Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 15:21 - ପବିତ୍ର ବାଇବଲ

21 ଇମୋରୀୟମାନଙ୍କର, କିଣାନୀୟମାନଙ୍କର, ଓ ଗିର୍ଗାଶୀୟମାନଙ୍କର ଓ ଯିବୂଷୀୟମାନଙ୍କର ଦେଶ ତୁମ୍ଭକୁ ଦେଲି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ଓ ଇମୋରୀୟମାନଙ୍କର ଓ କିଣାନୀୟମାନଙ୍କର ଓ ଗିର୍ଗାଶୀୟମାନଙ୍କର ଓ ଯିବୁଷୀୟମାନଙ୍କର ଦେଶ ଦେଲୁ।

Gade chapit la Kopi

ଓଡିଆ ବାଇବେଲ

21 ଇମୋରୀୟ, କିଣାନୀୟ, ଗିର୍ଗାଶୀୟ ଓ ଯିବୂଷୀୟମାନଙ୍କର ଦେଶ ଦେଲୁ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ଇମୋରୀୟ, କିଣାନୀୟ, ଗିର୍ଗାଶୀୟ ଓ ଯିବୂଷୀୟମାନଙ୍କର ଦେଶ ଦେଲୁ।”

Gade chapit la Kopi




ଆଦି ପୁସ୍ତକ 15:21
17 Referans Kwoze  

ଯୀଶୁ ହ୍ରଦର ଆରପଟରେ ଥିବା ଗାଦରୀୟ ଲୋକଙ୍କ ରାଜ୍ୟରେ ପହଞ୍ଚିଲେ। ଭୂତଗ୍ରସ୍ତ ଦୁଇଜଣ ଲୋକ କବର ସ୍ଥାନରୁ ବାହାରି ତାହାଙ୍କୁ ଭେଟିଲେ। ସେମାନେ ବହୁତ ଭୟଙ୍କର ଥିଲେ।


“ତୁମ୍ଭେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ ସେହି ଦେଶରେ ଯେତେବେଳେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ପ୍ରବେଶ କରାଇବେ ଓ ତୁମ୍ଭ ସାକ୍ଷାତରୁ ନାନା ଗୋଷ୍ଠୀୟ ଲୋକମାନଙ୍କୁ ହିତ୍ତୀୟ ଓ ଗିର୍ଗାସୀୟ ଓ ଇମୋରୀୟ ଓ କିଣାନୀୟ ଓ ପିରିଷୀୟ ଓ ହିବ୍ବୀୟ ଓ ଯିବୂଷୀୟ ତୁମ୍ଭଠାରୁ ମହାନ୍ ଓ ବଳବାନ୍ ଏହି ସାତ ଗୋଷ୍ଠୀଙ୍କୁ ଦୂର କରିବେ।


ଏହି ଆଜ୍ଞା ପାଳନ କର। ଯାହା ଆଜି ମୁଁ ତୁମ୍ଭକୁ ଆଜ୍ଞା ଦେଲି ତାହା ଅନୁସରଣ କର ମୁଁ ତୁମ୍ଭର ଶତ୍ରୁମାନଙ୍କୁ ଏହି ଦେଶରୁ ବିତାଡ଼ିତ କରିବି। ମୁଁ କିଣାନୀୟ, ହିତ୍ତୀୟ, ପିରିଷୀୟ, ହିବ୍ବୀୟ ଓ ଯିବୂଷୀୟ ଲୋକମାନଙ୍କୁ ବିତାଡ଼ିତ କରିବି।


ତେଣୁ ମୁଁ ତୁମ୍ଭ ଆଗେ ଆଗେ ଏକ ସ୍ୱର୍ଗଦୂତ ପଠାଇବି ପୁଣି ମୁଁ କିଣାନୀୟ ଓ ଇମୋରୀୟ, ହିତ୍ତୀୟ, ପିରିଷୀୟ, ହିବ୍ବୀୟ ଓ ଯିବୂଷୀୟ ଲୋକମାନଙ୍କୁ ତଡ଼ି ଦେବି।


ସେହି ସମୟରେ ସେଠାରେ କିଣାନୀୟ ଓ ପିରିଜୀୟ ଲୋକମାନେ ବାସ କରୁଥିଲେ। ଅବ୍ରାମଙ୍କର ଓ ଲୋଟଙ୍କର ମେଷପାଳକମାନଙ୍କ ମଧ୍ୟରେ ଝଗଡ଼ା ହେଲା।


ହୀତ୍ତୀୟମାନଙ୍କର, ପରିଜୀୟମାନଙ୍କର ଓ ରଫାୟୀୟମାନଙ୍କର


ଅବ୍ରାମଙ୍କର ସ୍ତ୍ରୀ ସାରୀ ନିଃସନ୍ତାନ ଥିଲେ। ତାଙ୍କର ଗୋଟିଏ ହାଗାର ନାମ୍ନୀ ମିଶର ଦେଶୀୟ ଦାସୀ ଥିଲା।


ଏଥିନିମନ୍ତେ ଆମ୍ଭେ ସେମାନଙ୍କୁ ମିଶରୀୟମାନଙ୍କଠାରୁ ରକ୍ଷା କରିବା ପାଇଁ ମର୍ତ୍ତ୍ୟକୁ ଯିବା। ଆମ୍ଭେ ସେମାନଙ୍କୁ ସେହି ଭୂମିରୁ ଏକ ଉତ୍ତମ ଭୂମିକୁ ନେଇଯିବା, ଯେଉଁଠାରେ ପ୍ରଚୁର ପରିମାଣରେ ଦୁ‌ଗ୍‌ଧ ଓ ମହୁର ବନ୍ୟା ଛୁଟୁଥିବ। ସେଠାରେ ସେମାନଙ୍କ ପାଇଁ କୌଣସି ଅସୁବିଧା ହେବ ନାହିଁ। ତୁମ୍ଭେ ସେଠାରେ ଅସୁବିଧାରୁ ମୁକ୍ତ ରହିବ। ସମସ୍ତ ଉତ୍ତମ ଦ୍ରବ୍ୟମାନ ମିଳିବ। ବହୁଦେଶୀୟ ଲୋକମାନେ ସେଠାରେ ବାସ କରୁଥିବେ। କିଣାନୀୟ, ହିତ୍ତୀୟ, ଇମୋରୀୟ, ପିରିଷୀୟ, ହିବ୍ବୀୟ ଓ ଯିବୂଷୀୟମାନେ ଯେଉଁ ସ୍ଥାନରେ ବାସ କରନ୍ତି ତୁମ୍ଭେମାନେ ସେହିଠାରେ ବାସ କରିବ।


ଏବଂ ଆମ୍ଭେ ତୁମ୍ଭମାନଙ୍କୁ ମିଶରୀୟମାନଙ୍କଠାରୁ ରକ୍ଷା କରିବାକୁ ନିଷ୍ପତ୍ତି କରିଛୁ। ଆମ୍ଭେ ତୁମ୍ଭମାନଙ୍କୁ କିଣାନୀୟମାନଙ୍କ ହିତ୍ତୀୟମାନଙ୍କ, ପିରିଷୀୟମାନଙ୍କ, ହିବ୍ବୀୟମାନଙ୍କ ଓ ଯିବୂଷୀୟମାନଙ୍କର ଦୁ‌ଗ୍‌ଧମଧୁପ୍ରବାହୀ ଦେଶକୁ ନେଇଯିବା।’


ଦକ୍ଷିଣ ଦେଶରେ ଅମାଲେକ ବାସ କରନ୍ତି, ପର୍ବତମୟ ଦେଶରେ ହିତ୍ତୀୟ, ଯିବୂଷୀୟ ଓ ଇମୋରୀୟ ଲୋକମାନେ ବାସ କରନ୍ତି। ଆଉ ସମୁଦ୍ର ନିକଟରେ ଓ ଯର୍ଦ୍ଦନ ତୀରରେ କିଣାନୀୟ ଲୋକମାନେ ବାସ କରନ୍ତି।”


ଏହିରୂପେ ଇସ୍ରାଏଲ ଇମୋରୀୟମାନଙ୍କ ଦେଶରେ ବାସ କଲେ।


ମୋଶା ଯାସେର ଅନୁସନ୍ଧାନ କରିବା ପାଇଁ ତାଙ୍କର ଲୋକ ପଠାଇଲେ ଏବଂ ତାଙ୍କର ଲୋକମାନେ ତହିଁର ସମସ୍ତ ଛୋଟ ନଗରଗୁଡ଼ିକୁ ଅକ୍ତିଆର କଲେ ଓ ସେଠାରେ ବାସ କରୁଥିବା ଇମୋରୀୟମାନଙ୍କୁ ତଡ଼ି ଦେଲେ।


ତୁମ୍ଭମାନଙ୍କ ପ୍ରତି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଆଜ୍ଞା ଅନୁସାରେ ତୁମ୍ଭେ ସେମାନଙ୍କୁ ହିତ୍ତୀୟ, ଇମୋରୀୟ, କିଣାନୀୟ, ପିରିଷୀୟ, ହିବ୍ବୀୟ ଓ ଯିବୂଷୀୟ ଲୋକମାନଙ୍କୁ ବର୍ଜିତ ରୂପେ ବିନାଶ କରିବ।


ଜୀବିତ ପରମେଶ୍ୱର ଯେ ତୁମ୍ଭମାନଙ୍କ ସହିତ ଅଛନ୍ତି ଏହା ଦ୍ୱାରା ତୁମ୍ଭେମାନେ ଜାଣି ପାରିବ। ସେ କିଣାନୀୟ, ହିତ୍ତୀୟ, ହିବ୍ବୀୟ, ପିରିଷୀୟ, ଗିର୍ଗାଶୀୟ, ଇମୋରୀୟ ଓ ଯିବୂଷୀୟ ଲୋକମାନଙ୍କୁ ତୁମ୍ଭମାନଙ୍କ ସମ୍ମୁଖରୁ, ସେହି ଭୂମିରୁ ନିଶ୍ଚିତ ତଡ଼ି ଦେବେ।


ଯିବୂଷୀୟ, ଇମୋରୀୟ, ଗିର୍ଗାଶୀୟ;


Swiv nou:

Piblisite


Piblisite