ଆଦି ପୁସ୍ତକ 15:12 - ପବିତ୍ର ବାଇବଲ12 ଯେତେବେଳେ ସୂର୍ଯ୍ୟାସ୍ତ ହେଉଥିଲା ଅବ୍ରାମ ଘୋର ନିଦ୍ରାରେ ଶୋଇ ପଡ଼ିଲେ ଏବଂ ହଠାତ୍ ତାଙ୍କ ଉପରକୁ ଏକ ଭୟଙ୍କର ଅନ୍ଧକାର ଆସିଲା ଓ ସେ ଆତଙ୍କିତ ହୋଇଗଲେ। Gade chapit laପବିତ୍ର ବାଇବଲ (Re-edited) - (BSI)12 ପୁଣି ସୂର୍ଯ୍ୟାସ୍ତ ସମୟରେ ଅବ୍ରାମ ଅତି ନିଦ୍ରିତ ହୋଇ ଘୋର ଅନ୍ଧକାରରେ ଭୟଗ୍ରସ୍ତ ହେଲେ। Gade chapit laଓଡିଆ ବାଇବେଲ12 ପୁଣି, ସୂର୍ଯ୍ୟାସ୍ତ ସମୟରେ ଅବ୍ରାମ ଅତି ନିଦ୍ରିତ ହୋଇ ଘୋର ଅନ୍ଧକାରରେ ଭୟଗ୍ରସ୍ତ ହେଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ପୁଣି, ସୂର୍ଯ୍ୟାସ୍ତ ସମୟରେ ଅବ୍ରାମ ଅତି ନିଦ୍ରିତ ହୋଇ ଘୋର ଅନ୍ଧକାରରେ ଭୟଗ୍ରସ୍ତ ହେଲେ। Gade chapit la |
ତେଣୁ ଦାଉଦ ଶାଉଲଙ୍କ ପାଖରେ ଥିବା ପାଣିପାତ୍ର ବର୍ଚ୍ଛାକୁ ସାଙ୍ଗରେ ଆଣିଲେ ଓ ତା'ପରେ ଦାଉଦ ଓ ଅବୀଶୟ ସେ ସ୍ଥାନ ପରିତ୍ୟାଗ କରି ଆସିଲେ। କୌଣସି ଲୋକ ଜାଣି ପାରିଲେ ନାହିଁ କ’ଣ ସବୁ ଘଟିଗଲା। କୌଣସି ଲୋକ ଏହାକୁ ଦେଖି ନ ଥିଲେ। କୌଣସି ଲୋକ ମଧ୍ୟ ନିଦରୁ ଉଠି ନ ଥିଲେ। ଶାଉଲ ଏବଂ ତାଙ୍କର ସମସ୍ତ ସୈନ୍ୟ ଶୋଇ ପଡ଼ିଥିଲେ। କାରଣ ସଦାପ୍ରଭୁ ତାଙ୍କୁ ଗଭୀର ନିଦ୍ରା ଦେଇଥିଲେ।