Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 2:12 - ପବିତ୍ର ବାଇବଲ

12 ସେହି ଦେଶରେ ଚିତ୍ତାକର୍ଷକ ସୁବର୍ଣ୍ଣ, ମୁକ୍ତା ଓ ଗୋମେଦକମଣି ଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ସେହି ଦେଶର ସୁବର୍ଣ୍ଣ ଉତ୍ତମ, ପୁଣି ସେଠାରେ ମୁକ୍ତା ଓ ଗୋମେଦକ ମଣି ଜନ୍ମଇ।

Gade chapit la Kopi

ଓଡିଆ ବାଇବେଲ

12 ସେହି ଦେଶର ସୁବର୍ଣ୍ଣ ଉତ୍ତମ, ପୁଣି, ସେଠାରେ ମୁକ୍ତା ଓ ଗୋମେଦକ ମଣି ଜନ୍ମଇ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ସେହି ଦେଶର ସୁବର୍ଣ୍ଣ ଉତ୍ତମ, ପୁଣି, ସେଠାରେ ମୁକ୍ତା ଓ ଗୋମେଦକ ମଣି ଜନ୍ମଇ।

Gade chapit la Kopi




ଆଦି ପୁସ୍ତକ 2:12
8 Referans Kwoze  

ତୁମ୍ଭେ ପରମେଶ୍ୱରଙ୍କ ଉଦ୍ୟାନ ଏଦନରେ ଥିଲ। ଚୁଣୀ, ପିତମଣି, ହୀରକ, ବୈଦୁର୍ଯ୍ୟମଣି, ଗୋମେଦକମଣି, ସୂର୍ଯ୍ୟକାନ୍ତ, ନୀଳକାନ୍ତ, ପଦ୍ମରାଗ ଓ ମରକତ ଆଦି ଯାବତୀୟ ବହୁମୂଲ୍ୟ ପ୍ରସ୍ତର ସୁବର୍ଣ୍ଣରେ ଖଚିତ ହୋଇଥିଲ। ତୁମ୍ଭେ ସୃଷ୍ଟି ହେବା ଦିନରୁ ସମସ୍ତ ସୌନ୍ଦର୍ଯ୍ୟ ଶିଳ୍ପ ଗ୍ଭତୁରୀରେ ପରିପୂର୍ଣ୍ଣ ଥିଲ।


ତୁମ୍ଭେ ଜ୍ଞାନକୁ ଓଫୀରର ସୁନା, ବହୁମୂଲ୍ୟ, ଗୋମେଦକ ଓ ନୀଳକାନ୍ତ ମଣି ବଦଳରେ କିଣି ପାରିବ ନାହିଁ।


ଆଉ ସେହି ମାନ୍ନା ଧନିଆ ବୀଜଗୁଡ଼ିକ ସଦୃଶ ହେବ।


ଚତୁର୍ଥ ପଂକ୍ତିରେ ବୈଦୂର୍ଯ୍ୟ, ଗୋମେଦକ ଓ ସୂର୍ଯ୍ୟକାନ୍ତ। ଏହିସବୁ ସ୍ୱର୍ଣ୍ଣରେ ନିଜ ନିଜ ପଂକ୍ତିରେ ବସାଯିବ।


ଏବଂ ଚତୁର୍ଥ ପଂକ୍ତିରେ ବୈଦୁର୍ଯ୍ୟ, ଗୋମେଦକ ମଣି, ସୂର୍ଯ୍ୟକାନ୍ତ ମଣି ଥିଲା। ଏହିସବୁ ମଣି ସ୍ୱର୍ଣ୍ଣ ଧାରରେ ବସାଗଲା।


ପ୍ରଥମ ନଦୀର ନାମ ପିଶୋନ୍ ଥିଲା। ତାହା ସମସ୍ତ ହବିଲା ଦେଶ ଚତୁର୍ପାର୍ଶ୍ୱ ଦେଇ ବହିଗଲା, ଯେଉଁ ସ୍ଥାନରେ ସୁବର୍ଣ୍ଣ ଅଛି।


ଦ୍ୱିତୀୟ ନଦୀର ନାମ ଗୀହୋନ୍ ଥିଲା। ଏହା ସମସ୍ତ କୁଶ ଦେଶକୁ ବ୍ୟାପିଥିଲା।


ଏଫୋଦ ଓ ବୁକୁପଟାରେ ଏହା ଲଗାଇବା ନିମନ୍ତେ ଗୋମେଦକମଣି ଓ ଅଳଙ୍କାରସବୁ ଗ୍ରହଣ କର।”


Swiv nou:

Piblisite


Piblisite