Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 15:11 - ପବିତ୍ର ବାଇବଲ

11 ଏହା ପରେ, ଅନ୍ୟ ବନ୍ୟ ପକ୍ଷୀ ସେହି ମୃତ ପ୍ରାଣୀଙ୍କ ଉପରେ ଝାମ୍ପ ମାରିଲେ ଏବଂ ଅବ୍ରାମ ସେମାନଙ୍କୁ ଘଉଡ଼ାଇ ଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଅନନ୍ତର ହିଂସ୍ରକ ପକ୍ଷୀଗଣ ସେହି ମୃତ ଶବମାନଙ୍କ ଉପରେ ପଡ଼ନ୍ତେ, ଅବ୍ରାମ ସେମାନଙ୍କୁ ଅଡ଼ାଇ ଦେଲେ।

Gade chapit la Kopi

ଓଡିଆ ବାଇବେଲ

11 ଏଥିଉତ୍ତାରେ ହିଂସ୍ରକ ପକ୍ଷୀଗଣ ସେହି ମୃତ ଶବମାନଙ୍କ ଉପରେ ପଡ଼ନ୍ତେ, ଅବ୍ରାମ ସେମାନଙ୍କୁ ଅଡ଼ାଇ ଦେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଏଥିଉତ୍ତାରେ ହିଂସ୍ରକ ପକ୍ଷୀଗଣ ସେହି ମୃତ ଶବମାନଙ୍କ ଉପରେ ପଡ଼ନ୍ତେ, ଅବ୍ରାମ ସେମାନଙ୍କୁ ଅଡ଼ାଇ ଦେଲେ।

Gade chapit la Kopi




ଆଦି ପୁସ୍ତକ 15:11
6 Referans Kwoze  

ସେ ବୁଣିବା ବେଳେ କିଛି ବୀଜ ରାସ୍ତା କଡ଼ରେ ପଡ଼ିଗଲା। ଚଢ଼େଇମାନେ ଆସି ସେ ସବୁତକ ଖାଇ ଦେଲେ।


ମୋ’ ଓଷ୍ଠସହ ତୁମ୍ଭର ନ୍ୟାୟପରାୟଣତାକୁ ବାରମ୍ବାର କହିଅଛି।


କିନ୍ତୁ ଆଉ ଗୋଟିଏ ବଡ଼ ବଡ଼ ଡେଣା ଥିବା ବୃହତ୍ ଓ ଯଥେଷ୍ଟ ପର ବିଶିଷ୍ଟ ଛଞ୍ଚାଣ ପକ୍ଷୀ, ବିରାଟ ଉତ୍କ୍ରୋଶପକ୍ଷୀ ସେହି ସ୍ଥାନକୁ ଆସିଲା। ଏହି ନୂତନ ପକ୍ଷୀର ଯତ୍ନ ପାଇବା ସକାଶେ ସେହି ଦ୍ରାକ୍ଷାଲତାର ଚେର ତା’ ଆଡ଼କୁ ବିସ୍ତାର କଲା ଏବଂ ଏହାର ଶାଖାଗୁଡ଼ିକ ପ୍ରସାରିତ ହେଲା, ଯେଉଁଠାରେ ଏହା ରୋପିତ ହୋଇଥିଲା ଏବଂ ପାଣି ଦ୍ୱାରା ସେଚିତ ହେଉଥିଲା।


ସେମାନଙ୍କୁ କୁହ, ସଦାପ୍ରଭୁ ଏହି କଥା କହିଛନ୍ତି, ‘‘‘ଗୋଟିଏ ବଡ଼ ଉତ୍କ୍ରୋଶପକ୍ଷୀ ଥିଲା, ତାହାର ପକ୍ଷ ବଡ଼ ଓ ପର ବହୁତ ଥିଲା ଓ ଚିତ୍ରବିଚିତ୍ର ଲୋମରେ ପରିପୂର୍ଣ୍ଣ। ଆଉ ଏହା ଲିବାନୋନକୁ ଆସିଲା ଏବଂ ଏକ ବଡ଼ ଏରସବୃକ୍ଷର ଅଗ୍ରଭାଗରେ ବସିଲା।”


ସେ ସବୁକୁ ସେ ପରମେଶ୍ୱରଙ୍କ ନିକଟକୁ ଆଣିଲେ ଏବଂ ଦୁଇ ଖଣ୍ଡ କରି କାଟିଲେ, ଏବଂ ସେଗୁଡ଼ିକ ଦୁଇ ଧାଡ଼ିରେ ରଖି ପ୍ରତ୍ୟେକ ଅଧାର ଉପରେ ଆଉ ଅଧା ଯୁକ୍ତ ଚିହ୍ନ ଭାବରେ ରଖିଲେ। କିନ୍ତୁ ସେ ପକ୍ଷୀମାନଙ୍କୁ ଦୁଇ ଖଣ୍ଡ କଲେ ନାହିଁ।


ଯେତେବେଳେ ସୂର୍ଯ୍ୟାସ୍ତ ହେଉଥିଲା ଅବ୍ରାମ ଘୋର ନିଦ୍ରାରେ ଶୋଇ ପଡ଼ିଲେ ଏବଂ ହଠାତ୍ ତାଙ୍କ ଉପରକୁ ଏକ ଭୟଙ୍କର ଅନ୍ଧକାର ଆସିଲା ଓ ସେ ଆତଙ୍କିତ ହୋଇଗଲେ।


Swiv nou:

Piblisite


Piblisite