ଆଦି ପୁସ୍ତକ 15:6 - ପବିତ୍ର ବାଇବଲ6 ଅବ୍ରାମ ସଦାପ୍ରଭୁଙ୍କୁ ବିଶ୍ୱାସ କଲେ ଏବଂ ପରମେଶ୍ୱର ତାଙ୍କର ବିଶ୍ୱାସକୁ ଧାର୍ମିକତାର କାର୍ଯ୍ୟ ବୋଲି ବିବେଚନା କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)6 ସେତେବେଳେ ସେ ସଦାପ୍ରଭୁଙ୍କଠାରେ ବିଶ୍ଵାସ କରନ୍ତେ, ସେ ତାଙ୍କ ପକ୍ଷରେ ତାକୁ ଧାର୍ମିକତା ବୋଲି ଗଣନା କଲେ। Gade chapit laଓଡିଆ ବାଇବେଲ6 ସେତେବେଳେ ଅବ୍ରାମ ସଦାପ୍ରଭୁଙ୍କଠାରେ ବିଶ୍ୱାସ କରନ୍ତେ, ସେ ତାଙ୍କ ପକ୍ଷରେ ତାକୁ ଧାର୍ମିକତା ବୋଲି ଗଣନା କଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ସେତେବେଳେ ଅବ୍ରାମ ସଦାପ୍ରଭୁଙ୍କଠାରେ ବିଶ୍ୱାସ କରନ୍ତେ, ସେ ତାଙ୍କ ପକ୍ଷରେ ତାକୁ ଧାର୍ମିକତା ବୋଲି ଗଣନା କଲେ। Gade chapit la |
ପରମେଶ୍ୱର ଗ୍ରହଣ କରି ନେଇଛନ୍ତି ବୋଲି ପ୍ରମାଣିତ କରିବା ଲାଗି ଅବ୍ରହାମଙ୍କୁ ପରେ ସୁନ୍ନତ କରାଯାଇ ଥିଲା। ଏହି ସୁନ୍ନତ ପ୍ରମାଣ କରୁଛି ଯେ ସୁନ୍ନତ ହେବା ପୂର୍ବରୁ ପରମେଶ୍ୱରଙ୍କ ପ୍ରତି ସେ ଧାର୍ମିକ ଥିଲେ। ସେଥିପାଇଁ, ଯେଉଁମାନେ ପରମେଶ୍ୱରଙ୍କୁ ବିଶ୍ୱାସ କରନ୍ତି ଓ ସୁନ୍ନତ ହୋଇ ନାହାନ୍ତି, ସେ ସମସ୍ତ ଲୋକଙ୍କର ପିତା ଅବ୍ରହାମ ଅଟନ୍ତି। ସେମାନେ ବିଶ୍ୱାସ କରନ୍ତି ଓ ଏହି କାରଣରୁ ସେମାନେ ପରମେଶ୍ୱରଙ୍କ ପାଇଁ ଧାର୍ମିକ ବୋଲି ନିରୂପିତ ହୁଅନ୍ତି।