ଆଦି ପୁସ୍ତକ 19:21 - ପବିତ୍ର ବାଇବଲ21 ସ୍ୱର୍ଗଦୂତ ଲୋଟକୁ କହିଲେ, “ଉତ୍ତମ, ଆମ୍ଭେ ତୁମ୍ଭକୁ ଅନୁମତି ଦେଲୁ। ମୁଁ ସେହି ସହରକୁ ଧ୍ୱଂସ କରିବି ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)21 ତହୁଁ ସେ କହିଲେ, ଭଲ, ଆମ୍ଭେ ଏ ବିଷୟରେ ତୁମ୍ଭ ପ୍ରତି ଅନୁଗ୍ରହ କରି, ସେହି ଯେଉଁ ନଗରର କଥା ତୁମ୍ଭେ କହିଲ, ତାହା ଉତ୍ପାଟନ କରିବା ନାହିଁ। Gade chapit laଓଡିଆ ବାଇବେଲ21 ତହୁଁ ସେ କହିଲେ, “ଭଲ, ଆମ୍ଭେ ଏ ବିଷୟରେ ତୁମ୍ଭ ପ୍ରତି ଅନୁଗ୍ରହ କରି, ସେହି ଯେଉଁ ନଗରର କଥା ତୁମ୍ଭେ କହିଲ, ତାହା ଉତ୍ପାଟନ କରିବା ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ତହୁଁ ସେ କହିଲେ, “ଭଲ, ଆମ୍ଭେ ଏ ବିଷୟରେ ତୁମ୍ଭ ପ୍ରତି ଅନୁଗ୍ରହ କରି, ସେହି ଯେଉଁ ନଗରର କଥା ତୁମ୍ଭେ କହିଲ, ତାହା ଉତ୍ପାଟନ କରିବା ନାହିଁ। Gade chapit la |