ଆଦି ପୁସ୍ତକ 18:7 - ପବିତ୍ର ବାଇବଲ7 ଏହା ପରେ ଅବ୍ରହାମ ଗୁହାଳକୁ ଦୌଡ଼ିଲେ। ଅବ୍ରହାମ ତାଙ୍କର ଏକ ସୁନ୍ଦର ବାଛୁରି ଆଣିଲେ ଓ ତାଙ୍କର ଦାସକୁ ନିର୍ଦ୍ଦେଶ ଦେଲେ, ଶୀଘ୍ର ଏହାକୁ ଖାଦ୍ୟ ପ୍ରସ୍ତୁତ କର। Gade chapit laପବିତ୍ର ବାଇବଲ (Re-edited) - (BSI)7 ଅନନ୍ତର ଅବ୍ରହାମ ଗୋଠକୁ ଶୀଘ୍ର ଯାଇ ଉତ୍ତମ କୋମଳ ଗୋବତ୍ସ ଆଣି ଦାସକୁ ଦିଅନ୍ତେ, ସେ ତାହା ଶୀଘ୍ର ରାନ୍ଧିଲା। Gade chapit laଓଡିଆ ବାଇବେଲ7 ଏଥିଉତ୍ତାରେ ଅବ୍ରହାମ ଗୋଠକୁ ଶୀଘ୍ର ଯାଇ ଉତ୍ତମ କୋମଳ ଗୋବତ୍ସ ଆଣି ଦାସକୁ ଦିଅନ୍ତେ, ସେ ତାହା ଶୀଘ୍ର ରାନ୍ଧିଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଏଥିଉତ୍ତାରେ ଅବ୍ରହାମ ଗୋଠକୁ ଶୀଘ୍ର ଯାଇ ଉତ୍ତମ କୋମଳ ଗୋବତ୍ସ ଆଣି ଦାସକୁ ଦିଅନ୍ତେ, ସେ ତାହା ଶୀଘ୍ର ରାନ୍ଧିଲା। Gade chapit la |
“କେତେକ ଲୋକ ଅଛନ୍ତି ଯେଉଁମାନେ ଶପଥ ନିଅନ୍ତି, ଭଲ ସୁସ୍ଥ ପଶୁକୁ ବଳିଦେବା ପାଇଁ, କିନ୍ତୁ ଶେଷରେ ସେମାନେ ରୁଗ୍ଣ ପଶୁକୁ ସଦାପ୍ରଭୁଙ୍କୁ ଉତ୍ସର୍ଗ କରନ୍ତି। ସେଥିପାଇଁ ସେମାନେ ଅଭିଶପ୍ତ ହେବେ। ଆମ୍ଭେ ଜଣେ ମହାନ ରାଜା ଅଟୁ। ଆମ୍ଭକୁ ତୁମ୍ଭେମାନେ ସମ୍ମାନ କରିବା ଉଚିତ୍ ଓ ସମଗ୍ର ବିଶ୍ୱ ଆମ୍ଭକୁ ଭୟ ଓ ସମ୍ମାନ କରିବା ଉଚିତ୍।” ସର୍ବଶକ୍ତିମାନ ସଦାପ୍ରଭୁ ଏହିସବୁ କହିଥିଲେ।