Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 16:16 - ପବିତ୍ର ବାଇବଲ

16 ଅବ୍ରାମ ଛୟାଅଶୀ ବର୍ଷ ହୋଇଥିଲେ, ଯେତେବେଳେ ଇଶ୍ମାଏଲ ହାଗାରଠାରୁ ଜନ୍ମ ଲାଭ କଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ଅବ୍ରାମଙ୍କର ଛୟାଅଶୀ ବର୍ଷ ବୟସରେ ହାଗାର ଅବ୍ରାମଙ୍କ ନିମନ୍ତେ ଇଶ୍ମାଏଲକୁ ପ୍ରସବ କଲା।

Gade chapit la Kopi

ଓଡିଆ ବାଇବେଲ

16 ଅବ୍ରାମଙ୍କର ଛୟାଅଶୀ ବର୍ଷ ବୟସରେ ହାଗାର ଅବ୍ରାମଙ୍କ ନିମନ୍ତେ ଇଶ୍ମାୟେଲକୁ ପ୍ରସବ କଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଅବ୍ରାମଙ୍କର ଛୟାଅଶୀ ବର୍ଷ ବୟସରେ ହାଗାର ଅବ୍ରାମଙ୍କ ନିମନ୍ତେ ଇଶ୍ମାୟେଲକୁ ପ୍ରସବ କଲା।

Gade chapit la Kopi




ଆଦି ପୁସ୍ତକ 16:16
7 Referans Kwoze  

ସଦାପ୍ରଭୁଙ୍କର ବାକ୍ୟାନୁସାରେ ଅବ୍ରାମ ହାରୋଣକୁ ପରିତ୍ୟାଗ କଲେ ଏବଂ ଲୋଟ ମଧ୍ୟ ତାଙ୍କ ସଙ୍ଗରେ ଗଲେ। ହାରୋଣଠାରୁ ପ୍ରସ୍ଥାନ କରିବା ସମୟରେ ଅବ୍ରାମଙ୍କର ବୟସ ପଞ୍ଚସ୍ତରି ବର୍ଷ ହୋଇଥିଲା।


ଅବ୍ରାମ କିଣାନ ଦେଶରେ ଦଶ ବର୍ଷ କଟାଇଲା ପରେ ଏହିପରି ହୋଇଥିଲା ଯେ, ତାଙ୍କର ସ୍ତ୍ରୀ ସାରୀ ତାହାଙ୍କ ମିଶରୀୟ ଦାସୀ ହାଗାରକୁ ତାଙ୍କ ସ୍ୱାମୀ ଅବ୍ରାମଙ୍କ ସହିତ ବିବାହ ଦେଲେ, ଯାହାଫଳରେ ସେ ତା’ ସହିତ ସହବାସ କରି ପାରିବେ।


ହାଗାର ଅବ୍ରାମଙ୍କର ପୁତ୍ରକୁ ଜନ୍ମ ଦେଲା ଏବଂ ଅବ୍ରାମ ତା'ର ନାମ ଇଶ୍ମାଏଲ ଦେଲେ।


ଇଶ୍ମାଏଲଙ୍କୁ ଯେତେବେଳେ ତେର ବର୍ଷ ବୟସ ହୋଇଥିଲା ସେତେବେଳେ ସେ ସୁନ୍ନତ ହେଲେ।


ଇଶ୍ମାଏଲ 137 ବର୍ଷ ବଞ୍ଚିଲେ। ଏହା ପରେ ସେ ପ୍ରାଣତ୍ୟାଗ କଲେ। ସେ ତାଙ୍କ ପୂର୍ବପୁରୁଷଙ୍କ ସହିତ କବର ପ୍ରାପ୍ତ ହେଲେ।


ଯେତେବେଳେ ଅବ୍ରାମଙ୍କୁ ଅନେଶ୍ୱତ ବର୍ଷ ସେତେବେଳେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଲେ ଏବଂ କହିଲେ, “ମୁଁ ସର୍ବଶକ୍ତିମାନ ପରମେଶ୍ୱର। ଉତ୍ତମ କାର୍ଯ୍ୟମାନ କର। ମୋତେ ମାନ ଏବଂ ନିଷ୍ଠାପର ଜୀବନଯାପନ କର।


ଇ‌ସ୍‌ହାକଙ୍କ ଜନ୍ମ ବେଳକୁ ଅବ୍ରହାମଙ୍କର ଏକଶହ ବର୍ଷ ବୟସ ହୋଇଥିଲା।


Swiv nou:

Piblisite


Piblisite