ଆଦି ପୁସ୍ତକ 2:21 - ପବିତ୍ର ବାଇବଲ21 ତା'ପରେ ସଦାପ୍ରଭୁ ପରମେଶ୍ୱର ମନୁଷ୍ୟକୁ ଘୋର ନିଦ୍ରାରେ ଶୁଆଇ ଦେଲେ। ସେ ତା'ର ଶରୀରରୁ ଖଣ୍ଡେ ପଞ୍ଜରା ନେଲେ ଏବଂ ସେହି କ୍ଷତ ବନ୍ଦ କରିଦେଲେ। Gade chapit laପବିତ୍ର ବାଇବଲ (Re-edited) - (BSI)21 ଅନନ୍ତର ସଦାପ୍ରଭୁ ପରମେଶ୍ଵର ଆଦମଙ୍କୁ ଘୋର ନିଦ୍ରାଗ୍ରସ୍ତ କରାଇ ସେହି ନିଦ୍ରା ସମୟରେ ତାଙ୍କର ଖଣ୍ତେ ପଞ୍ଜର ନେଇ ମାଂସ ଦ୍ଵାରା ସେହି ସ୍ଥାନ ପୂର୍ଣ୍ଣ କଲେ। Gade chapit laଓଡିଆ ବାଇବେଲ21 ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର ଆଦମଙ୍କୁ ଘୋର ନିଦ୍ରାଗ୍ରସ୍ତ କରାଇ ସେହି ନିଦ୍ରା ସମୟରେ ତାଙ୍କର ଖଣ୍ଡେ ପଞ୍ଜରା ନେଇ ମାଂସ ଦ୍ୱାରା ସେହି ସ୍ଥାନ ପୂର୍ଣ୍ଣ କଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର ଆଦମଙ୍କୁ ଘୋର ନିଦ୍ରାଗ୍ରସ୍ତ କରାଇ ସେହି ନିଦ୍ରା ସମୟରେ ତାଙ୍କର ଖଣ୍ଡେ ପଞ୍ଜରା ନେଇ ମାଂସ ଦ୍ୱାରା ସେହି ସ୍ଥାନ ପୂର୍ଣ୍ଣ କଲେ। Gade chapit la |
ତେଣୁ ଦାଉଦ ଶାଉଲଙ୍କ ପାଖରେ ଥିବା ପାଣିପାତ୍ର ବର୍ଚ୍ଛାକୁ ସାଙ୍ଗରେ ଆଣିଲେ ଓ ତା'ପରେ ଦାଉଦ ଓ ଅବୀଶୟ ସେ ସ୍ଥାନ ପରିତ୍ୟାଗ କରି ଆସିଲେ। କୌଣସି ଲୋକ ଜାଣି ପାରିଲେ ନାହିଁ କ’ଣ ସବୁ ଘଟିଗଲା। କୌଣସି ଲୋକ ଏହାକୁ ଦେଖି ନ ଥିଲେ। କୌଣସି ଲୋକ ମଧ୍ୟ ନିଦରୁ ଉଠି ନ ଥିଲେ। ଶାଉଲ ଏବଂ ତାଙ୍କର ସମସ୍ତ ସୈନ୍ୟ ଶୋଇ ପଡ଼ିଥିଲେ। କାରଣ ସଦାପ୍ରଭୁ ତାଙ୍କୁ ଗଭୀର ନିଦ୍ରା ଦେଇଥିଲେ।