Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 2:6 - ପବିତ୍ର ବାଇବଲ

6 ଭୂମିରେ କାକର ପଡ଼ି ସମସ୍ତ ପୃଥିବୀକୁ ସନ୍ତସନ୍ତିଆ କଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ପୁଣି ପୃଥିବୀରୁ ଏକ କୁହୁଡ଼ି ଉଠି ସମସ୍ତ ଭୂମିରେ ଜଳ ସିଞ୍ଚିଲା।

Gade chapit la Kopi

ଓଡିଆ ବାଇବେଲ

6 ପୁଣି, ପୃଥିବୀରୁ ଏକ କୁହୁଡ଼ି ଉଠି ସମସ୍ତ ଭୂମିରେ ଜଳ ସିଞ୍ଚିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ପୁଣି, ପୃଥିବୀରୁ ଏକ କୁହୁଡ଼ି ଉଠି ସମସ୍ତ ଭୂମିରେ ଜଳ ସିଞ୍ଚିଲା।

Gade chapit la Kopi




ଆଦି ପୁସ୍ତକ 2:6
3 Referans Kwoze  

ସେହି ସମୟରେ କୌଣସି ବୁଦା ବା ଘାସ ବଢ଼ି ନ ଥିଲା, ସଦାପ୍ରଭୁ ପୃଥିବୀରେ ବର୍ଷା କରାଇ ନ ଥିଲେ। କାରଣ ପୃଥିବୀର ଯତ୍ନ ନେବା ପାଇଁ କେହି ନ ଥିଲେ।


ଏହା ପରେ ସଦାପ୍ରଭୁ ପରମେଶ୍ୱର ଭୂମିରୁ ଧୂଳି ନେଇ ମନୁଷ୍ୟ ସୃଷ୍ଟି କଲେ। ସଦାପ୍ରଭୁ ତା'ର ନାସିକା ରନ୍ଧ୍ରରେ ଫୁଙ୍କ ଦେଇ ପ୍ରାଣବାୟୁ ପ୍ରବେଶ କରାଇଲେ। ତହିଁରେ ମନୁଷ୍ୟ ଜୀବିତ ପ୍ରାଣୀ ହେଲା।


ପରମେଶ୍ୱର ପୃଥିବୀର ଉପରେ ଆକାଶ ସୃଷ୍ଟି କରିଅଛନ୍ତି। ସେ ବର୍ଷା ସହିତ ବିଜୁଳି କରାନ୍ତି। ଏବଂ ସେ ତାଙ୍କର ଭଣ୍ଡାର ଘରୁ ପବନ ପ୍ରବାହୀତ କରାନ୍ତି।


Swiv nou:

Piblisite


Piblisite