ଆଦି ପୁସ୍ତକ 2:23 - ପବିତ୍ର ବାଇବଲ23 ସେହି ମନୁଷ୍ୟ କହିଲା, “ସେ ମୋ’ ପରି, ତା'ର ହାଡ଼ ମୋର ହାଡ଼ରୁ ଆସିଛି। ତା'ର ଶରୀର ମୋର ଶରୀରରୁ ଆସିଛି। ଯେହେତୁ ସେ ନରଠାରୁ ଆସିଛି, ତାହାର ନାମ ‘ନାରୀ।’” Gade chapit laପବିତ୍ର ବାଇବଲ (Re-edited) - (BSI)23 ତହୁଁ ଆଦମ କହିଲେ, ଏଥର ହେଲା; ଏ ମୋହର ଅସ୍ଥିର ଅସ୍ଥି ଓ ମାଂସର ମାଂସ; ଏହା ନାମ ନାରୀ, ଯେହେତୁ ଏ ନରଠାରୁ ନୀତା ହୋଇଅଛି। Gade chapit laଓଡିଆ ବାଇବେଲ23 ତହୁଁ ଆଦମ କହିଲେ, “ଏଥର ହେଲା; ଏ ମୋହର ଅସ୍ଥିର ଅସ୍ଥି ଓ ମାଂସର ମାଂସ; ଏହାର ନାମ ନାରୀ, ଯେହେତୁ ଏ ନରଠାରୁ ନୀତା ହୋଇଅଛି।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ତହୁଁ ଆଦମ କହିଲେ, “ଏଥର ହେଲା; ଏ ମୋହର ଅସ୍ଥିର ଅସ୍ଥି ଓ ମାଂସର ମାଂସ; ଏହାର ନାମ ନାରୀ, ଯେହେତୁ ଏ ନରଠାରୁ ନୀତା ହୋଇଅଛି।” Gade chapit la |