Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 19:11 - ପବିତ୍ର ବାଇବଲ

11 ତା'ପରେ ବାହାରେ ଥିବା ସମସ୍ତ ଯୁବା ଓ ବୃଦ୍ଧ ଲୋକ ଅନ୍ଧ ହୋଇଗଲେ। ତେଣୁ ସେଇ ଲୋକମାନେ ଘରର ଫାଟକ ପାଇଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ପୁଣି ଦ୍ଵାର ନିକଟବର୍ତ୍ତୀ ସାନ ଓ ବଡ଼ ସମସ୍ତଙ୍କୁ ଅନ୍ଧ କରାଇଲେ; ତହିଁରେ ସେମାନେ ଦ୍ଵାର ଖୋଜୁ ଖୋଜୁ ପରିଶ୍ରା; ହେଲେ।

Gade chapit la Kopi

ଓଡିଆ ବାଇବେଲ

11 ପୁଣି, ଦ୍ୱାର ନିକଟବର୍ତ୍ତୀ ସାନ ଓ ବଡ଼ ସମସ୍ତଙ୍କୁ ଅନ୍ଧ କରାଇଲେ; ତହିଁରେ ସେମାନେ ଦ୍ୱାର ଖୋଜୁ ଖୋଜୁ ପରିଶ୍ରାନ୍ତ ହେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ପୁଣି, ଦ୍ୱାର ନିକଟବର୍ତ୍ତୀ ସାନ ଓ ବଡ଼ ସମସ୍ତଙ୍କୁ ଅନ୍ଧ କରାଇଲେ; ତହିଁରେ ସେମାନେ ଦ୍ୱାର ଖୋଜୁ ଖୋଜୁ ପରିଶ୍ରାନ୍ତ ହେଲେ।

Gade chapit la Kopi




ଆଦି ପୁସ୍ତକ 19:11
7 Referans Kwoze  

ତା'ପରେ ଅରାମର ସୈନ୍ୟଗଣ ଇସ୍ରାଏଲରେ ପହଞ୍ଚିଲେ। ଇଲୀଶାୟ ସଦାପ୍ରଭୁଙ୍କୁ ପ୍ରାର୍ଥନା କରି କହିଲେ, “ମୁଁ ବିନୟ କରୁଛି, ସେହି ଲୋକମାନଙ୍କୁ ଅନ୍ଧ କରି ଦିଅନ୍ତୁ।” ଇଲୀଶାୟଙ୍କ ପ୍ରାର୍ଥନା ଅନୁସାରେ ସଦାପ୍ରଭୁ ଅରାମର ସୈନ୍ୟମାନଙ୍କୁ ଅନ୍ଧ କରିଦେଲେ।


ଏବେ ଦେଖ, ତୁମ୍ଭ ଉପରେ ପ୍ରଭୁଙ୍କର ହାତ ଅଛି। ତୁମ୍ଭେ ଅନ୍ଧ ହୋଇଯିବ ଓ କିଛି ସମୟ ପାଇଁ ସୂର୍ଯ୍ୟ ଆଲୁଅ ମଧ୍ୟ ଦେଖି ପାରିବ ନାହିଁ।” ପ୍ରକୃତରେ ଅଲ୍ଲୀମାଙ୍କୁ ହଠାତ୍ ସବୁ ଅନ୍ଧାର ଦେଖାଗଲା ଓ ସେ ଏଣେତେଣେ ଅଣ୍ଡାଳି ହେବାକୁ ଲାଗିଲେ। ସେ ଅନ୍ଧାରରେ ଅଣ୍ଡାଳି ଅଣ୍ଡାଳି ଗୋଟିଏ ଲୋକ ଖୋଜିଲେ, ଯିଏ କି ତାହାଙ୍କ ହାତ ଧରି ବାଟ ଦେଖାଇ ପାରିବ।


ତୁମ୍ଭେ କାହିଁକି ଆପଣା ମନ ପରିବର୍ତ୍ତନ କରିଗ୍ଭଲିଛ, ଏତେ ଅବହେଳିତ ଭାବରେ? ତୁମ୍ଭେ ଅଶୂରର ବିଷୟରେ ଯେପରି ଲଜ୍ଜିତା ହୋଇଥିଲ, ସେହିପରି ମିଶରର ବିଷୟରେ ଲଜ୍ଜିତା ହେବ।


ତୁମ୍ଭେ ଦୀର୍ଘପଥ ଯାତ୍ରା ଯୋଗୁଁ ଯଦିଓ କ୍ଳାନ୍ତ ହୋଇଥିଲ, ତଥାପି ତୁମ୍ଭେ ଭରସା ନାହିଁ ବୋଲି କହି ନ ଥିଲ। ତୁମ୍ଭେ ନୂତନ ବଳ ପାଇ ସତେଜ ହେଲ, ତେଣୁ ତୁମ୍ଭେ କ୍ଳାନ୍ତ ଅନୁଭବ କଲ ନାହିଁ।


ପ୍ରତ୍ୟେକ ମୂର୍ଖର ପରିଶ୍ରମ ତାହାକୁ କ୍ଳାନ୍ତ କରେ, କାରଣ କିପରି ନଗରକୁ ଯିବାକୁ ହୁଏ ତାହା ସେ ଜାଣେ ନାହିଁ।


ସେହି ଦୁଇ ଜଣ ଲୋଟକୁ କହିଲେ, “ତୁମ୍ଭ ପରିବାରର ଅନ୍ୟ କୌଣସି ଲୋକ ଏହି ସହରରେ ବାସ କରୁଛନ୍ତି କି? ତୁମ୍ଭର ଆଉ ପୁଅ, ଝିଅ, ଜ୍ୱାଇଁ ଅଛନ୍ତି କି? ତେବେ ଶୀଘ୍ର ଏ ସ୍ଥାନ ପରିତ୍ୟାଗ କରିବା ପାଇଁ ତାଙ୍କୁ କୁହ।


Swiv nou:

Piblisite


Piblisite