ଆଦି ପୁସ୍ତକ 18:12 - ପବିତ୍ର ବାଇବଲ12 ତେଣୁ ସାରା ଶୁଣିଥିବା କଥାକୁ ବିଶ୍ୱାସ କରି ପାରିଲେ ନାହିଁ। ସେ ନିଜକୁ ନିଜେ ହସିଲେ ଏବଂ କହିଲେ, “ମୁଁ ଏବଂ ମୋର ସ୍ୱାମୀ ବାର୍ଦ୍ଧକ୍ୟରେ ଉପନୀତ। ପିଲା ଜନ୍ମ କରିବା ପାଇଁ, ଆମ୍ଭେ ବହୁତ ବୁଢ଼ା ବୁଢ଼ି ହୋଇଯାଇଛୁ।” Gade chapit laପବିତ୍ର ବାଇବଲ (Re-edited) - (BSI)12 ଏନିମନ୍ତେ ସାରା ହସି ମନେ ମନେ କହିଲେ, ମୋହର ଏହି ଶୀର୍ଣ୍ଣାବସ୍ଥାରେ କି ଏରୂପ ଆନନ୍ଦ ହେବ? ବିଶେଷତଃ ମୋହର ପ୍ରଭୁ ମଧ୍ୟ ବୃଦ୍ଧ। Gade chapit laଓଡିଆ ବାଇବେଲ12 ଏନିମନ୍ତେ ସାରା ହସି ମନେ ମନେ କହିଲେ, “ମୋହର ଏହି ଶୀର୍ଣ୍ଣାବସ୍ଥାରେ କି ଏରୂପ ଆନନ୍ଦ ହେବ ? ବିଶେଷତଃ ମୋହର ପ୍ରଭୁ ମଧ୍ୟ ବୃଦ୍ଧ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଏନିମନ୍ତେ ସାରା ହସି ମନେ ମନେ କହିଲେ, “ମୋହର ଏହି ଶୀର୍ଣ୍ଣାବସ୍ଥାରେ କି ଏରୂପ ଆନନ୍ଦ ହେବ? ବିଶେଷତଃ ମୋହର ପ୍ରଭୁ ମଧ୍ୟ ବୃଦ୍ଧ।” Gade chapit la |