ଆଦି ପୁସ୍ତକ 16:8 - ପବିତ୍ର ବାଇବଲ8 ସଦାପ୍ରଭୁଙ୍କର ଦୂତ କହିଲେ, “ହାଗାର, ସାରୀର ଦାସୀ, ତୁମ୍ଭେ କେଉଁଠାରୁ ଆସିଛ ଓ ତୁମ୍ଭେ କେଉଁଠାକୁ ଯାଉଛ?” ହାଗାର ଉତ୍ତର ଦେଲା, “ମୁଁ ମୋର ମାଲିକାଣୀ ସାରୀ ପାଖରୁ ଦୌଡ଼ି ପଳାଇ ଯାଉଛି।” Gade chapit laପବିତ୍ର ବାଇବଲ (Re-edited) - (BSI)8 ଆଗୋ ସାରୀର ଦାସୀ ହାଗାର, ତୁମ୍ଭେ କେଉଁଠାରୁ ଆସିଲ? ପୁଣି କେଉଁଠାକୁ ଯିବ? ତହିଁରେ ସେ କହିଲା, ମୁଁ ଆପଣା ସାଆନ୍ତାଣୀ ସାରୀ ନିକଟରୁ ପଳାଉଅଛି। Gade chapit laଓଡିଆ ବାଇବେଲ8 “ଆଗୋ ସାରୀର ଦାସୀ ହାଗାର, ତୁମ୍ଭେ କେଉଁଠାରୁ ଆସିଲ ? ପୁଣି, କେଉଁଠାକୁ ଯିବ ?” ତହିଁରେ ସେ କହିଲା, “ମୁଁ ଆପଣା ସାଆନ୍ତାଣୀ ସାରୀ ନିକଟରୁ ପଳାଉଅଛି।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 “ଆଗୋ ସାରୀର ଦାସୀ ହାଗାର, ତୁମ୍ଭେ କେଉଁଠାରୁ ଆସିଲ? ପୁଣି, କେଉଁଠାକୁ ଯିବ?” ତହିଁରେ ସେ କହିଲା, “ମୁଁ ଆପଣା ସାଆନ୍ତାଣୀ ସାରୀ ନିକଟରୁ ପଳାଉଅଛି।” Gade chapit la |
ମୋର ପ୍ରଭୁ, ମହାରାଜ, ମୁଁ ତୁମ୍ଭର ସେବକ ମୋ’ କଥା ଶୁଣ, ଯଦି ସଦାପ୍ରଭୁ ମୋ’ ଉପରେ କ୍ରୋଧ କରିବାକୁ ତୁମ୍ଭକୁ ବାର୍ତ୍ତା ଦିଅନ୍ତି, ତାହାହେଲେ ତାଙ୍କୁ ତାହା ଗ୍ରହଣ କରିବାକୁ ଦିଅ। ଯଦି ମନୁଷ୍ୟ ସନ୍ତାନମାନେ ତାହା କରିଥା’ନ୍ତି, ତେବେ ସେମାନେ ସଦାପ୍ରଭୁଙ୍କ ନିକଟରେ ଅଭିଶାପ ପାଆନ୍ତୁ। କାରଣ ସେମାନେ ମୋତେ ସେହି ଦେଶରୁ ବାହାର କରି ଦେଇଛନ୍ତି। ଯେଉଁଟାକି ମୋତେ ଦେଲେ ଏବଂ କହିଲେ, ‘ଯାଅ ଅନ୍ୟ ଦେବଗଣଙ୍କର ପୂଜା କର।’