Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 14:5 - ପବିତ୍ର ବାଇବଲ

5 ଏହିପରି ଚତୁର୍ଦ୍ଦଶ ବର୍ଷରେ କଦର୍ଲାୟୋମର ରାଜା ଓ ଯେଉଁ ରାଜାମାନେ ତାଙ୍କ ସହିତ ଥିଲେ ଆସି ଅସ୍ତରୋ‌ତ୍‌କର୍ଣ୍ଣୟିମରେ ରଫାୟୀମ ଲୋକମାନଙ୍କୁ ଏବଂ ହମରେ ସୁଷୀୟ ଲୋକମାନଙ୍କୁ ପରାସ୍ତ କଲେ। ଶବିକିରିୟାଥୟିମରେ ଏମୀୟ ଲୋକମାନଙ୍କୁ ପରାସ୍ତ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଏହେତୁ ଚତୁର୍ଦ୍ଦଶ ବର୍ଷରେ କଦର୍ଲାୟୋମର ରାଜା ଓ ତାଙ୍କର ସହାୟ ରାଜଗଣ ଆସି ଅସ୍ତରୋତ୍ କର୍ଣ୍ଣୟିମରେ ରଫାୟୀୟ ଲୋକମାନଙ୍କୁ ଓ ହମରେ ସୁଷୀୟ ଲୋକମାନଙ୍କୁ ଓ ଶାବିକିରୀୟାଥୟିମରେ ଏମୀୟ ଲୋକମାନଙ୍କୁ,

Gade chapit la Kopi

ଓଡିଆ ବାଇବେଲ

5 ଏହେତୁ ଚତୁର୍ଦ୍ଦଶ ବର୍ଷରେ କଦର୍ଲାୟୋମର ରାଜା ଓ ତାଙ୍କର ସହାୟ ରାଜାଗଣ ଆସି ଅଷ୍ଟରୋତ୍‍ କର୍ଣ୍ଣୟିମରେ ରଫାୟୀୟ ଲୋକମାନଙ୍କୁ ଓ ହମରେ ସୁଷୀୟ ଲୋକମାନଙ୍କୁ ଓ ଶାବୀ କିରୀୟାଥୟିମରେ ଏମୀୟ ଲୋକମାନଙ୍କୁ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଏହେତୁ ଚତୁର୍ଦ୍ଦଶ ବର୍ଷରେ କଦର୍ଲାୟୋମର ରାଜା ଓ ତାଙ୍କର ସହାୟ ରାଜାଗଣ ଆସି ଅସ୍ତରୋତ୍‍ କର୍ଣ୍ଣୟିମରେ ରଫାୟୀୟ ଲୋକମାନଙ୍କୁ ଓ ହମରେ ସୁଷୀୟ ଲୋକମାନଙ୍କୁ ଓ ଶାବୀ କିରୀୟାଥୟିମ୍‍ରେ ଏମୀୟ ଲୋକମାନଙ୍କୁ,

Gade chapit la Kopi




ଆଦି ପୁସ୍ତକ 14:5
28 Referans Kwoze  

ଅବଶିଷ୍ଟ ରଫାୟୀୟମାନଙ୍କ ମଧ୍ୟରୁ କେବଳ ବାଶନରାଜା ଓଗ୍ ଅବଶିଷ୍ଟ ରହିଲା। ଓ‌‌ଗ୍‌‌ର ଖଟଟି ଲୁହାରେ ତିଆରି ହୋଇଥିଲା। ଏହାର ଲମ୍ବ ଥିଲା ନଅ ହାତ ଓ ପ୍ରସ୍ଥ ଥିଲା ଗ୍ଭରି ହାତ। ସେହି ଖଟଟି ଏବେ ମଧ୍ୟ ରବ୍ବାରେ ଅଛି ଯେଉଁଠାରେ ଅମ୍ମୋନ ସନ୍ତାନଗଣ ବାସ କରୁଛନ୍ତି।


ସଦାପ୍ରଭୁ ହି‌ଷ୍‌ବୋନ ନିବାସୀ ଇମୋରୀୟମାନଙ୍କ ରାଜା ସୀହୋନକୁ ଓ ଅଷ୍ଠାରୋତ୍ ନିବାସୀ ବାଶନର ରାଜା ଓ‌ଗ୍‌କୁ ଇଦ୍ରିୟୀରେ ପରାସ୍ତ କଲାପରେ।


ହୀତ୍ତୀୟମାନଙ୍କର, ପରିଜୀୟମାନଙ୍କର ଓ ରଫାୟୀୟମାନଙ୍କର


ତୁମ୍ଭେମାନେ ସେମାନଙ୍କୁ ଭୟ କର ନାହିଁ। କାରଣ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭମାନଙ୍କ ସପକ୍ଷରେ ଯୁଦ୍ଧ କରିବେ।’


କିରିୟାଥୟିମ୍, ବୈ‌‌‌‌ଥ୍‌‌‌‌ଗାମୁର୍, ଓ ବୈ‌‌‌‌ଥ୍‌‌‌‌ମିୟୋନ୍


ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ମୋୟାବ ବିଷୟରେ ଏହା କହନ୍ତି, “ନବୋ ଧ୍ୱଂସ ହେବ, କିରିୟାଥୟିମ ଲଜ୍ଜିତ ହେବ। ତାହା କବଳିତ ହେବ ଏବଂ ପର୍ବତଗଣ ଲଜ୍ଜିତ ଓ ଭଗ୍ନ ହେବ।


“ରଫାୟିମ ଉପତ୍ୟକାରେ ଶସ୍ୟଅମଳ ବେଳେ ଯେପରି ଘଟିବ ସେହିପରି ଘଟିବ। ଶସ୍ୟକ୍ଷେତ୍ରରେ ଶସ୍ୟ ସଂଗ୍ରହ କଲାବେଳେ ଶସ୍ୟର ସୀସା ଶସ୍ୟରୁ କାଟିଲା ବେଳେ ଓ ସୀସା ଗୁଡ଼ିକୁ ସଂଗ୍ରହ କଲାବେଳେ ସେହିପରି ଘଟିବ।


ପରମେଶ୍ୱର ହାମୋସ ଦେଶରେ ଆଶ୍ଚର୍ଯ୍ୟ କ୍ରିୟାମାନ କଲେ। ପରମେଶ୍ୱର ଲୋହିତ ସମୁଦ୍ର ନିକଟରେ ଭୟଙ୍କର କାର୍ଯ୍ୟସାଧନ କରିଥିଲେ।


ପରମେଶ୍ୱର ମୋଶା ଓ ହାରୋଣଙ୍କ ଦ୍ୱାରା ହାମ ଦେଶରେ ବହୁ ଅ‌ଦ୍‌ଭୂତ କାର୍ଯ୍ୟମାନ କରାଇଲେ।


ଏହା ପରେ ଇସ୍ରାଏଲ ମିଶରକୁ ଆସିଲା। କିନ୍ତୁ ଯାକୁବ ହାମ ଦେଶରେ ବାସ କଲା।


ସେ ମିଶରରେ ସମସ୍ତ ପ୍ରଥମଜାତ ପୁତ୍ରମାନଙ୍କୁ ହତ୍ୟା କଲେ। ହାମର ପରିବାରରେ ପ୍ରଥମଜାତ ପୁତ୍ରଗଣ।


ପଲେଷ୍ଟୀୟମାନେ ରଫାୟିମ ଉପତ୍ୟକାରେ ବାସ କରୁଥିବା ଲୋକମାନଙ୍କୁ ଆକ୍ରମଣ କରି ସେମାନଙ୍କର ଜିନିଷପତ୍ର ଗ୍ଭେରି କରି ନେଇଗଲେ।


ଥରେ, ଦାଉଦ ଅଦୁଲ୍ଲମ ଗୁମ୍ଫାରେ ଥିବା ବେଳେ, ଯେତେବେଳେ ପଲେଷ୍ଟୀୟ ସୈନ୍ୟମାନେ ରଫାୟୀମ ଉପତ୍ୟକାରେ ଛାଉଣି ପକାଇ ଥିଲେ, ତିରିଶ୍ ଜଣ ବୀରଙ୍କ ମଧ୍ୟରୁ ତିନି ଜଣ ଭୂମିରେ ସମ୍ପୂର୍ଣ୍ଣ ପେଟେଇ ପେଟେଇ ଦାଉଦଙ୍କ ନିକଟରେ ପହଞ୍ଚିଲେ।


ସେମାନେ ସେଠାରେ ପ୍ରଚୁର ଘାସରେ ଭରା ଅତ୍ୟୁତ୍ତମ ଗ୍ଭରଣଭୂମି ପାଇଲେ। ସେଠାରେ ସେମାନେ ଅନେକ ଉତ୍ତମସ୍ଥାନ ମଧ୍ୟ ପାଇଲେ। ସେହି ସ୍ଥାନ ଅତ୍ୟନ୍ତ ଶାନ୍ତିପୂର୍ଣ୍ଣ ଓ ସୁଖପ୍ରଦ ଥିଲା। ଅତୀତରେ ହା‌‌ମଙ୍କ ବଂଶଧରମାନେ ସେଠାରେ ବାସ କରୁଥିଲେ।


ତା'ପରେ ରାଜାଙ୍କର ବିଶେଷ ଦଳର ତିନି ଜଣ ଲୋକ ଶସ୍ୟଅମଳ ସମୟରେ ଗଲେ ଓ ଅଦୁଲ୍ଲମ ଦାଉଦଙ୍କ ନିକଟକୁ ଗଲେ। ସେତେବେଳେ ପଲେଷ୍ଟୀୟମାନଙ୍କ ସୈନ୍ୟ ରଫାୟୀମ ତଳ ଭୂମିରେ ଛାଉଣି ସ୍ଥାପନ କରିଥିଲେ।


ଆଉଥରେ ପଲେଷ୍ଟୀୟମାନେ ରଫାୟିମ ଉପତ୍ୟକାରେ ଛାଉଣି ପକାଇଲେ।


ପଲେଷ୍ଟୀୟମାନେ ଫେରି ରଫାୟିମ୍ ଉପତ୍ୟକାରେ ସେନାଛାଉଣି ପକାଇଲେ।


ଅର୍ଦ୍ଧେକ ଗିଲିୟଦ, ଅଷ୍ଟାରୋତ୍, ଇଦ୍ରିୟୀ ସହ ଏହି ଦେଶ ସାମିଲ୍ ଥିଲା। ମନଃଶିର ପୁତ୍ର ମାଖୀରର ବଂଶଧରଗଣଙ୍କୁ ଏହିସବୁ ଦେଶ ଦିଆଯାଇଥିଲା। ଅର୍ଦ୍ଧେକ ଉତ୍ତରାଧିକାରୀ ଏହି ଦେଶ ପାଇଲେ।


କିରିୟାଥୟିମ୍, ସି‌‌ବ୍‌‌ମା ଓ ତଳ ଭୂମିର ପର୍ବତସ୍ଥ ସେରତ୍ ସହର।


ରାଜା ଓ‌ଗ୍‌ର ସମସ୍ତ ରାଜ୍ୟ ସେହି ଦେଶରେ ଥିଲା ରଫାୟୀୟମାନଙ୍କ ବଂଶଧର। ରାଜା ବାଶନରେ ଶାସନ କରୁଥିଲେ। ପୂର୍ବ କାଳରେ ସେ ଅଷ୍ଟାରୋତ୍ ଏବଂ ଇଦ୍ରିୟୀରେ ଶାସନ କରୁଥିଲେ। ଅତୀତର ମୋଶା ସେହି ଲୋକମାନଙ୍କର ଦେଶକୁ କରଗତ କରିଥିଲେ।


ସେମାନେ ମଧ୍ୟ ବାଶନର ରାଜା ଓ‌ଗ୍‌କୁ ପରାସ୍ତ କଲେ। ଓଗ୍ ଥିଲେ, ରଫାୟୀୟ ବଂଶଧର, ସେ ଅଷ୍ଟାରୋତ୍ ଓ ଇଦ୍ରିୟୀରେ ଶାସନ କରୁଥିଲେ।


କିନ୍ତୁ ତୁମ୍ଭେମାନେ ତୁମ୍ଭମାନଙ୍କର ଇସ୍ରାଏଲୀୟ ଭାତୃଗଣମାନଙ୍କୁ ସାହାଯ୍ୟ କର। ଯେପର୍ଯ୍ୟନ୍ତ ସେମାନେ ସଦାପ୍ରଭୁଙ୍କ ଦତ୍ତ ଯର୍ଦ୍ଦନ ସେପାରିସ୍ଥ ଭୂମିରେ ବାସ କରନ୍ତି। ସେମାନେ ତୁମ୍ଭମାନଙ୍କ ପରି ଭୂମି ପାଇବା ପର୍ଯ୍ୟନ୍ତ, ସେମାନଙ୍କୁ ସାହାଯ୍ୟ କର। ଏହା ପରେ ତୁମ୍ଭେମାନେ ତୁମ୍ଭଙ୍କୁ ଦିଆଯାଇଥିବା ଏହି ନିଜ ନିଜ ଦେଶକୁ ଫେରିଯିବ।’


ଏହି ରାଜାମାନେ ବାରବର୍ଷ ପର୍ଯ୍ୟନ୍ତ କଦର୍ଲାୟୋମର ରାଜାଙ୍କର ବଶୀଭୂତ ରହି ତ୍ରୟୋଦଶ ବର୍ଷରେ ତାଙ୍କର ବିଦ୍ରୋହି ହୋଇଥିଲେ।


ରୁବେନ୍ ଗୋଷ୍ଠୀଗଣ ହି‌ଷ୍‌ବୋନ୍, ଇଲିୟାଲୀ ଓ କିରିୟାଥୟିମଙ୍କୁ।


ମୁଁ ଗିଲିୟଦର ଅବଶିଷ୍ଟ ଅଂଶ ଓ ସମସ୍ତ ବାଶନ ରାଜ୍ୟ ଅର୍ଥାତ ଓ‌ଗ୍‌ର ରାଜ୍ୟ, ସମୁଦାୟ ବାଶନ ସହିତ ଅର୍ଗୋବର ତାବତ୍ ଅଞ୍ଚଳ ମନଃଶିର ଅର୍ଦ୍ଧ ପରିବାରବର୍ଗ।” ଯାହାକି ରଫାୟୀୟ ଦେଶ ଭାବେ ଜଣା।


ଏବଂ ଯର୍ଦ୍ଦନ ପୂର୍ବପାରିସ୍ଥ ହି‌ଷ୍‌ବୋନ୍ ରାଜା ସୀହୋନ୍ ଓ ଅଷ୍ଟାରୋତ୍ ନିବାସୀ ବାଶନ ରାଜା, ଓଗ୍, ଇମୋରୀୟମାନଙ୍କ ଦୁଇଜଣ ରାଜାଙ୍କୁ କେମିତି ପରାଜିତ କଲ, ତାହା ସବୁ ଆମ୍ଭେମାନେ ଶୁଣିଅଛୁ।


Swiv nou:

Piblisite


Piblisite