Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 2:10 - ପବିତ୍ର ବାଇବଲ

10 ଗୋଟିଏ ନଦୀ ଏଦନରୁ ପ୍ରବାହିତ ହୋଇ ଉଦ୍ୟାନକୁ ଜଳ ଦିଏ। ଏହା ପରେ ସେହି ନଦୀ ଗ୍ଭରି ଭାଗରେ ବିଭକ୍ତ ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଉଦ୍ୟାନରେ ଜଳସେଚନାର୍ଥେ ଏଦନରୁ ଗୋଟିଏ ନଦୀ ନିର୍ଗତ ହୋଇ ସେହି ସ୍ଥାନରୁ ଭିନ୍ନ ଭିନ୍ନ ଚାରିଧାର ହେଲା।

Gade chapit la Kopi

ଓଡିଆ ବାଇବେଲ

10 ଉଦ୍ୟାନରେ ଜଳସେଚନାର୍ଥେ ଏଦନରୁ ଗୋଟିଏ ନଦୀ ନିର୍ଗତ ହୋଇ ସେହି ସ୍ଥାନରୁ ଭିନ୍ନ ଭିନ୍ନ ଚାରିଧାର ହେଲା ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଉଦ୍ୟାନରେ ଜଳସେଚନାର୍ଥେ ଏଦନରୁ ଗୋଟିଏ ନଦୀ ନିର୍ଗତ ହୋଇ ସେହି ସ୍ଥାନରୁ ଭିନ୍ନ ଭିନ୍ନ ଚାରିଧାର ହେଲା।

Gade chapit la Kopi




ଆଦି ପୁସ୍ତକ 2:10
3 Referans Kwoze  

ତା'ପରେ ଦୂତ ମୋତେ ଜୀବନଜଳର ନଦୀ ଦେଖାଇଲେ। ସେ ନଦୀଟି ସ୍ଫଟିକ ପରି ଉଜ୍ଜ୍ୱଳ ଥିଲା। ସେହି ନଦୀ ପରମେଶ୍ୱର ଓ ମେଷଶାବକଙ୍କ ସିଂହାସନରୁ ପ୍ରବାହିତ ହେଉଛି।


ଏପରି ଏକ ନଦୀ ଅଛି ଯାହାର ପବିତ୍ର ଜଳଧାରା ସର୍ବୋପରିସ୍ଥ ପରମେଶ୍ୱରଙ୍କ ନଗରୀକୁ ଆନନ୍ଦିତ କରୁଛି।


ଲୋଟ ଯର୍ଦ୍ଦନ ନଦୀର ଉପତ୍ୟକା ଆଡ଼େ ନିରୀକ୍ଷଣ କଲେ। ଲୋଟ ଦେଖିଲେ ସେଠାରେ ବହୁତ ଜଳ ଥିଲା। ସଦାପ୍ରଭୁ ସଦୋମ ଓ ହମୋରାକୁ ଧ୍ୱଂସ କରିବା ପୂର୍ବରୁ ଏହା ଥିଲା। ସେହି ସମୟରେ ଯର୍ଦ୍ଦନ ଉପତ୍ୟକା ସୋୟର ପର୍ଯ୍ୟନ୍ତ ସମସ୍ତ ପ୍ରାନ୍ତର ସଦାପ୍ରଭୁଙ୍କ ଉଦ୍ୟାନପରି ସଜଳ ଓ ମିଶର ଦେଶ ତୁଲ୍ୟ ଥିଲା।


Swiv nou:

Piblisite


Piblisite