ଆଦି ପୁସ୍ତକ 14:1 - ପବିତ୍ର ବାଇବଲ1 ଶିନିୟରର ଅମ୍ରାଫଲ୍ ରାଜା ଓ ଇଲ୍ଲାସରର ଅରିୟୋକ ରାଜା ଥିଲେ। କଦର୍ଲାୟୋମର ଇଲାମର ରାଜା ଥିଲେ ଓ ଗୋୟିମର ତିଦିୟଲର ରାଜା ଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ଶିନୀୟରର ଅମ୍ରାଫଲ୍ ରାଜା ଓ ଇଲ୍ଲାସରର ଅରୀୟୋକ ରାଜା ଓ ଏଲମର କଦର୍ଲାୟୋମର ରାଜା ଓ ଗୋୟିମର ତିଦୀୟଲ୍ ରାଜାଙ୍କର ଅଧିକାର ସମୟରେ, Gade chapit laଓଡିଆ ବାଇବେଲ1 ଏଥିଉତ୍ତାରେ ଶିନୀୟରର ଅମ୍ରାଫଲ୍ ରାଜା ଓ ଇଲ୍ଲାସରର ଅରୀୟୋକ୍ ରାଜା ଓ ଏଲମ୍ର କଦର୍ଲାୟୋମର ରାଜା ଓ ଗୋୟିମର ତିଦୀୟଲ୍ ରାଜାଙ୍କର ଅଧିକାର ସମୟରେ, Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ଶିନୀୟରର ଅମ୍ରାଫଲ୍ ରାଜା ଓ ଇଲ୍ଲାସରର ଅରୀୟୋକ୍ ରାଜା ଓ ଏଲମ୍ର କଦର୍ଲାୟୋମର ରାଜା ଓ ଗୋୟିମର ତିଦୀୟଲ୍ ରାଜାଙ୍କର ଅଧିକାର ସମୟରେ, Gade chapit la |
“ଏଲମ ଓ ତା'ର ଲୋକମାନେ ସେଠାରେ ଅଛନ୍ତି, ସେମାନେ ସମସ୍ତେ ଯୁଦ୍ଧରେ ଖଣ୍ଡା ଦ୍ୱାରା ହତ ହୋଇଛନ୍ତି। ସେମାନଙ୍କର କବରଗୁଡ଼ିକ ଏହାର ଚତୁର୍ଦ୍ଦିଗରେ ଅଛି। ଆଉ ସେମାନଙ୍କ କବରର ଚତୁର୍ଦ୍ଦିଗରେ ତା'ର ସମସ୍ତ ଜନସମାଜ ଅଛନ୍ତି। ଯେଉଁମାନେ ଜୀବିତାବସ୍ଥାରେ ଭୟ ସୃଷ୍ଟି କରୁଥିଲେ, ଅସୁନ୍ନତ ଅବସ୍ଥାରେ କବରକୁ ଯାଇଛନ୍ତି। ସେମାନେ ଅନ୍ୟମାନଙ୍କ ସହିତ ସେମାନଙ୍କର ଅପମାନ ଭୋଗ କରିଅଛନ୍ତି।