଟବିଶ୍ୱାସୀଙ୍କ ସହିତ ତୁମ୍ଭେମାନେ ଆହୂତ ହୋଇଅଛ।