Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 14:16 - ପବିତ୍ର ବାଇବଲ

16 ଏହା ପରେ ସେ ତାଙ୍କର ଭାତୃପୁତ୍ର ଲୋଟ ତାଙ୍କର ସମ୍ପତ୍ତି ପୁଣି ସ୍ତ୍ରୀଗଣ ଏବଂ ସୈନ୍ୟଗଣଙ୍କୁ ବାହୁଡ଼ାଇ ଆଣିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ଆଉ, ସବୁ ସମ୍ପତ୍ତି ଓ ଆପଣାର ଜ୍ଞାତି ଲୋଟ ଓ ତାଙ୍କର ସମ୍ପତ୍ତି, ପୁଣି ସ୍ତ୍ରୀଗଣ ଓ ଲୋକସମୂହକୁ ବାହୁଡ଼ାଇ ଆଣିଲେ।

Gade chapit la Kopi

ଓଡିଆ ବାଇବେଲ

16 ଆଉ, ସବୁ ସମ୍ପତ୍ତି ଓ ଆପଣାର ଜ୍ଞାତି ଲୋଟ ଓ ତାଙ୍କର ସମ୍ପତ୍ତି, ପୁଣି, ସ୍ତ୍ରୀଗଣ ଓ ଲୋକସମୂହକୁ ବାହୁଡ଼ାଇ ଆଣିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଆଉ, ସବୁ ସମ୍ପତ୍ତି ଓ ଆପଣାର ଜ୍ଞାତି ଲୋଟ ଓ ତାଙ୍କର ସମ୍ପତ୍ତି, ପୁଣି, ସ୍ତ୍ରୀଗଣ ଓ ଲୋକସମୂହକୁ ବାହୁଡ଼ାଇ ଆଣିଲେ।

Gade chapit la Kopi




ଆଦି ପୁସ୍ତକ 14:16
7 Referans Kwoze  

ତା'ପରେ ଦାଉଦ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲେ, “ମୁଁ ଏହି ସୈନ୍ୟଦଳ ପଛେ ପଛେ ଗୋଡ଼ାଇଲେ, ମୁଁ ସେମାନଙ୍କୁ ଧରି ପାରିବି କି?” ସଦାପ୍ରଭୁ ଉତ୍ତର ଦେଲେ, “ତାଙ୍କ ପଛେ ଗୋଡ଼ାଅ। ତୁମ୍ଭେ ତାଙ୍କୁ ଧରି ପାରିବ। ତୁମ୍ଭେ ତୁମ୍ଭର ପରିବାରକୁ ତାଙ୍କ ନିକଟରୁ ଉଦ୍ଧାର କରି ପାରିବ।”


ସେ ଧର୍ମରେ ଯାହାକୁ ନିଜ ଚରଣ ନିକଟକୁ ଡାକନ୍ତି ଏପରି ଏକ ବ୍ୟକ୍ତି ଯେକି ପୂର୍ବ ଦିଗରୁ ଆସିଛନ୍ତି, ତାଙ୍କୁ କିଏ ଉତ୍ପନ୍ନ କରିଛି? ସେ ନାନା ଦେଶସ୍ଥ ଲୋକଙ୍କୁ ତାହା ସମ୍ମୁଖରେ ସମର୍ପି ଦିଅନ୍ତି ଓ ରାଜାମାନଙ୍କ ଉପରେ ତାହାକୁ କର୍ତ୍ତୃତ୍ୱ କରାନ୍ତି। ସେ ‌‌ଖ‌ଡ଼୍‌ଗ ଦ୍ୱାରା ସେହି ଦେଶ ସମୂହକୁ ଧୂଳି ତୁଲ୍ୟ କରନ୍ତି ଓ ଧନୁ ସାହାଯ୍ୟରେ କୁଟାପରି ଉଡ଼ାଇ ଦିଅନ୍ତି।


ମୁଁ ତୁମ୍ଭଠାରୁ ଏକ ମହାନ ଗୋଷ୍ଠୀ ଉତ୍ପନ୍ନ କରିବି। ମୁଁ ତୁମ୍ଭକୁ ଆଶୀର୍ବାଦ କରିବି ଓ ତୁମ୍ଭକୁ ମହାନ କରିବି ଏବଂ ତୁମ୍ଭେ ଆଶୀର୍ବାଦର ସଙ୍କେତ ହେବ।


ଯେତେବେଳେ ଅବ୍ରାମ ନିଜର ଜ୍ଞାତି ଧରା ହୋଇ ଯିବାର ସମାଗ୍ଭର ଶୁଣିଲେ। ଅବ୍ରାମ ତାଙ୍କର ସମସ୍ତ ପରିବାରକୁ ଏକତ୍ରିତ କଲେ। ସେଠାରେ 318 ଜଣ ତାଲିମପ୍ରାପ୍ତ ସୈନିକ ଥିଲେ। ଅବ୍ରାମ ସେ ଶତ୍ରୁମାନଙ୍କ ପଛେ ପଛେ ଗୋଡ଼େଇ ଗୋଡ଼େଇ ଦାନ୍ ନଗର ପର୍ଯ୍ୟନ୍ତ ଗଲେ।


ତେଣୁ ଯୋଷେଫ ତାଙ୍କର ପିତାଙ୍କୁ କବର ଦେବାକୁ ଗଲେ। ଫାରୋଙ୍କର ସମସ୍ତ ପ୍ରାଚୀନଗଣ, ତାଙ୍କ ଗୃହର ପ୍ରଧାନ ଲୋକ ଏବଂ ମିଶର ଦେଶର ପ୍ରଧାନ ଲୋକମାନେ ଯୋଷେଫଙ୍କ ସହିତ ଗଲେ।


Swiv nou:

Piblisite


Piblisite