Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 18:9 - ପବିତ୍ର ବାଇବଲ

9 ଏହା ପରେ ସେହି ଲୋକମାନେ ପଗ୍ଭରିଲେ, “ତୁମ୍ଭର ସ୍ତ୍ରୀ ସାରା କେଉଁଠାରେ?” ଅବ୍ରହାମ ଉତ୍ତର ଦେଲେ, “ସେ ଏହି ତମ୍ବୁରେ ଅଛି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ତହିଁ ଉତ୍ତାରୁ ସେମାନେ ତାଙ୍କୁ ପଚାରିଲେ, ତୁମ୍ଭର ଭାର୍ଯ୍ୟା ସାରା କେଉଁଠାରେ? ସେ କହିଲେ, ଦେଖନ୍ତୁ, ସେ ତମ୍ଵୁରେ ଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

9 ତହିଁ ଉତ୍ତାରୁ ସେମାନେ ତାଙ୍କୁ ପଚାରିଲେ, “ତୁମ୍ଭର ଭାର୍ଯ୍ୟା ସାରା କେଉଁଠାରେ ?” ସେ କହିଲେ, “ଦେଖନ୍ତୁ, ସେ ତମ୍ବୁରେ ଅଛନ୍ତି।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ତହିଁ ଉତ୍ତାରେ ସେମାନେ ତାଙ୍କୁ ପଚାରିଲେ, “ତୁମ୍ଭର ଭାର୍ଯ୍ୟା ସାରା କେଉଁଠାରେ?” ସେ କହିଲେ, “ଦେଖନ୍ତୁ, ସେ ତମ୍ବୁରେ ଅଛନ୍ତି।”

Gade chapit la Kopi




ଆଦି ପୁସ୍ତକ 18:9
8 Referans Kwoze  

ସେମାନେ ଯୁବତୀମାନଙ୍କୁ ଶିଖାଇ ପାରିବେ ଯେ ସେମାନେ ଜ୍ଞାନୀ ଓ ପବିତ୍ର ହୁଅନ୍ତୁ, ନିଜ ଘରର ଯତ୍ନ ନିଅନ୍ତୁ, ଦୟାଳୁ ହୁଅନ୍ତୁ ଏବଂ ନିଜ ସ୍ୱାମୀଙ୍କର ଆଜ୍ଞାକାରିଣୀ ହୁଅନ୍ତୁ। ତା'ହେଲେ କୌଣସି ଲୋକ ଆମ୍ଭକୁ ଦିଆଯାଇଥିବା ପରମେଶ୍ୱରଙ୍କ ଶିକ୍ଷାର ସମାଲୋଚନା କରି ପାରିବ ନାହିଁ।


ଏହା ପରେ ଇ‌ସ୍‌ହାକ ସେହି କନ୍ୟାକୁ ତାଙ୍କର ମାଙ୍କ ତମ୍ବୁକୁ ଆଣିଲେ। ସେହି ଦିନ ରିବିକା ଇ‌ସ୍‌ହାକର ସ୍ତ୍ରୀ ହେଲେ। ଇ‌ସ୍‌ହାକ ତାଙ୍କୁ ବହୁତ ପ୍ରେମ କଲେ। ତେଣୁ ଇ‌ସ୍‌ହାକ ତାଙ୍କର ମାଙ୍କର ମୃତ୍ୟୁପରେ ସାନ୍ତ୍ୱନା ପାଇଲେ।


ତେଣୁ ଲାବନ ଯାକୁବର ଛାଉଣିରେ ଖୋଜିଲେ। ତା'ପରେ ସେ ଲେୟାର ତମ୍ବୁରେ ଖୋଜିଲେ। ଏହା ପରେ ସେ ଆସି ତାଙ୍କର ଦୁଇ ଦାସୀଙ୍କର ତମ୍ବୁରେ ଖୋଜିଲେ। କିନ୍ତୁ ସେଠାରେ ମଧ୍ୟ ସେ ପାଇଲେ ନାହିଁ। ଏହା ପରେ ଲାବନ ରାହେଲର ତମ୍ବୁକୁ ଗଲେ।


ଏହା ପରେ ସଦାପ୍ରଭୁ କୟିନକୁ କହିଲେ, “ତୁମ୍ଭର ଭାଇ ହେବଲ କେଉଁଠି?” କୟିନ ଉତ୍ତର ଦେଲା, “ମୁଁ ଜାଣେ ନାହିଁ, ଏହା କ’ଣ ମୋର କାମ ଯେ ମୋର ଭାଇର ମୁଁ ଯତ୍ନ ନେବି ଓ ଜଗି ରହିବି?”


ପରମେଶ୍ୱର ପ୍ରତିଜ୍ଞା ଅନୁସାରେ ଅବ୍ରହାମ ସେହି ସ୍ଥାନରେ ରହିଲେ। ସେ ଜଣେ ଯାତ୍ରୀ ଭଳି ରହିଲେ, ଜଣେ ବାସିନ୍ଦା ଭଳି ନୁହେଁ। ବିଶ୍ୱାସ ଥିବା ହେତୁ ସେ ଏପରି କଲେ। ଇସ୍‌ହାକ ଓ ଯାକୁବଙ୍କ ସହିତ ଅବ୍ରହାମ ତମ୍ବୁରେ ରହିଲେ। ଇସ୍‌ହାକ ଓ ଯାକୁବ ମଧ୍ୟ


ସଦାପ୍ରଭୁ ପରମେଶ୍ୱର ମନୁଷ୍ୟକୁ ଡାକିଲେ, “ତୁମ୍ଭେ କେଉଁଠାରେ?”


ଅବ୍ରହାମ କିଛି ରନ୍ଧା ମାଂସ, କିଛି ରୋଟୀ, ଦୁ‌ଗ୍‌ଧ କିଛି ଛେନା ଆଣି ସେହି ତିନି ଲୋକଙ୍କ ସମ୍ମୁଖରେ ରଖିଲେ। ଅବ୍ରହାମ ତାଙ୍କ ନିକଟରେ ଛିଡ଼ା ହୋଇ ଖାଇବାକୁ ନିବେଦନ କଲେ। ସେମାନେ ସେହି ବୃକ୍ଷମୂଳେ ତାହା ଭୋଜନ କଲେ।


ତହୁଁ ସେ କହିଲେ, “ବସନ୍ତ ସମୟରେ ଆମ୍ଭେ ପୁନରାୟ ତୁମ୍ଭ ତମ୍ବୁକୁ ଆସିବୁ। ଏହି ସମୟରେ ତୁମ୍ଭ ସ୍ତ୍ରୀ ଏକ ପୁତ୍ର ସନ୍ତାନ ଜନ୍ମ ଦେବ।” ସାରା ତମ୍ବୁରେ ରହି ଏହିକଥା ଶୁଣୁଥିଲେ।


Swiv nou:

Piblisite


Piblisite