Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 16:14 - ପବିତ୍ର ବାଇବଲ

14 ତେଣୁ ସେହି କୂପର ନାମ ବେରଲହୟ-ରୋୟୀ ରଖିଲା। ସେହି କୂପ କାଦେଶ ଓ ବେରଦ ମଧ୍ୟରେ ଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ଏଣୁ ସେହି କୂପର ନାମ ବେର-ଲହୟ-ରୋୟୀ (ଅର୍ଥାତ୍, ଦର୍ଶନାନ୍ତେ ଜୀବନକୂପ) ରଖାଗଲା। ସେହି କୂପ କାଦେଶ ଓ ବେରଦ ମଧ୍ୟରେ ଅଛି।

Gade chapit la Kopi

ଓଡିଆ ବାଇବେଲ

14 ଏଣୁ ସେହି କୂପର ନାମ ବେର-ଲହୟ-ରୋୟୀ ରଖାଗଲା। ସେହି କୂପ କାଦେଶ ଓ ବେରଦ ମଧ୍ୟରେ ଅଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଏଣୁ ସେହି କୂପର ନାମ ବେର-ଲହୟ-ରୋୟୀ ରଖାଗଲା। ସେହି କୂପ କାଦେଶ ଓ ବେରଦ ମଧ୍ୟରେ ଅଛି।

Gade chapit la Kopi




ଆଦି ପୁସ୍ତକ 16:14
7 Referans Kwoze  

ଅନନ୍ତର ସେମାନେ ଆସି ପାରଣ ମରୁଭୂମି କାଦେଶ ନାମକ ସ୍ଥାନରେ ମୋଶାଙ୍କୁ ଭେଟିଲେ, ହାରୋଣ ଓ ଇସ୍ରାଏଲ ଲୋକମାନେ ସମସ୍ତ ମଣ୍ତଳୀ ନିକଟରେ ଉପସ୍ଥିତ ହୋଇ ସେମାନଙ୍କୁ ଓ ସମସ୍ତ ମଣ୍ତଳୀକି ସମାଗ୍ଭର ଦେଲେ ଓ ସେମାନଙ୍କୁ ସେହି ଦେଶର ଫଳ ଦେଖାଇଲେ।


ଅବ୍ରହାମଙ୍କ ମୃତ୍ୟୁପରେ ପରମେଶ୍ୱର ତାଙ୍କର ପୁତ୍ର ଇ‌ସ୍‌ହାକଙ୍କୁ ଆଶୀର୍ବାଦ କଲେ। ଏବଂ ଇ‌ସ୍‌ହାକ ବେର-ଲହୟରୋୟୀ ନାମକ ସ୍ଥାନରେ ବସତି କଲେ।


ଇ‌ସ୍‌ହାକ ଦକ୍ଷିଣ ଦେଶରେ ବାସ କରିବାରୁ ବେର-ଲହୟ-ରୋୟୀ ନାମକ ସ୍ଥାନକୁ ଯାଇ ଫେରି ଆସିଲେ।


ଏଣୁ ସେହି ସ୍ଥାନର ନାମ ‌ବେ‌ର୍‌ଶେବା ହେଲା, ସେ ସେହି କୂପର ନାମ ଏପରି ଦେଲେ, କାରଣ ସେହି ସ୍ଥାନରେ ଉଭୟ ପ୍ରତିଜ୍ଞା କରିଥିଲେ।


ଏହା ପରେ ରାଜା କଦର୍ଲାୟୋମଠାରୁ ଫେରି ଐ‌ଣ୍‌ମି‌ସ୍‌ପଟ୍ ଅର୍ଥାତ କାଦେଶକୁ ଯାଇ ଅମାଲେକୀୟ ଲୋକମାନଙ୍କର ସମସ୍ତ ଦେଶ ଏବଂ ହତ୍-ସସୋନ୍ ତାମର ନିବାସୀ ଇମୋରୀୟ ଲୋକମାନଙ୍କୁ ପରାସ୍ତ କଲେ।


ହାଗାର ଅବ୍ରାମଙ୍କର ପୁତ୍ରକୁ ଜନ୍ମ ଦେଲା ଏବଂ ଅବ୍ରାମ ତା'ର ନାମ ଇଶ୍ମାଏଲ ଦେଲେ।


ଏହା ପରେ ପରମେଶ୍ୱର ହାଗାରକୁ ଏକ କୂପ ଦେଖାଇଲେ। ତେଣୁ ହାଗାର ସେହି କୂପ ପାଖକୁ ଯାଇ ତାଙ୍କର ଥଳିରେ ପାଣି ଭର୍ତ୍ତିକଲା। ଏହା ପରେ ତା'ର ପୁତ୍ରକୁ ସେଥିରୁ ପାଣି ପିଇବାକୁ ଦେଲା।


Swiv nou:

Piblisite


Piblisite