ଆଦି ପୁସ୍ତକ 19:5 - ପବିତ୍ର ବାଇବଲ5 “ଆଜି ରାତ୍ରରେ ଯେଉଁ ଦୁଇଜଣ ମନୁଷ୍ୟ ତୁମ୍ଭ ଘରକୁ ଆସିଥିଲେ ସେମାନେ କାହାନ୍ତି? ସେମାନଙ୍କୁ ବାହାରକୁ ଆଣ ଆମ୍ଭେମାନେ ତାଙ୍କ ସହିତ ଯୌନ ସମ୍ପର୍କ କରିବା।” Gade chapit laପବିତ୍ର ବାଇବଲ (Re-edited) - (BSI)5 ପୁଣି ଲୋଟକୁ ଡାକି କହିଲେ, ଆଜି ରାତ୍ରିରେ ଯେଉଁ ମନୁଷ୍ୟମାନେ ତୁମ୍ଭ ଘରକୁ ଆସିଲେ, ସେମାନେ କାହାନ୍ତି? ସେମାନଙ୍କୁ ବାହାର କରି ଆମ୍ଭମାନଙ୍କ ପାଖକୁ ଆଣ। ଆମ୍ଭେମାନେ ସେମାନଙ୍କଠାରେ ଉପଗତ ହେବା। Gade chapit laଓଡିଆ ବାଇବେଲ5 ପୁଣି, ଲୋଟକୁ ଡାକି କହିଲେ, “ଆଜି ରାତ୍ରିରେ ଯେଉଁ ମନୁଷ୍ୟମାନେ ତୁମ୍ଭ ଘରକୁ ଆସିଲେ, ସେମାନେ କାହାନ୍ତି ? ସେମାନଙ୍କୁ ବାହାର କରି ଆମ୍ଭମାନଙ୍କ ପାଖକୁ ଆଣ। ଆମ୍ଭେମାନେ ସେମାନଙ୍କଠାରେ ଉପଗତ ହେବା।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ପୁଣି, ଲୋଟକୁ ଡାକି କହିଲେ, “ଆଜି ରାତ୍ରିରେ ଯେଉଁ ମନୁଷ୍ୟମାନେ ତୁମ୍ଭ ଘରକୁ ଆସିଲେ, ସେମାନେ କାହାନ୍ତି? ସେମାନଙ୍କୁ ବାହାର କରି ଆମ୍ଭମାନଙ୍କ ପାଖକୁ ଆଣ। ଆମ୍ଭେମାନେ ସେମାନଙ୍କଠାରେ ଉପଗତ ହେବା।” Gade chapit la |
ଅଥବା, ତୁମ୍ଭେମାନେ କ’ଣ ଜାଣ ନାହିଁ ଯେ ଯେଉଁ ଲୋକମାନେ ମନ୍ଦ କର୍ମ କରନ୍ତି, ସେମାନେ ପରମେଶ୍ୱରଙ୍କ ରାଜ୍ୟର ଉତ୍ତରାଧିକାରୀ ହେବେ ନାହିଁ। ନିଜକୁ ପ୍ରତାରଣା କର ନାହିଁ। ଯେଉଁମାନେ ଯୌନଗତ ପାପ କରନ୍ତି, ପୁଣି ମୂର୍ତ୍ତିପୂଜକ, ବ୍ୟଭିଗ୍ଭରୀ, ସମଲିଙ୍ଗୀ, ସ୍ୱାର୍ଥପର, ଗ୍ଭେର, ମଦୁଆ, ପରନିନ୍ଦକ ଓ ଠକୁଆ, ସେମାନେ ପରମେଶ୍ୱରଙ୍କ ରାଜ୍ୟର ଉତ୍ତରାଧିକାରୀ ହେବେ ନାହିଁ।