ଆଦି ପୁସ୍ତକ 19:19 - ପବିତ୍ର ବାଇବଲ19 ଆପଣ ମୋତେ ମୋର ଜୀବନକୁ ରକ୍ଷାକରି, କିଛି ସମୟ ପୂର୍ବରୁ ଆମ୍ଭଙ୍କୁ ଅତ୍ୟନ୍ତ ଦୟା ଓ ଅନୁଗ୍ରହ ଦେଖାଇଛନ୍ତି। କିନ୍ତୁ ମୁଁ ପର୍ବତକୁ ପଳାଇ ଯାଇ ନ ପାରେ। ଏହି ବିପତ୍ତି ହୁଏତ ମୋତେ ଧରି ପକାଇବ ଓ ମାରିଦେବ। Gade chapit laପବିତ୍ର ବାଇବଲ (Re-edited) - (BSI)19 ଏବେ ଏହି ଦାସ ପ୍ରତି ଅନୁଗ୍ରହ ଓ ମହା ଦୟା କରି ପ୍ରାଣରକ୍ଷା କଲେ; ମୁଁ ପର୍ବତକୁ ପଳାଇ ଯାଇ ନ ପାରେ; କେଜାଣି ବିପଦ ଘଟିଲେ ମରିଯିବି। Gade chapit laଓଡିଆ ବାଇବେଲ19 ଏବେ ଏହି ଦାସ ପ୍ରତି ଅନୁଗ୍ରହ ଓ ମହା ଦୟା କରି ପ୍ରାଣରକ୍ଷା କଲେ; ମୁଁ ପର୍ବତକୁ ପଳାଇ ଯାଇ ନ ପାରେ; କେଜାଣି ବିପଦ ଘଟିଲେ ମରିଯିବି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଏବେ ଏହି ଦାସ ପ୍ରତି ଅନୁଗ୍ରହ ଓ ମହାଦୟା କରି ପ୍ରାଣରକ୍ଷା କଲେ; ମୁଁ ପର୍ବତକୁ ପଳାଇ ଯାଇ ନ ପାରେ; କେଜାଣି ବିପଦ ଘଟିଲେ ମରିଯିବି। Gade chapit la |
ସେହି ସମୟରେ, ସେମାନଙ୍କ ଉପରେ ଆମ୍ଭର କ୍ରୋଧ ହେବ। ତେଣୁ ଆମ୍ଭେ ସେମାନଙ୍କୁ ତ୍ୟାଗ କରିବା ଓ ଆମ୍ଭେ ସେମାନଙ୍କଠାରୁ ଆପଣା ମୁହଁ ବନ୍ଦ କରିବା। ତହିଁରେ ସେମାନଙ୍କ ପାଇଁ ଭୟଙ୍କର ଅବସ୍ଥାମାନ ହେବ, ଏବଂ ସେମାନେ ବହୁ ସମସ୍ୟାରେ ପଡ଼ିବେ। ତା'ପରେ ସେମାନେ କହିବେ, ‘ଏହିସବୁ ଅମଙ୍ଗଳ ଆମ୍ଭ ଉପରେ ଘଟିଛି କାରଣ ଆମ୍ଭମାନଙ୍କର ପରମେଶ୍ୱର ଆମ୍ଭମାନଙ୍କ ନିକଟରେ ନାହାନ୍ତି।’