Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 18:4 - ପବିତ୍ର ବାଇବଲ

4 ମୁଁ କିଛି ଜଳରେ ଆପଣମାନଙ୍କୁ ପଦଧୌତ କରିବି ଓ ଆପଣମାନେ ଏହି ବୃକ୍ଷମୂଳରେ ଟିକେ ବିଶ୍ରାମ କରନ୍ତୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ବିନୟ କରୁଅଛି, ଅଳ୍ପ ଜଳ ଅଣାଇ ଦେଉଅଛି, ଆପଣମାନେ ପାଦ ପ୍ରକ୍ଷାଳନ କରି ଏହି ବୃକ୍ଷ ତଳେ ବିଶ୍ରାମ କରନ୍ତୁ

Gade chapit la Kopi

ଓଡିଆ ବାଇବେଲ

4 ବିନୟ କରୁଅଛି, ମୋତେ ଅଳ୍ପ ଜଳ ଆଣିବାକୁ ଦିଅନ୍ତୁ ପୁଣି, ଆପଣମାନେ ପାଦ ପ୍ରକ୍ଷାଳନ କରି ଏହି ବୃକ୍ଷ ତଳେ ବିଶ୍ରାମ କରନ୍ତୁ

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ବିନୟ କରୁଅଛି, ମୋତେ ଅଳ୍ପ ଜଳ ଆଣିବାକୁ ଦିଅନ୍ତୁ ପୁଣି, ଆପଣମାନେ ପାଦ ପ୍ରକ୍ଷାଳନ କରି ଏହି ବୃକ୍ଷ ତଳେ ବିଶ୍ରାମ କରନ୍ତୁ

Gade chapit la Kopi




ଆଦି ପୁସ୍ତକ 18:4
9 Referans Kwoze  

ସେହି ଦାସ ସେମାନଙ୍କୁ ଯୋଷେଫଙ୍କ ଗୃହକୁ ନେଇଗଲେ। ସେ ପାଦ ଧୋଇବା ପାଇଁ କିଛି ପାଣି ଦେଲେ। ଏହା ପରେ ତାଙ୍କର ଗଧମାନଙ୍କୁ ଖାଇବା ପାଇଁ ଖାଦ୍ୟ ଦିଆଗଲା।


ତେଣୁ ଅବ୍ରହାମଙ୍କର ଦାସ ଗୃହକୁ ଗଲେ। ଲାବନ ଓଟମାନଙ୍କର ସାଜ ଓହ୍ଲାଇବା ପାଇଁ ସାହାଯ୍ୟ କଲେ ଏବଂ ସେମାନଙ୍କ ପାଇଁ ଖାଇବାକୁ ନଡ଼ା ଦେଲେ। ସେ ଭୃତ୍ୟମାନଙ୍କୁ ତାଙ୍କ ସହିତ ଥିବା ଅନ୍ୟ ଲୋକମାନଙ୍କୁ ପାଣି ଦେଲେ। ଯଦ୍ଦ୍ୱାରା କି ସେମାନେ ପାଦ ଧୋଇବେ।


ଲୋଟ ସେମାନଙ୍କୁ କହିଲେ, “ହେ ମହାଶୟଗଣ ମୋର ଗୃହକୁ ଆସିବା ହେଉନ୍ତୁ ଏବଂ ମୁଁ ଆପଣମାନଙ୍କର ସେବା କରିବି। ଆପଣମାନେ ପାଦ ଧୋଇ ମୋର ଗୃହକୁ ଆସନ୍ତୁ ଏବଂ ଏହିଠାରେ ରାତ୍ରିଯାପନ କରନ୍ତୁ। ଏହା ପରେ ଆସନ୍ତାକାଲି ଆପଣମାନେ ଶୀଘ୍ର ଉଠିବେ ଏବଂ ଆପଣମାନଙ୍କର ଯାତ୍ରା ଗ୍ଭଲୁ ରଖିବେ।” ସ୍ୱର୍ଗଦୂତମାନେ ଉତ୍ତର ଦେଲେ, “ନାଁ, ଆମ୍ଭେମାନେ ଏହି ନଗର ଚୌରାହରେ ସମସ୍ତ ରାତ୍ରି ଯାପନ କରିବୁ।”


ତା'ପରେ ଯୀଶୁ ସ୍ତ୍ରୀ ଲୋକଟି ଆଡ଼କୁ ବୁଲିପଡ଼ି ଶିମୋନଙ୍କୁ କହିଲେ, “ତୁମ୍ଭେ ଏ ସ୍ତ୍ରୀ ଲୋକଟିକୁ ଦେଖୁଛ? ମୁଁ ତୁମ୍ଭ ଘରକୁ ଆସିଲି। ଅଥଚ ତୁମ୍ଭେ ମୋତେ ଗୋଡ଼ ଧୋଇବାକୁ ପାଣି ସୁଦ୍ଧା ଦେଲ ନାହିଁ, କିନ୍ତୁ ଓ ସ୍ତ୍ରୀ ଲୋକଟି ମୋର ପାଦକୁ ଲୁହରେ ଧୋଇ ଦେଲା। ଏବଂ ତା ବାଳରେ ପୋଛିଦେଲା।


ଅବୀଗଲ ନତମସ୍ତକ ହୋଇ ଠିଆ ହେଲେ, ସେ କହିଲେ, “ମୁଁ ହେଉଛି ତୁମ୍ଭର ଦାସୀ, ମୋର ପ୍ରଭୁଙ୍କ ଦାସମାନଙ୍କ ପାଦ ଧୋଇବା ପାଇଁ ଗ୍ଭହେଁ।”


ସେ ଜୀବନରେ ଭଲ କାମ କରିଥିବେ। ଯେପରି ପିଲାମାନଙ୍କୁ ବୃଦ୍ଧି କରିବା, ଘରେ ଅତିଥିମାନଙ୍କୁ ସତ୍କାର କରିବା, ପରମେଶ୍ୱରଙ୍କ ଲୋକମାନଙ୍କର ଗୋଡ଼ ଧୋଇବ, କଷ୍ଟରେ ପଡ଼ିଥିବା ଲୋକଙ୍କୁ ସାହାଯ୍ୟ କରିବା ଓ ନିଜ ଜୀବନରେ ସମସ୍ତ ପ୍ରକାରର ଭଲ କାମ କରିବା।


ଅବ୍ରହାମ କହିଲେ, “ମହାଶୟଗଣ, ଯଦି ତୁମ୍ଭେମାନେ ମୋ’ ଉପରେ ସନ୍ତୁଷ୍ଟ, ଦୟାକରି ତୁମ୍ଭର ଦାସ ନିକଟରେ କିଛି କ୍ଷଣ ରୁହ।


ଏହା ପରେ ସେ ଆପଣା ଘରକୁ ଆଣି ଗଧମାନଙ୍କୁ ଖାଦ୍ୟ ଦେଲା। ପୁଣି ସେମାନେ ପାଦ ଧୋଇ ଭୋଜନ କଲେ।


Swiv nou:

Piblisite


Piblisite