Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 16:12 - ପବିତ୍ର ବାଇବଲ

12 ତୁମ୍ଭର ପୁତ୍ର ବନ୍ୟ ଗର୍ଦ୍ଦଭ ଭଳି ଜୀବନଯାପନ କରିବ। ତା'ର ହସ୍ତ ସମସ୍ତଙ୍କ ବିରୁଦ୍ଧରେ ଓ ସମସ୍ତଙ୍କର ହସ୍ତ ତା'ର ବିରୁଦ୍ଧରେ ଥିବ। ଏବଂ ସେ ତା'ର ଭାଇମାନଙ୍କ ସମ୍ମୁଖରେ ବାସ କରିବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ପୁଣି ସେ ମନୁଷ୍ୟମାନଙ୍କ ମଧ୍ୟରେ ବନ ଗର୍ଦ୍ଦଭ ସ୍ଵରୂପ ହେବ, ତାହାର ହସ୍ତ ସମସ୍ତଙ୍କ ବିରୁଦ୍ଧରେ ଓ ସମସ୍ତଙ୍କ ହସ୍ତ ତାହାର ବିରୁଦ୍ଧରେ ଥିବ, ପୁଣି ସେ ଆପଣା ଭାଇମାନଙ୍କ ସମ୍ମୁଖରେ ବାସ କରିବ।

Gade chapit la Kopi

ଓଡିଆ ବାଇବେଲ

12 ପୁଣି, ସେ ମନୁଷ୍ୟମାନଙ୍କ ମଧ୍ୟରେ ବନ ଗର୍ଦ୍ଦଭ ସ୍ୱରୂପ ହେବ, ତାହାର ହସ୍ତ ସମସ୍ତଙ୍କ ବିରୁଦ୍ଧରେ ଓ ସମସ୍ତଙ୍କ ହସ୍ତ ତାହାର ବିରୁଦ୍ଧରେ ଥିବ, ପୁଣି, ସେ ଆପଣା ଭାଇମାନଙ୍କ ସମ୍ମୁଖରେ ବାସ କରିବ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ପୁଣି, ସେ ମନୁଷ୍ୟମାନଙ୍କ ମଧ୍ୟରେ ବନ ଗର୍ଦ୍ଦଭ ସ୍ୱରୂପ ହେବ, ତାହାର ହସ୍ତ ସମସ୍ତଙ୍କ ବିରୁଦ୍ଧରେ ଓ ସମସ୍ତଙ୍କ ହସ୍ତ ତାହାର ବିରୁଦ୍ଧରେ ଥିବ, ପୁଣି, ସେ ଆପଣା ଭାଇମାନଙ୍କ ସମ୍ମୁଖରେ ବାସ କରିବ।”

Gade chapit la Kopi




ଆଦି ପୁସ୍ତକ 16:12
7 Referans Kwoze  

ଏହା ପରେ ତାହାର ବଂଶଧରମାନେ ହବୀଲାରୁ ମିଶରର ପାଖରେ ଶୂରଠୁ ଅଶୂରିୟା ଦିଗରେ ବସତି କଲେ। ସେମାନେ ନିଜ ନିଜ ପାଖରେ ବାସ କଲେ ଏବଂ ଇଶ୍ମାଏଲ ଆପଣାର ବଂଶଧର ଭାଇମାନଙ୍କ ସମ୍ମୁଖରେ ବସତି କଲେ।


ପରମେଶ୍ୱରଙ୍କର ଦୟାରୁ ସେହି ବାଳକ ବଡ଼ ହେଲା। ଇଶ୍ମାଏଲ ମରୁଭୂମିରେ ବାସକଲା ଏବଂ ଏକ ଶିକାରୀ ହେଲା। ସେ ଧନୁ ମାରିବା ନିପୁଣଭାବରେ ଶିକ୍ଷା କଲା।


ଗୋଟାଏ ବଣୁଆ ଗଧ ମଣିଷକୁ ଜନ୍ମ ଦେଇପାରେ ନାହିଁ। ଜଣେ ବୋକା କେବେ ଜ୍ଞାନୀ ହୋଇ ପାରିବ ନାହିଁ।


ତୁମ୍ଭେ ଖ‌‌‌‌ଡ଼୍‌‌‌‌ଗଜୀବି ଓ ଆପଣା ଭ୍ରାତାର ଦାସ ହେବ। କିନ୍ତୁ ତୁମ୍ଭେ ଯେତେବେଳେ ପ୍ରସ୍ତୁତ, ତୁମ୍ଭ କାନ୍ଧରୁ ଜୁଆଳି କାଢ଼ି ଦେବ, ତେବେ ତୁମ୍ଭେ ମୁକ୍ତି ପାଇବ।”


ଯେତେବେଳେ ଯୋଷେଫ କୂପ ମଧ୍ୟରେ ଥିଲେ। ତା'ର ଭାଇମାନେ ଖାଇବାକୁ ବସିଲେ। ଏହା ପରେ ସେମାନେ ଦେଖିଲେ, ଏକ ବଣିକ ଦଳ ଗିଲିୟଦରୁ ଇଶ୍ମାଏଲୀୟ ପଥିକ ଓଟ ଉପରେ ସୁଗନ୍ଧି ଦ୍ରବ୍ୟ ଓ ଗୁ‌ଗ୍‌ଗୁଳ ଓ ଗନ୍ଧରସ ଘେନି ମିଶର ଦେଶକୁ ଯାଉଛନ୍ତି।


“ଗରିବ ଲୋକମାନେ ବଣୁଆ ଗଧଭଳି ମରୁଭୂମିରେ ଖାଦ୍ୟ ଅନ୍ୱେଷଣରେ ଉଚ୍ଚସ୍ଥଳ ଘୁରି ବୁଲନ୍ତି। ସେମାନେ ପ୍ରାତଃକାଳରୁ ଉଠି ଖାଦ୍ୟ ଅନ୍ୱେଷଣରେ ବୁଲନ୍ତି। ସେମାନେ ନିଜ ପିଲାମାନଙ୍କ ଖାଦ୍ୟ ପାଇଁ ବିଳମ୍ବିତ ସନ୍ଧ୍ୟା ପର୍ଯ୍ୟନ୍ତ ପରିଶ୍ରମ କରନ୍ତି।


Swiv nou:

Piblisite


Piblisite