ଆଦି ପୁସ୍ତକ 19:3 - ପବିତ୍ର ବାଇବଲ3 କିନ୍ତୁ ଲୋଟ ସେମାନଙ୍କୁ ତାଙ୍କର ଗୃହକୁ ଯିବା ପାଇଁ ବାରମ୍ବାର ଅନୁରୋଧ କଲେ। ତେଣୁ ସ୍ୱର୍ଗଦୂତଗଣ ତାଙ୍କ ଗୃହକୁ ଯିବା ପାଇଁ ରାଜି ହେଲେ। ଲୋଟ ସେମାନଙ୍କୁ କିଛି ଦ୍ରାକ୍ଷାରସ ପିଇବାକୁ ଦେଲେ। ଲୋଟ ସେମାନଙ୍କ ପାଇଁ କିଛି ଖମୀର ଶୂନ୍ୟ ରୋଟୀ ପ୍ରସ୍ତୁତ କଲେ, ସେମାନେ ତାହା ଗ୍ରହଣ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)3 ମାତ୍ର ଲୋଟ ଅତିଶୟ ବଳାଇବାରୁ ସେମାନେ ତାହା ସହିତ ଯାଇ ତାହାର ଘରେ ପ୍ରବେଶ କଲେ; ତହୁଁ ସେ ସେମାନଙ୍କର ପାଇଁ ତାଡ଼ିଶୂନ୍ୟ ରୋଟୀ ଆଦି ଖାଦ୍ୟଦ୍ରବ୍ୟ ପ୍ରସ୍ତୁତ କରନ୍ତେ, ସେମାନେ ଭୋଜନ କଲେ। Gade chapit laଓଡିଆ ବାଇବେଲ3 ମାତ୍ର ଲୋଟ ଅତିଶୟ ବଳାଇବାରୁ ସେମାନେ ତାହା ସହିତ ଯାଇ ତାହାର ଘରେ ପ୍ରବେଶ କଲେ; ତହୁଁ ସେ ସେମାନଙ୍କର ପାଇଁ ତାଡ଼ିଶୂନ୍ୟ ରୁଟି ଆଦି ଖାଦ୍ୟଦ୍ରବ୍ୟ ପ୍ରସ୍ତୁତ କରନ୍ତେ, ସେମାନେ ଭୋଜନ କଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ମାତ୍ର ଲୋଟ ଅତିଶୟ ବଳାଇବାରୁ ସେମାନେ ତାହା ସହିତ ଯାଇ ତାହାର ଘରେ ପ୍ରବେଶ କଲେ; ତହୁଁ ସେ ସେମାନଙ୍କର ପାଇଁ ତାଡ଼ିଶୂନ୍ୟ ରୁଟି ଆଦି ଖାଦ୍ୟଦ୍ରବ୍ୟ ପ୍ରସ୍ତୁତ କରନ୍ତେ, ସେମାନେ ଭୋଜନ କଲେ। Gade chapit la |
ଲୋଟ ସେମାନଙ୍କୁ କହିଲେ, “ହେ ମହାଶୟଗଣ ମୋର ଗୃହକୁ ଆସିବା ହେଉନ୍ତୁ ଏବଂ ମୁଁ ଆପଣମାନଙ୍କର ସେବା କରିବି। ଆପଣମାନେ ପାଦ ଧୋଇ ମୋର ଗୃହକୁ ଆସନ୍ତୁ ଏବଂ ଏହିଠାରେ ରାତ୍ରିଯାପନ କରନ୍ତୁ। ଏହା ପରେ ଆସନ୍ତାକାଲି ଆପଣମାନେ ଶୀଘ୍ର ଉଠିବେ ଏବଂ ଆପଣମାନଙ୍କର ଯାତ୍ରା ଗ୍ଭଲୁ ରଖିବେ।” ସ୍ୱର୍ଗଦୂତମାନେ ଉତ୍ତର ଦେଲେ, “ନାଁ, ଆମ୍ଭେମାନେ ଏହି ନଗର ଚୌରାହରେ ସମସ୍ତ ରାତ୍ରି ଯାପନ କରିବୁ।”