Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 14:8 - ପବିତ୍ର ବାଇବଲ

8 ସେହି ସମୟରେ ସଦୋମର ରାଜା, ହମୋରାର ରାଜା, ଅଦ୍ମାର ରାଜା, ସବୋୟିମର ରାଜା ଓ ବଲାର ଅର୍ଥାତ୍ ସୋୟର ରାଜା ଏହି ପାଞ୍ଚ ରାଜା ଏବଂ ତାଙ୍କର ସୈନ୍ୟଗଣ ଏକତ୍ରିତ ହେଲେ। ସେମାନେ ସୀଦ୍ଦୀମ ଉପତ୍ୟକାକୁ ଯୁଦ୍ଧ କରିବାକୁ ଗଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଏହେତୁ ସଦୋମର ରାଜା ଓ ହମୋରାର ରାଜା ଓ ଅଦ୍ମାର ରାଜା ଓ ସବୋୟିମର ରାଜା ଓ ବିଲାର, ଅର୍ଥାତ୍, ସୋୟରର ରାଜା, ଏହି ପାଞ୍ଚ ରାଜା ମିଳିତ ହୋଇ,

Gade chapit la Kopi

ଓଡିଆ ବାଇବେଲ

8 ଏହେତୁ ସଦୋମର ରାଜା ଓ ହମୋରାର ରାଜା ଓ ଅଦ୍ମାର ରାଜା ଓ ସବୋୟୀମର ରାଜା ଓ ବିଲାର, ଅର୍ଥାତ୍‍, ସୋୟରର ରାଜା, ଏହି ପାଞ୍ଚ ରାଜା ମିଳିତ ହୋଇ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଏହେତୁ ସଦୋମର ରାଜା ଓ ହମୋରାର ରାଜା ଓ ଅଦ୍ମାର ରାଜା ଓ ସବୋୟୀମର ରାଜା ଓ ବିଲାର, ଅର୍ଥାତ୍‍, ସୋୟରର ରାଜା, ଏହି ପାଞ୍ଚ ରାଜା ମିଳିତ ହୋଇ,

Gade chapit la Kopi




ଆଦି ପୁସ୍ତକ 14:8
8 Referans Kwoze  

କିନ୍ତୁ ଶୀଘ୍ର ସେଠାକୁ ଦୌଡ଼ିଯାଅ। କାରଣ ଯେପର୍ଯ୍ୟନ୍ତ ତୁମ୍ଭେମାନେ ନିରାପଦରେ ନ ପହଞ୍ଚିଛ, ମୁଁ ସଦୋମକୁ ଧ୍ୱଂସ କରି ପାରିବି ନାହିଁ।” ସେହି ସହରର ନାମ ଥିଲା ସୋୟର କାରଣ ଏହା ଅତି କ୍ଷୁଦ୍ର ଥିଲା।


ଦେଖ, ଏହି ସ୍ଥାନ ନିକଟରେ ଏକ ଛୋଟ ସହର ଅଛି। ଆପଣ ମୋତେ ସେହି ସ୍ଥାନକୁ ଦୌଡ଼ି ଯିବାକୁ ଅନୁମତି ଦିଅନ୍ତୁ। ମୁଁ ସେଠାରେ ନିରାପଦରେ ବାସ କରି ପାରିବି। ତାହା ଗୋଟିଏ ଛୋଟ ସହର ମାତ୍ର।”


ଲୋଟ ଯର୍ଦ୍ଦନ ନଦୀର ଉପତ୍ୟକା ଆଡ଼େ ନିରୀକ୍ଷଣ କଲେ। ଲୋଟ ଦେଖିଲେ ସେଠାରେ ବହୁତ ଜଳ ଥିଲା। ସଦାପ୍ରଭୁ ସଦୋମ ଓ ହମୋରାକୁ ଧ୍ୱଂସ କରିବା ପୂର୍ବରୁ ଏହା ଥିଲା। ସେହି ସମୟରେ ଯର୍ଦ୍ଦନ ଉପତ୍ୟକା ସୋୟର ପର୍ଯ୍ୟନ୍ତ ସମସ୍ତ ପ୍ରାନ୍ତର ସଦାପ୍ରଭୁଙ୍କ ଉଦ୍ୟାନପରି ସଜଳ ଓ ମିଶର ଦେଶ ତୁଲ୍ୟ ଥିଲା।


ସେହି ସୀଦ୍ଦୀମ ପଦାରେ ମାଟିଆ ତୈଳର ଅନେକ ଗାତ ଥିଲା ସଦୋମର ରାଜା ଓ ଗମୋରାର ରାଜା ପଳାୟନ କଲାବେଳେ ସେଠାରେ ପଡ଼ିଗଲେ ଏବଂ ଅବଶିଷ୍ଟ ସୈନ୍ୟମାନେ ପର୍ବତକୁ ପଳାଇ ଗଲେ।


ତହିଁରେ ସୀଦୋନଠାରୁ ଗରାର ଦିଗକୁ ହସା ପର୍ଯ୍ୟନ୍ତ ପୁଣି ସଦୋମ, ହମୋରା ଓ ଅଦ୍ମା, ସବୟୀମ ଦିଗରେ ଲେଶା ପର୍ଯ୍ୟନ୍ତ କିଣାନୀୟମାନଙ୍କ ବସତିର ସୀମା ଥିଲା।


ସେମାନେ ଏଲମର ରାଜା କଦର୍ଲାୟୋମର ଓ ଗୋୟିମର ତିଦିୟଲର ରାଜା ଓ ଶିନିୟରର ଅମ୍ରାଫ‌ଲ୍‌ର ରାଜା ଓ ଇଲ୍ଲାସରର ରାଜା। ଏହି ଗ୍ଭରି ଜଣ ରାଜା ପାଞ୍ଚ ରାଜାଙ୍କ ବିରୁଦ୍ଧରେ ଯୁଦ୍ଧ କଲେ।


“ଇଫ୍ରୟିମ, ଆମ୍ଭେ ତୁମ୍ଭକୁ ପରିତ୍ୟାଗ କରିବାକୁ ଗ୍ଭହୁଁ ନାହୁଁ। ଇସ୍ରାଏଲ, ଆମ୍ଭେ ତୁମ୍ଭର ସୁରକ୍ଷା ଗ୍ଭହୁଁ। ଅଦ୍ମାର ଓ ସବୋୟିମ୍ ପରି ତୁମ୍ଭକୁ ହେବାକୁ ଆମ୍ଭେ ଗ୍ଭହୁଁ ନାହୁଁ। ଆମ୍ଭର ମନକୁ ପରିବର୍ତ୍ତନ କରିଛୁ। ଆମ୍ଭର ପ୍ରେମ ତୁମ୍ଭ ପାଇଁ ଅତି ଶକ୍ତିଶାଳୀ ଅଟେ।


Swiv nou:

Piblisite


Piblisite